Tag Archives: Home Middle

କୃଷି ଆଇନ: କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ନୋଟିସ୍‌ ଜାରି, ୪ ସପ୍ତାହ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧୨।୧୦: କୃଷି ଆଇନ ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ସୋମବାର କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରାଯାଇଛି। ଏହି ଆଇନର ବିରୋଧରେ ଦାଖଲ କରାଯାଇଥିବା ଆବେଦନର ବିଚାର କରି ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡେଙ୍କ ନେତୃତ୍ୱରେ ଗଠିତ...

କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କ ପାଇଁ ଉପହାର: ଛୁଟି ବଦଳରେ ମିଳିବ ନଗଦ ଟଙ୍କା

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କ ପାଇଁ ସରକାର ଉପହାର ଘୋଷଣା କରିଛନ୍ତି। ଛୁଟି ବଦଳରେ କର୍ମଚାରୀଙ୍କୁ ନଗଦ ଟଙ୍କା ପ୍ରଦାନ କରାଯିବ। ଏନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୋମବାର ସୂଚନା ଦେଇଛନ୍ତି। ଏହା ସହିତ ସମସ୍ତ କର୍ମଚାରୀଙ୍କୁ ପାର୍ବଣ...

ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ବାଲେଶ୍ୱରରେ ସ୍ବରୂପ, ତିର୍ତ୍ତୋଲରେ ବିଜୟ ଶଙ୍କର

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ସୋମବାର ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ତିର୍ତ୍ତୋଲରେ ବିଧାୟକ ସ୍ବର୍ଗତ ବିଷ୍ଣୁ ଦାସଙ୍କ ପୁୁଅ ବିଜୟ ଶଙ୍କର ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା...

ରାଜ୍ୟରେ କମୁନି କରୋନା: ଆଜି ଆଉ ୧୮ ଜୀବନ ନେଲା, ମୃତ୍ୟୁସଂଖ୍ୟା ୧୦୪୦କୁ ବୃଦ୍ଧି

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ କଟକ...

ରାଜ୍ୟରେ ଆଜି ୨୪୨୩ ପଜିଟିଭ୍‌ ଚିହ୍ନଟ, ପୁଣି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୨୪୨୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪,୬୬୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୧୪୧୭...

ଚାଇନା ସୀମାରେ ଭାରତର ୨୨ ପୋଲ: ଏଲ୍‌ଏସିରେ ଶୀଘ୍ର ପହଞ୍ଚିବ ଅସ୍ତ୍ରଶସ୍ତ୍ର

ନୂଆଦିଲ୍ଲୀ, ୧୨।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଏଣିକି ଭାରତୀୟ ଯବାନଙ୍କ ପାଖରେ ଶୀଘ୍ର ଆବଶ୍ୟକ ସହାୟତା ତଥା ଅସ୍ତ୍ରଶସ୍ତ୍ର ପହଞ୍ଚିପାରିବ। ଅରୁଣାଚଳଠାରୁ ଲଦାଖ ମଧ୍ୟରେ ସଡ଼କ ପଥର ବିକାଶ କାର୍ଯ୍ୟ ଅନ୍ତର୍ଗତ ୪୩ଟି ପୋଲ ନିର୍ମିତ ହୋଇଛି। ଏହି ପୋଲଗୁଡ଼ିକୁ...

ରାମବାଗରେ ମିଳିତ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୧୨।୧୦: ଜମ୍ମୁ-କଶ୍ମୀରର ଶ୍ରୀନଗରର ରାମବାଗ ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏନ୍‌ କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ବିଦେଶୀ ଥିବାବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର ବୋଲି କଶ୍ମୀର...

ସୁରକ୍ଷା ପାଇଁ ସାମଗ୍ରୀ ନାହିଁ

ଅନୁଗୋଳ ଅଫିସ, ୧୨।୧୦:  କରୋନା ବିରୋଧୀ ଯୁଦ୍ଧରେ ଆଗ ଧାଡ଼ିରେ ଅଛନ୍ତି ଡାକ୍ତର ଓ ଡାକ୍ତରଖାନା କର୍ମଚାରୀ। ଏମାନଙ୍କ ସୁରକ୍ଷା ପାଇଁ ସରକାର ସମସ୍ତ ବ୍ୟବସ୍ଥା କରିଥିବା କହୁଛନ୍ତି। କିନ୍ତୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଦେଖିଲେ ସରକାରଙ୍କ ସୁରକ୍ଷା...

ସୁସ୍ଥ ହେଲେ ଆଉ ୩୩୪୨ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୩୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୧୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୬୬, ମୟୂରଭଞ୍ଜରୁ ୩୬୨, ଅନୁଗୋଳରୁ ୨୮୮, ଯାଜପୁରରୁ ୧୫୫, କେନ୍ଦ୍ରାପଡାରୁ ୧୩୧, ବରଗଡରୁ ୧୦୪, ପୁରୀରୁ...

ଉପନିର୍ବାଚନ ପାଇଁ ପ୍ରାର୍ଥୀ ଦେଲା ଭାଜପା: ବାପାଙ୍କ ପରେ ପୁଅକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ନଭେମ୍ବର ୩ ତାରିଖରେ ହେବାକୁ ଥିବା ବାଲେଶ୍ୱର ସଦର ଓ ଜଗତ୍‌ସିଂହପୁର ତିର୍ତ୍ତୋଲ ଉପନିର୍ବାଚନ ପାଇଁ ରବିବାର ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ବାଲେଶ୍ୱର ସଦର ପାଇଁ ଭାଜପା ନେତା ମଦନମୋହନ ଦତ୍ତଙ୍କ ପୁଅ ମାନସଙ୍କୁ ଦଳ...

ଆଜି ରାଜ୍ୟରୁ ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୦୨୨କୁ ବୃଦ୍ଧି

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ...

ରାଜ୍ୟରେ ଆଜି ୨୫୪୬ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୨୫୪୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୧୫୦୪...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri