Tag Archives: Home Middle

ରବିବାର ଦୁଲୁକିବ ଓଡ଼ିଶା, କଂଗ୍ରେସ ପାଇଁ ରାହୁଲ ଭାଜପା ପାଇଁ ନଡ୍ଡା କରିବେ ପ୍ରଚାର

ଭୁବନେଶ୍ୱର,୨୭।୪: ରବିବାର ମୁହାଁମୁହିଁ ହେବେ ହାଇପ୍ରୋଫାଇଲ ନେତା। କାରଣ ରବିବାର ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ତେବେ ସୂଚନା ଅନୁସାରେ ରବିବାର ଦିନ ସାଢ଼େ ୧୧ଟାରେ...

ହାର୍ଡ ମଦର ଜାଗା ନେଲା ବିଅର, ଓଡ଼ିଶାରେ ଏଥର ବିକ୍ରିରେ ଭାଙ୍ଗିଲା ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୭।୪: ତାପମାତ୍ରା ବଢିବା ସହ ଦେଶରେ ବିଅର ବିକ୍ରି ମଧ୍ୟ ବଢୁଛି। ଏହି କ୍ରମରେ ଏଥର ଓଡିଶା ବିଅର ବିକ୍ରିରେ ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଅବକାରୀ ବିଭାଗ ତଥ୍ୟ ଅନୁସାରେ ୧ ଏପ୍ରିଲୁ ୨୫ ଏପ୍ରିଲ ମଧ୍ୟରେ ପ୍ରାୟ ୧୯.୬୫...

ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ?

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ ହାଇକୋର୍ଟ ଏହାକୁ ଭର୍ତ୍ସନା କରିଛନ୍ତି। ଏକ ଜନହିତ ଯାଚିକାର ଶୁଣାଣି କରି ଦିଲ୍ଲୀ...

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି ଭିନ୍ନ ଭିନ୍ନ ବିମାନବନ୍ଦରରେ ବୋମା ଲଗାଯାଇଛି। ଏହି ଖବର ପାଇବା ମାତ୍ରେ ପ୍ରଶାସନରେ...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ ଶହୀଦ ହୋଇଥିବା ଜଣାଯାଇଛି। ଏହି ଘଟଣା ମଣିପୁରର ବିଷ୍ଣୁପୁର ଜିଲାର ନାରଣସେନାରେ ଘଟିଛି।...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ୩ଜଣ ବାଇକ ଆରୋହୀଙ୍କ ଜୀବନ ଚାଲିଯାଇଛି। ମୃତକ ହେଲେ ମୂଷାପାପୁଲି ଗ୍ରାମର...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ କରାଯିବ ନାହିଁ। ଏସମ୍ପର୍କିତ ଏକାଧିକ ପିଟିଶନକୁ ଶୁକ୍ରବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଏଥିସହ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା ସୁଦ୍ଧା ହାରାହାରି ମତଦାନ ହାର ୬୦.୭ ପ୍ରତିଶତ ରହିଥିବା ରେକର୍ଡ କରାଯାଇଛି। ବାର୍‌ମେର-ଜୟସାଲମେରରେ...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ ଚର୍ଚ୍ଚା ବଢିବାରେ ଲାଗିଛି । କୁହାଯାଉଛି ସୋର ଆସନରୁ ଭାଜପା ରାଜୁ ଦାସଙ୍କୁ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି । ବାପାଙ୍କ ସହ ମିଶି ନିର୍ବାଚନ ଲଢ଼ିଲେ, ଏଥର ଡବଲ ମାର୍ଜିନରେ ଜିତିବେ...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର। ରାଜ୍ୟର ତାତି ଯେତେ ଉପରମୁହାଁ ହେଉଛି ରାଜ୍ୟ ରାଜନୀତି ସେତିକି ଜମୁଛି। ତେବେ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ଆସନ୍ତା ୨୮ ତାରିଖରେ ଓଡ଼ିଶା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri