Tag Archives: Home Middle

ବଳାତ୍କାର ତଦନ୍ତ ୨ ମାସରେ ଶେଷକର

ନୂଆଦିଲ୍ଲୀ, ୧୧ା୧୦: ହାଥ୍‌ରସ ଗଣବଳାତ୍କାର ଏବଂ ହତ୍ୟା ମାମଲାରେ ଉତ୍ତରପ୍ରଦେଶ ପୋଲିସ ଓ ସରକାରଙ୍କ କାର୍ଯ୍ୟକଳାପକୁ ନେଇ ସାରା ଦେଶରେ ସମାଲୋଚନା ଥମିନାହିଁ। ଏଭଳି ସ୍ଥିତିରେ ବଳାତ୍କାର, ଯୌନ ନିର୍ଯାତନା ଆଦି ମହିଳା ବିରୋଧୀ ଅପରାଧ ମାମଲାର ତଦନ୍ତରେ ପୋଲିସର...

ମୋରାଟୋରିୟମ ବଢ଼ିଲେ ବିତ୍ତୀୟ ସଙ୍କଟ

ନୂଆଦିଲ୍ଲୀ,୧୧।୧୦: କୋଭିଡ୍‌-୧୯ ଯୋଗୁ ଉପୁଜିଥିବା ସଙ୍କଟ ସମୟରେ ଲୋକଙ୍କୁ ଆଶ୍ୱସ୍ତି ଦେବା ଲାଗି ସରକାର ୬ ମାସର ମୋରାଟୋରିୟମ ସୁବିଧା ଘୋଷଣା କରିଥିଲେ। ଏହି ଅବଧିରେ ବ୍ୟାଙ୍କଗୁଡ଼ିକ ସୁଧ ଉପରେ ସୁଧ ଲାଗୁ କରିବାରୁୁ ସୁପ୍ରିମକୋର୍ଟରେ ମାମଲା ପହଞ୍ଚିଥିଲା। ସର୍ବୋଚ୍ଚ...

ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୮୮୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୪୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୨୫, ପୁରୀରୁ ୧୯୩, ଝାରସୁଗୁଡାରୁ ୧୫୯, ବାଲେଶ୍ୱରରୁ ୧୩୩, ମୟୂରଭଞ୍ଜରୁ ୧୨୯, ଯାଜପୁରରୁ ୧୨୬, କେନ୍ଦୁଝରରୁ...

ଭୁବନେଶ୍ୱରରୁ ଆଜି ୩୨୧ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୩୮

ଭୁବନେଶ୍ୱର,୧୦।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ମହିଳାଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କୁ ଆଡଭାଇଜରୀ ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ, ୧୦।୧୦: ଉତ୍ତରପ୍ରଦେଶ ହାଥରସ୍‌ ମାମଲାକୁ ଦୃଷ୍ଟିରେ ରଖି ମହିଳାଙ୍କୁ ସୁରକ୍ଷା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ମର୍ମରେ କେନ୍ଦ୍ର ପକ୍ଷରୁ ସମସ୍ତ ରାଜ୍ୟ ସରକାରଙ୍କ ଲାଗି ଆଡଭାଇଜରୀ ଜାରି କରାଯାଇଛି। ମହିଳା ଉପରେ...

ରାଜ୍ୟରେ କରୋନାରେ ଆଉ ୧୫ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ଶନିବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୦୬ରେ ପହଞ୍ଚିଛି। ୧୫...

ଲଞ୍ଚ୍‌ପ୍ୟାଡ୍‌ରେ ୩୦୦ ଆତଙ୍କବାଦୀ: ଭାରତରେ ଅନୁପ୍ରବେଶ ଲାଗି ବସିଛନ୍ତି ସୁଯୋଗ ଉଣ୍ଡି

ଶ୍ରୀନଗର, ୧୦।୧୦: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ସୃଷ୍ଟି ହେବାରେ ଲାଗିଛି। ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନ ଜାଣିଶୁଣି ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବା ଚିନରା କର୍ପସ୍‌ର ଜେନେରାଲ କମାଣ୍ଡିଂ ଅଫିସର ଲ୍ୟୁଟନାଟ୍‌ ଜେନେରାଲ...

CORONAVIRUS UPDATE: ରାଜ୍ୟରୁ ୨୮୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ୨୪୯୬୩ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ):ରାଜ୍ୟରେ ଶନିବାର ୨୮୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୫୯ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ...

ରବିବାର ‘ସ୍ବାମୀତ୍ୱ’ ଯୋଜନା ଆରମ୍ଭ କରିବେ ମୋଦି: ୭୬୩ ଗ୍ରାମର ହିତାଧିକାରୀ ହେବେ ଉପକୃତ

ନୂଆଦିଲ୍ଲୀ, ୧୦।୧୦: ଗ୍ରାମବାସୀଙ୍କ ଜମିର ମାଲିକାନା ସ୍ଥିତିିକୁ ସୁଦୃଢ଼ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ସ୍ବାମୀତ୍ୱ’ ଯୋଜନାର ଶୁଭାରମ୍ଭ କରିବେ। ଯୋଜନା ଅନ୍ତର୍ଗତ ଲୋକଙ୍କୁ ଜମି ପଟା ବଣ୍ଟନ କରାଯିବ। ଏହା ଦ୍ୱାରା ୬ଟି ରାଜ୍ୟର ୭୬୩...

ଏଲ୍‌ଏସିରେ ଚାଇନା ୬୦ ହଜାରରୁ ଅଧିକ ସୈନ୍ୟ ମୁତୟନ କରିଛି: ପୋମ୍ପିଓ

ଓ୍ବାଶିଂଟନ, ୧୦।୧୦: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ପକ୍ଷରୁ ଚାଇନା ଟାର୍ଗେଟ୍‌ କରାଯାଇଛି। ଆମେରିକା ସେକ୍ରେଟାରୀ ଅଫ୍‌ ଷ୍ଟେଟ୍‌ ମାଇକ୍‌ ପୋମ୍ପିଓ କହିଛନ୍ତି ଯେ, ଚାଇନା ଏଲ୍‌ଏସିରେ ଅଶାନ୍ତି ସୃଷ୍ଟି କରିବା ଲାଗି...

ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୧୦।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ସ୍ଥାନୀୟ କୁଲଗାମ୍‌ ଜିଲାର ଚିଙ୍ଗାମ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଶନିବାର ସକାଳେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଠାରେ ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ...

ସୁସ୍ଥ ହେଲେ ଆଉ ୩୪୦୪ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ ପଢନ୍ତୁ

ଭୁବନେଶ୍ୱର,୯।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୩୪୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୦୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୭୪, ପୁରୀରୁ ୨୮୯, ବାଲେଶ୍ୱରରୁ ୧୪୮, ମୟୂରଭଞ୍ଜରୁ ୧୩୦, ସମ୍ବଲପୁରରୁ ୧୩୦, କେନ୍ଦୁଝରରୁ ୧୧୬, ବରଗଡ଼ରୁ ୧୦୭,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri