Tag Archives: Home Middle

ସୁସ୍ଥ ହେଲେ ଆଉ ୩୪୦୪ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ ପଢନ୍ତୁ

ଭୁବନେଶ୍ୱର,୯।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୩୪୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୦୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୭୪, ପୁରୀରୁ ୨୮୯, ବାଲେଶ୍ୱରରୁ ୧୪୮, ମୟୂରଭଞ୍ଜରୁ ୧୩୦, ସମ୍ବଲପୁରରୁ ୧୩୦, କେନ୍ଦୁଝରରୁ ୧୧୬, ବରଗଡ଼ରୁ ୧୦୭,...

ଭୁବନେଶ୍ୱରରୁ ଆଜି ୩୧୬ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୩୨

ଭୁବନେଶ୍ୱର,୯।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ଆଜି ରାଜ୍ୟରୁ ଆଉ ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୯୧କୁ ବୃଦ୍ଧି

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୯୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧା...

ରାଜ୍ୟରେ ଆଜି ୨୬୯୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୨୬୯୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨, ୪୬, ୮୩୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ...

ପ୍ରକାଶ ପାଇଲା ଉପନିର୍ବାଚନ ବିଜ୍ଞପ୍ତି: ନଭେମ୍ବର ୩ରେ ବାଲେଶ୍ୱର ସଦର, ତିର୍ତ୍ତୋଲରେ ହେବ ମତଦାନ

ଭୁବନେଶ୍ୱର,୯ା୧୦(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଆସନ୍ତା ନଭେମ୍ବର ୩ରେ ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ପ୍ରାର୍ଥତ୍ପତ୍ର ଦାଖଲ କରାଯାଉଛି। ଅକ୍ଟୋବର ୧୬ ତାରିଖ ପ୍ରାର୍ଥିପତ୍ର ଦାଖଲର ଶେଷ...

ପୌରସଂସ୍ଥାକୁ ପ୍ରଦୂଷଣ ଜରିମାନା

ଭୁବନେଶ୍ୱର, ୯ା୧୦(ବ୍ୟୁରୋ):ପରିବେଶକୁ କ୍ଷତି ପହଞ୍ଚାଉଥିବା କଠିନ ବର୍ଜ୍ୟବସ୍ତୁ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ, ଡାକ୍ତରଖାନାରୁ ବାହାରୁଥିବା ବର୍ଜ୍ୟବସ୍ତୁ, ଶିଳ୍ପ ବର୍ଜ୍ୟବସ୍ତୁ ଏବଂ ନଦୀ ପ୍ରଦୂଷଣକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ କଠୋର ହେଉଛନ୍ତି। ପରିବେଶ ସୁରକ୍ଷିତ ରଖିବା...

ପଞ୍ଜାବକୁ ହରାଇ ହାଇଦ୍ରାବାଦ ତୃତୀୟ

ଦୁବାଇ, ୯।୧୦: ଅଧିନାୟକ ଡେଭିଡ ଓ୍ବାର୍ନର ଓ ଜନି ବେୟାରଷ୍ଟୋଙ୍କ ଶତକୀୟ ଭାଗୀଦାରି ପରେ ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଯୋଗୁ ସନ୍‌ରାଇଜର୍ସ ହାଇଦ୍ରାବାଦ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଗୁରୁବାର ମ୍ୟାଚରେ ୬୯ ରନରେ କିଙ୍ଗ୍ସ ଇଲେଭେନ ପଞ୍ଜାବକୁ ପରାସ୍ତ କରିଛି।...

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮।୧୦(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୩୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୫୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୬୨, ବାଲେଶ୍ୱରରୁ ୧୫୩, ନୂଆପଡାରୁ ୧୫୧, ଝାଡସୁଗୁଡାରୁ ୧୨୮, ମୟୂରଭଞ୍ଜରୁ ୧୨୧, କେନ୍ଦୁଝରରୁ ୧୧୭, ଅନୁଗୋଳରୁ୧୧୨, ବଳାଙ୍ଗୀରରୁ...

ଭୁବନେଶ୍ୱରରୁ ଆଜି ୩୦୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୨୬

ଭୁବନେଶ୍ୱର,୮।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

କରୋନା ବିରୋଧରେ ମୋଦିଙ୍କ ଜନ ଆନ୍ଦୋଳନ: ଲଢ଼େଇ ପାଇଁ ହେବା ଏକଜୁଟ

ନୂଆଦିଲ୍ଲୀ, ୮।୧୦: କରୋନା ବିରୋଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁୁରୁବାର ଜନ ଆନ୍ଦୋଳନ ଆରମ୍ଭ କରିଛନ୍ତି। ମୋଦି ଟୁଇଟ୍‌ କରି ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ, କରୋନା ଲଢ଼େଇରେ ଏକଜୁଟ ହେବାର ଆବଶ୍ୟକତା ରହିଛି। ଆଗକୁ ଆସୁଥିବା ପାର୍ବଣ ଋତୁ,...

ରାଜ୍ୟରେ ଖୋଲିପାରେ ମନ୍ଦିର, ସରକାରଙ୍କ ତତ୍ପରତା ପ୍ରକାଶ

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରେ ମନ୍ଦିର ଖୋଲିବା ପାଇଁ ବ୍ୟବସ୍ଥା କରିବାକୁ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଆସନ୍ତା ୧୦ ଦିନ ଭିତରେ ରିପୋର୍ଟ ଦେବାକୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ ପାଳନ କରି କିପରି...

ପ୍ରତିଶୋଧ ମନୋଭାବ ରଖି ନିରୀହ ଲୋକଙ୍କୁ ଆତଙ୍କବାଦୀ କହିବା ଦୁର୍ଭାଗ୍ୟପୂର୍ଣ୍ଣ: ଭାରତ

ଜେନେଭା, ୮।୧୦: ଜାତିସଂଘ ସୁରକ୍ଷା ପରିଷଦର ଅପବ୍ୟବହାର କରି ପ୍ରତିଶୋଧ ମନୋଭାବ ରଖି କୌଣସି ଦେଶର ନିରୀହ ଲୋକଙ୍କୁ ଆତଙ୍କବାଦୀ କହିବା ଦୁର୍ଭାଗ୍ୟପୂର୍ଣ୍ଣ ବୋଲି ଭାରତ କହିଛନ୍ତି। ବିନା ପ୍ରମାଣରେ ଏବଂ ଆଇନଗତ ବ୍ୟବସ୍ଥାରେ ସ୍ବଚ୍ଛତା ରଖି ଏଭଳି କରାଯିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri