Tag Archives: Home Middle

ଭୁବନେଶ୍ୱରରୁ ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୨୪୯ ରହିଛି ଲୋକାଲ କେସ୍‌

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରୁ ମଙ୍ଗଳବାର ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୬ ଜଣ ରହିଥିବା ବେଳେ ୨୪୯ ଲୋକାଲ କେସ୍‌ ରହିଛି। ଏ ନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌କରି ସୂଚନା...

କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତି: ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ, ୬।୧୦: କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତିରେ ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ୧୯୯୯ରେ କୋଇଲା ବ୍ଲକ ଆବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗରେ ଦିଲ୍ଲୀର ସ୍ପେଶାଲ କୋର୍ଟ ବିଚାରପତି ଭାରତ ପରାଶର...

ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୪୦ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୬...

ଯୋଗୀ ସରକାରଙ୍କ ସତ୍ୟପାଠ: ରାତ୍ରରେ ସଂସ୍କାର ନ କରିଥିଲେ ସକାଳେ ଥିଲା ଦଙ୍ଗାର ଆଶଙ୍କା

ନୂଆଦିଲ୍ଲୀ, ୬।୧୦: ଉତ୍ତରପ୍ରଦେଶ ହାଥରସ୍‌ରେ ହୋଇଥିବା ବଳାତ୍କାର ମାମଲାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିିତ୍ୟନାଥ ସରକାର ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ରାତ୍ରରେ ପୀଡ଼ିତାଙ୍କ ମୃତଦେହ ସଂସ୍କାର ହୋଇ ନ ଥିଲେ ସକାଳେ ସାମ୍ପ୍ରଦାୟିକ ଦଙ୍ଗାର...

CORONAVIRUS UPDATE: ରାଜ୍ୟରେ ୨୬୭୩ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୬୭୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୦୦୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...

୨୦୨୨ ସୁଦ୍ଧା ପୃଥିବୀର ୭୦ ପ୍ରତିଶତ ଜନସଂଖ୍ୟାଙ୍କୁ ଦିଆଯିବ କରୋନା ଟିକା: ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୬।୧୦: ଆଉ ୨ ବର୍ଷ ମଧ୍ୟରେ ଅର୍ଥାତ୍‌ ୨୦୨୨ ସୁଦ୍ଧା ପୃଥିବୀର ୭୦ ପ୍ରତିଶତ ଲୋକଙ୍କୁ କରୋନା ପ୍ରତିଷେଧକ ଟିକା ଦିଆଯିବ। ଏସମ୍ପର୍କରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମୀନାଥନ୍‌ ସୂଚନା ଦେଇଛନ୍ତି। ସମ୍ପ୍ରତି ପୃଥିବୀରେ...

ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ପ୍ରତିଶତ କମିଲା

ନୂଆଦିଲ୍ଲୀ, ୬।୧୦: ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୧ ହଜାର ୨୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଏହା ୯୮ ହଜାର ପର୍ଯ୍ୟନ୍ତ ପହଞ୍ଚିଯାଇଥିଲା। ତେବେ ଏହା...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୯୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୯୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୦୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୮୬, ବାଲେଶ୍ୱରରୁ ୩୩୬, ନୂଆପଡାରୁ ୨୦୯, ଅନୁଗୋଳରୁ ୧୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି...

ଭୁବନେଶ୍ୱରରୁ ଆଜି ୩୧୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୨୭

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯୨ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ: ୨ ଶହୀଦ୍‌, ୫ ଆହତ

ଶ୍ରୀନଗର, ୫।୧୦: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାରେ ସିଆର୍‌ପିଏଫ୍‌ ୧୧୦ ବାଟାଲିୟନ ଯବାନଙ୍କ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏଥିରେ ୨ ଜଣ ଯବାନ ଶହୀଦ୍‌ ହେବା ସହିତ ୫ ଆହତ ହୋଇଛନ୍ତି। ଚିକିତ୍ସା ଲାଗି ଆହତଙ୍କୁ ବେସ୍‌ ହସ୍ପିଟାଲରେ ଭର୍ତ୍ତି...

ଭାରତ ସହ ଯୁଦ୍ଧ ହେଲେ ଅଟଳ ଟନେଲ୍‌କୁ ଧ୍ୱଂସ କରିବ ଚାଇନା: ଗ୍ଲୋବାଲ ଟାଇମ୍ସ୍‌ର ଧମକ

ନୂଆଦିଲ୍ଲୀ, ୫।୧୦: ଭାରତ ସହିତ ଯୁଦ୍ଧ ହେଲେ ଅଟଳ ଟନେଲ୍‌କୁ ଚାଇନା ଧ୍ୱଂସ କରିଦେବ। ଏଭଳି ଖବର ଚାଇନାର ସରକାରୀ ଖବର କାଗଜ ଗ୍ଲୋବାଲ ଟାଇମ୍ସ୍‌ରେ ପ୍ରକାଶ ପାଇଛି। ଅଟଳ ଟନେଲ ଯୋଗୁ ଭାରତୀୟ ସେନାଙ୍କୁ କୌଣସି ସହାୟତା ମିଳିପାରିବ...

ଆଜି ରାଜ୍ୟରୁ ପୁଣି ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୨୪ରେ ପହଞ୍ଚିଲା

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୨୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପୁରୀ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri