Tag Archives: Home Middle

ଏଲ୍‌ଓସିରେ ଅସ୍ତ୍ରବିରତି ଉଲ୍ଲଂଘନ: ଜଣେ ଲାନ୍ସ୍‌ ନାଏକ ଶହୀଦ୍‌

ଶ୍ରୀନଗର, ୧।୧୦: ଜମ୍ମୁ-କଶ୍ମୀରସ୍ଥିତ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। ଏଲ୍‌ଓସିର ପୁଞ୍ଚ୍‌ ଜିଲାର ମାନକୋଟ ସେକ୍ଟର ଏବଂ କ୍ରିଷ୍ଣାଘାଟି ସେକ୍ଟରଠାରେ ଥିବା ଭାରତୀୟ ଫରଓ୍ବାର୍ଡ ପୋଷ୍ଟକୁ ଲକ୍ଷ୍ୟ କରି ପାକିସ୍ତାନ ପଟୁ ମୋର୍ଟାର ଶେଲିଂ...

ପରିଚୟ ହରାଇବ ହୋମିଓପ୍ୟାଥିକ ମେଡିକାଲ କଲେଜ

ବାରିପଦା ଅଫିସ,୧।୧୦-କେନ୍ଦ୍ର ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଭିତ୍ତିଭୂମିର ଅଭାବ ଥିବା ଦର୍ଶାଇ ବେସରକାରୀ ହୋମିଓପ୍ୟାଥିକ ଭେଷଜ ମହାବିଦ୍ୟାଳୟରେ ଆଡମିଶନ ବନ୍ଦ କରି ଦିଆଯାଇଛି। ଏହାକୁ ପୁନର୍ବାର ଚାଲୁ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ଅଣ୍ଡଟେକିଙ୍ଗ ଦେବା ପାଇଁ ଆୟୁଷ...

ଅନ୍‌ଲକ-୫ ଗାଇଡଲାଇନ ଜାରି: ଅକ୍ଟୋବର ୧୫ରୁ ଖୋଲିବ ସିନେମା ହଲ

ନୂଆଦିଲ୍ଲୀ,୩୦।୯- କେନ୍ଦ୍ର ସରକାର ବୁଧବାର ଅନ୍‌ଲକ-୫ ଗାଇଡଲାଇନ ଜାରି କରିଛନ୍ତି। ସ୍କୁଲ ଖୋଲିବା ସମ୍ପର୍କରେ ରାଜ୍ୟ ସରକାରମାନେ ନିଷ୍ପତ୍ତି ନେଇପାରିବେ ବୋଲି ଅନୁମତି ଦିଆଯାଇଛି। ସେହିପରି ଅକ୍ଟୋବର ୧୫ରୁ ସିନେମା ହଲ ଓ ଥିଏଟର ଖୋଲିବା ପାଇଁ କେନ୍ଦ୍ର ସରକାର...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୨୧୯ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩୦।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୨୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୯୪, ପୁରୀରୁ ୨୬୪, ଝାରସୁଗୁଡାରୁ ୨୩୨, ଅନୁଗୋଳରୁ ୨୦୯, ଜଗତସିଂହପୁରରୁ ୧୬୩, କେନ୍ଦ୍ରାପଡାରୁ ୧୬୧, ମୟୂରଭଞ୍ଜରୁ ୧୫୩,...

ରାଜଧାନୀରୁ ଆଜି ୩୬୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୩୦।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭୫ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୯୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ଶେଷ ଦିନରେ ଶେଷ ରାୟ ଦେଲେ ବିଚାରପତି ସୁରେନ୍ଦ୍ର: ହୋଇ ନ ଥିଲା ଷଡ଼ଯନ୍ତ୍ର, ସମସ୍ତ ଅଭିଯୁକ୍ତ ଖଲାସ

ନୂଆଦିଲ୍ଲୀ, ୩୦।୯: ଗତ ୨୮ ବର୍ଷ ତଳେ ଘଟିଥିବା ବାବ୍ରି ମସଜିଦ୍‌ ଭଙ୍ଗା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ମସଜିଦ୍‌ ଭଙ୍ଗା ପାଇଁ ଷଡ଼ଯନ୍ତ୍ର ହୋଇଥିଲା ନା କରସେବକଙ୍କ ମଧ୍ୟରେ ଦୀର୍ଘଦିନ ଧରି ସୃଷ୍ଟି ହୋଇଥିବା କ୍ରୋଧ ଯୋଗୁ...

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୪୪୩ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୯(ବ୍ୟୁରୋ): ରାଜ୍ୟରେ ପୁଣି ୩୪୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୨୬ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।...

ଖରାପ ଗୋଳାବାରୁଦ ଯୋଗାଣ: ସ୍ଥଳସେନାର କ୍ଷତି ହୋଇଛି ୯୬୦ କୋଟି

ନୂଆଦିଲ୍ଲୀ, ୩୦।୯: ଏଲ୍‌ଓସି ଏବଂ ଏଲ୍‌ଏସିରେ ପାକିସ୍ତାନ-ଚାଇନା ସହିତ ଭାରତକୁ ସବୁବେଳେ ମୁହାଁମୁହିଁ ସ୍ଥିତିରେ ରହିବାକୁ ପଡୁଛି। ଏପରିସ୍ଥଳେ ଅର୍ଡିନାନ୍ସ୍‌ ଫ୍ୟାକ୍ଟ୍ରି ବୋର୍ଡ(ଓଏଫ୍‌ବି) ପକ୍ଷରୁ ସ୍ଥଳସେନାକୁ ଯୋଗାଇ ଦିଆଯାଇଥିବା ଖରାପ ଗୋଳାବାରୁଦ ଯୋଗୁ ୯୬୦ କୋଟି ଟଙ୍କାର କ୍ଷତି ହୋଇଛି।...

ଚିନ୍ତା ବଢ଼ାଇଲା ଚାଇନାର ‘କ୍ୟାଟ୍‌ କ୍ୟୁ ଭାଇରସ୍‌’

ନୂଆଦିଲ୍ଲୀ,୩୦ା୯: ଚାଇନାରୁ ବିଶ୍ୱକୁ ବ୍ୟାପିଥିବା କରୋନା ଭୂତାଣୁଠାରୁ ତ୍ରାହି ମିଳୁନାହିଁ। ଏବେ ସୁଦ୍ଧା ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ପ୍ରାଣହାନି ଘଟିଲାଣି ଏବଂ ପ୍ରାୟ ୩ କୋଟି ୩୬ ଲକ୍ଷ ଲୋକ ସଂକ୍ରମିତ ହୋଇଛନ୍ତି। ଏଭଳିସ୍ଥଳେ ଭାରତୀୟ ଚିକିତ୍ସା ଅନୁସନ୍ଧାନ...

ପ୍ରବାସୀ ଶ୍ରମିକଙ୍କ ଟ୍ରେନ୍‌ ଭଡ଼ା ୯ କୋଟି ଦେଇଛନ୍ତି ସରକାର

ଭୁବନେଶ୍ୱର,୩୦ା୯(ବ୍ୟୁରୋ): କରୋନା ସମୟରେ ମୋଟ ୮,୫୩,୭୭୭ ପ୍ରବାସୀ ଶ୍ରମିକ ରାଜ୍ୟକୁ ଫେରିଥିଲେ। ସେମାନଙ୍କ ପଞ୍ଜୀକରଣ, କାମ ଓ ଖର୍ଚ୍ଚ ବାବଦକୁ ରାଜ୍ୟ ସରକାର ଖର୍ଚ୍ଚ କରିଥିବା ଅର୍ଥର ତଥ୍ୟ ସଂଗ୍ରହ କରାଯାଉଥିବା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ...

ନଭେମ୍ବର ୩ରେ ବାଲେଶ୍ୱର ସଦର, ତିର୍ତ୍ତୋଲ ଉପନିର୍ବାଚନ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ନଭେମ୍ବର ୩ରେ ବାଲେଶ୍ୱର ସଦର, ତିର୍ତ୍ତୋଲ ଉପନିର୍ବାଚନ ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ଅକ୍ଟୋବର ୯ରେ ଉଭୟ ନିର୍ବାଚନ ମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ...

ଏନ୍‌ଏଚ୍‌ରେ ୫ ହଜାରରୁ ଅଧିକ ମୃତ୍ୟୁଯନ୍ତା: ତାମିଲନାଡୁରେ ସର୍ବାଧିକ

ନୂଆଦିଲ୍ଲୀ, ୨୯।୯: ଜାତୀୟ ରାଜପଥ(ଏନ୍‌ଏଚ୍‌)ରେ ୫ ହଜାର ୪୮୯ ମୃତ୍ୟୁଯନ୍ତା ରହିଛି। ୨୦୧୫ରୁ ୨୦୧୯ ମଧ୍ୟରେ ଏସବୁ ଦୁର୍ଘଟଣାସ୍ଥଳକୁ ଚିହ୍ନଟ କରାଯାଇଛି। ଜାତୀୟ ରାଜପଥର ପ୍ରତି ୫୦୦ ମିଟରରେ ମଧ୍ୟରେ ହାରାହାରି ୫ଟି ଦୁର୍ଘଟଣା ଗତ ୩ ବର୍ଷରେ ଘଟିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri