Tag Archives: Home Middle

ଏନ୍‌ଏଚ୍‌ରେ ୫ ହଜାରରୁ ଅଧିକ ମୃତ୍ୟୁଯନ୍ତା: ତାମିଲନାଡୁରେ ସର୍ବାଧିକ

ନୂଆଦିଲ୍ଲୀ, ୨୯।୯: ଜାତୀୟ ରାଜପଥ(ଏନ୍‌ଏଚ୍‌)ରେ ୫ ହଜାର ୪୮୯ ମୃତ୍ୟୁଯନ୍ତା ରହିଛି। ୨୦୧୫ରୁ ୨୦୧୯ ମଧ୍ୟରେ ଏସବୁ ଦୁର୍ଘଟଣାସ୍ଥଳକୁ ଚିହ୍ନଟ କରାଯାଇଛି। ଜାତୀୟ ରାଜପଥର ପ୍ରତି ୫୦୦ ମିଟରରେ ମଧ୍ୟରେ ହାରାହାରି ୫ଟି ଦୁର୍ଘଟଣା ଗତ ୩ ବର୍ଷରେ ଘଟିଥିବା...

ନମାମି ଗଙ୍ଗେ ପ୍ରକଳ୍ପ: ପ୍ରତିଦିନ ୧୫୧ ନିୟୁତ ଲିଟରରୁ ଅଧିକ ଜଳ ହେବ ଶୋଧନ, ଟଙ୍କାଏରେ ପାଣି ସଂଯୋଗ ସୁବିଧା

ହରିଦ୍ୱାର, ୨୯।୯: ନମାମି ଗଙ୍ଗେ ମିଶନ ପ୍ରକଳ୍ପ ଅର୍ନ୍ତଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତରଖଣ୍ଡରେ ୬ ମେଗା ପରିଯୋଜନାର ଲୋକାର୍ପଣ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କରିଛନ୍ତି। ଏହା ଦ୍ୱାରା ପ୍ରତିଦିନ ୧୫୧.୫ ନିୟୁତ ଲିଟର ଜଳ ଶୋଧନ କରାଯାଇପାରିବ।...

ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୮ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ...

CORONAVIRUS UPDATE: ରାଜ୍ୟରେ ୩୦୬୭ ନୂଆ ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦୬୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୨୧୫୬୭୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୦୯...

ବାବ୍ରି ଭଙ୍ଗା ମାମଲା: ଷଡ଼ଯନ୍ତ୍ର ନା କରସେବକଙ୍କ କ୍ରୋଧ କିଏ ଦାୟୀ, ବୁଧବାର ଫଇସଲା

ନୂଆଦିଲ୍ଲୀ, ୨୯।୯: ବାବ୍ରି ମସଜିଦ୍‌ ଭଙ୍ଗା ମାମଲାର ରାୟ ବୁଧବାର ଆସିବ। ମସଜିଦ୍‌ ଭଙ୍ଗା ପାଇଁ ଷଡ଼ଯନ୍ତ୍ର ହୋଇଥିଲା ନା କରସେବକଙ୍କ ମଧ୍ୟରେ ଦୀର୍ଘଦିନ ଧରି ସୃଷ୍ଟି ହୋଇଥିବା କ୍ରୋଧ ଯୋଗୁ ଏଭଳି ହୋଇଥିଲା, ଏହାର ଫଇସଲା କୋର୍ଟ କରିବେ।...

ନେପାଳ ସାଜିଛି ଚାଇନା ହାତର କଣ୍ଢେଇ: କାଲାପାନିରେ ନିର୍ମାଣ କରୁଛି ମିଲିଟାରୀ ବାରାକ୍‌

କାଠମାଣ୍ଡୁ/ନୂଆଦିଲ୍ଲୀ, ୨୯।୯: ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଭାରତ ଏବଂ ଚାଇନା ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ନେପାଳର କାର୍ଯ୍ୟଧାରାରେ ପରିବର୍ତ୍ତନ ହେବାରେ ଲାଗିଛି। ନେପାଳ ଚାଇନା ହାତର କଣ୍ଢେଇ ସାଜିଛି। ଚାଇନା ପରେ...

ମହାତ୍ମା ବି କୃଷି ଆଇନର କରିଥାନ୍ତେ ବିରୋଧ: ଅନ୍ନଦାତା

ନୂଆଦିଲ୍ଲୀ, ୨୯।୯: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ଦେଶବ୍ୟାପି ବିରୋଧ ଜାରି ରହିଛି। କଂଗ୍ରେସ ପକ୍ଷରୁ ଏହାର ଜୋରଦାର ବିରୋଧ କରାଯିବା ସହିତ ସରକାରଙ୍କୁ ଘେରିବାର ଉଦ୍ୟମ କରାଯାଉଛି। ଏସମ୍ପର୍କରେ ରାହୁଲ ଗାନ୍ଧୀ ଦେଶର ବିଭିନ୍ନ ଅଞ୍ଚଳର କୃଷକଙ୍କ...

‘ମାର୍ଚ୍ଚ ସୁଦ୍ଧା ଭାରତରେ କରୋନା ଟିକା’

ନୂଆଦିଲ୍ଲୀ,୨୯।୯: ମହାମାରୀ କରୋନାର ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ି ଚାଲିଥିବାବେଳେ ୨୦୨୧ ମାର୍ଚ୍ଚ ମାସ ସୁଦ୍ଧା ଭାରତରେ ପ୍ରଥମ କରୋନା ଟିକା ଉପଲବ୍ଧ ହେବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ସୋମବାର ପ୍ରକାଶ କରିଛନ୍ତି।...

ଆର୍‌ବିଆଇ ଏମ୍‌ପିସି ବୈଠକ ସ୍ଥଗିତ

ନୂଆଦିଲ୍ଲୀ :ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡଆ (ଆର୍‌ବିଆଇ) ପକ୍ଷରୁ ଏହାର ଦ୍ୱିମାସିକ ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକ ଚଳିତ ମାସ ୨୯ ତାରିଖଠାରୁ ଅନୁଷ୍ଠିତ ହେବ ନେଇ ସମୟ ଧାର୍ଯ୍ୟ ହୋଇଥିଲା। ଏହାକୁ ବର୍ତ୍ତମାନ ସ୍ଥଗିତ ରଖାଯାଇଛି। ଅକ୍ଟୋବର ପହିଲାରେ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୪୫ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୦୪, ପୁରୀରୁ ୨୯୮, ଜଗତସିଂହପୁରରୁ ୨୧୨, ଯାଜପୁରରୁ ୧୬୭, ମୟୂରଭଞ୍ଜରୁ ୧୫୯, ସମ୍ବଲପୁରରୁ ୧୫୭, ଅନୁଗୋଳରୁ ୧୪୩,...

ଆସନ୍ତା ୩ ବର୍ଷରେ ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୯(ବ୍ୟୁରୋ)-ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ। ସୋମବାର ଭିଡିଓ କନଫରେନ୍ସରେ ଫକୀରମୋହନଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ୱରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଏବେ ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ ନେଇ ଚର୍ଚ୍ଚା: ୧୬ ମାସ ବିତିଲେ ବି ହୋଇନି ଅଦଳବଦଳ

ନୂଆଦିଲ୍ଲୀ, ୨୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ମେ ୩୦ରେ ଶପଥ ନେଇଥିଲେ। ଇତିମଧ୍ୟରେ ଦ୍ୱିତୀୟ କାର୍ଯ୍ୟକାଳର ୧୬ ମାସ ବିତିଛି। ତେବେ ବର୍ତ୍ତମାନ ସୁଦ୍ଧା କ୍ୟାବିନେଟ୍‌ ସମ୍ପ୍ରସାରଣ ହୋଇନି। ପ୍ରଥମ କାର୍ଯ୍ୟକାଳରେ ୬ ମାସ ମଧ୍ୟରେ କ୍ୟାବିନେଟ୍‌ରେ ଅଦଳବଦଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri