Tag Archives: Home Middle

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା ୬ ବର୍ଷ ପାଇଁ ଅଯୋଗ୍ୟ ଘୋଷଣା କରିବାକୁ ଦିଲ୍ଲୀ ହାଇକୋର୍ଟରେ ଆବେଦନ ଦାଖଲ...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ କର୍ନାଟକ ଡେପୁଟି ସିଏମ ଡି.କେ ଶିବକୁମାରଙ୍କ ଝିଅ ଐଶ୍ୱର୍ଯ୍ୟା ଡି.କେ.ଏସ...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରୁଛି, ଯାହାକି କଂଗ୍ରେସ ପାଇଁ ସର୍‌ପ୍ରାଇଜ୍‌ ଭଳି ହେବ। କୁହାଯାଉଛି...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର ଉମରକୋଟ ଓ ଝରିଆଁରେ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକ ସଭା...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ ସୁପ୍ରିମକୋର୍ଟଙ୍କ EVM-VVPAT ନିଷ୍ପତ୍ତି ଉପରେ ମଧ୍ୟ ମନ୍ତବ୍ୟ ଦେଇଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରିଛି। ଆପଣଙ୍କୁ କହିରଖୁଛୁ ଯେ, ପଶ୍ଚିମବଙ୍ଗ ସମେତ ଦେଶର ଅନେକ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଏଥିରେ ସୁପ୍ରିମକୋର୍ଟ ଯଦି ଅନ୍ୟ ପ୍ରାର୍ଥୀଙ୍କ ତୁଳନାରେ ନୋଟା ବାସ୍ବାଧିନ ପ୍ରାର୍ଥୀ ଅଧିକ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି ଯେ କଂଗ୍ରେସ ଘୋଷଣାପତ୍ର ପ୍ରକାଶ ପାଇବା ପରେ ଭାଜପା ପ୍ରତି ଲୋକଙ୍କ ସମର୍ଥନ...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ ଭାଜପା ନେତା ସମୀର ମହାନ୍ତି ଶୁକ୍ରବାର ସୂଚନା ଦେଇଛନ୍ତି। ଏନେଇ ଭାଜପା ପକ୍ଷରୁ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି। ଅନେକ ଲୋକଙ୍କୁ ଗିରଫ କରାଯାଇଛି। ଦକ୍ଷିଣ କାଲିଫର୍ନିଆ...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର ୮୮ଟି ଲୋକ ସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି। ଆଜି ଦ୍ୱିତୀୟ ପର୍ଯ୍ୟାୟରେ...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମମତା ବାନାର୍ଜୀ ସରକାର ଉପରେ ଜୋରଦାର ଆକ୍ରମଣ କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri