Tag Archives: Home Middle

ପୁଲଓ୍ବାମାରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୮।୯: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କ ଗୋଡ଼ରେ ଗୁଳି ମାଡ଼ ହୋଇଥିବା କୁହାଯାଉଛି। ଚିକିିତ୍ସା ପାଇଁ ତାଙ୍କୁ ହସ୍ପିଟାଲରେ...

ଦିଲ୍ଲୀରୁ ପଞ୍ଜାବ ସବୁଠି ପ୍ରଦର୍ଶନ: ଟ୍ରାକ୍ଟରରେ ନିଆଁ ଲଗାଇଲେ ଅନ୍ନଦାତା

ନୂଆଦିଲ୍ଲୀ, ୨୮।୯: କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଣାଯାଇଥିବା ସଂଶୋଧିତ କୃଷି ଆଇନକୁ ଅନ୍ନଦାତାମାନେ ବିରୋଧ କରିଛନ୍ତି। ଦିଲ୍ଲୀରୁ ଆରମ୍ଭ କରି ପଞ୍ଜାବ ପର୍ଯ୍ୟନ୍ତ କୃଷକମାନେ ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଛନ୍ତି। ସୋମବାର ଦିଲ୍ଲୀ ରାଜରାସ୍ତାରେ କୃଷକମାନେ ମିଳିତ ଭାବେ ଏକ...

ପର୍ଯ୍ୟଟକ ଅପେକ୍ଷାରେ ପ୍ରକୃତିପଥ

ଢେଙ୍କାନାଳ ଅଫିସ, ୨୮।୯:  ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲାରେ ରହିଛି ପର୍ଯ୍ୟଟନର ଅନନ୍ୟ ସମ୍ଭାବନା। ଅଭୟାରଣ୍ୟ, ଜଳଭଣ୍ଡାର, ହସ୍ତଶିଳ୍ପ ପାଇଁ ପ୍ରସିଦ୍ଧ ଗ୍ରାମଗୁଡ଼ିକର ବିକାଶ କରାଗଲେ ବିପୁଳ ରାଜସ୍ବ ଆଦାୟ ହୋଇପାରିବ। କୋଭିଡ୍‌ ମହାମାରୀ ସମୟରେ ଅର୍ଥ ଆଦାୟର ଅଧିକାଂଶ କ୍ଷେତ୍ର...

ରାସ୍ତା ଦୁରାବସ୍ଥା ଯୋଗୁ ବାଟରେ ଫସିଲା, ଖଟିଆରେ ବୋହି ଆମ୍ବୁଲାନ୍ସ ଯାଏ ରୋଗୀଙ୍କୁ ଆଣିଲେ

ମନମୁଣ୍ଡା,୨୮।୯ (ଡି.ଏନ.ଏ.)  ରୋଗୀକୁ ଆଣିବାକୁ ଯାଇଥିବା ଏକ ଆମ୍ବୁଲାନ୍ସ ରାସ୍ତା ଦୁରାବସ୍ଥା ଯୋଗୁ ବାଟରେ ଫସିଗଲା ା ଫଳରେ ରୋଗୀକୁ ସମ୍ପର୍କୀୟମାନେ ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିବାକୁ ପଡିଲା । ଏପରି ଘଟଣା ଦେଖିତ୍ବାକୁ ମିଳିଛି ବୌଦ୍ଧ ଜିଲା...

ପରିବା ଦର ଆକାଶଛୁଆଁ

କେନ୍ଦୁଝର, ୨୮ା୯(ଡି.ଏନ.ଏ.)- କେନ୍ଦୁଝର ପରି ଏକ କୃଷିଭିତ୍ତିକ ଜିଲାରେ ଏବେ ପନିପରିବାର ଦର ଆକାଶଛୁଆଁ ହୋଇଥିବାବେଳେ ଏହାର ସିଧାସଳଖ ପ୍ରଭାବ ଖାଉଟିଙ୍କ ଉପରେ ପଡିଛି। ଲୋକେ ପରିବା କିଣିବାକୁ ଗଲାବେଳେ ଏହାର ଦର ଶୁଣି ମୁଣ୍ଡରେ ହାତ ଦେଉଥିବା ଲକ୍ଷ୍ୟ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୭୮ କରୋନା ଆକ୍ରାନ୍ତ: କଟକ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୭।୯(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୩୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୫୪୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୮୯, ପୁରୀରୁ ୨୦୦, ଯାଜପୁରରୁ ୧୭୬, ରାୟଗଡାରୁ ୧୪୧, କନ୍ଧମାଳରୁ ୧୩୭, ସୁନ୍ଦରଗଡରୁ ୧୩୭, ମୟୂରଭଞ୍ଜରୁ ୧୩୦,...

କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ,୨୭।୯: କୃଷକ ତଥା ବିଭିନ୍ନ ରାଜନୈତିକ ଦଳର ବିରୋଧ ମଧ୍ୟରେ ରବିବାର କୃଷି ବିଲ୍‌ ସମେତ ୩ଟି ବିଲ୍‌କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୋହର ଲଗାଇଛନ୍ତି। ମୋଦି ସରକାରରେ ସହଯୋଗୀ ଥିବା ଶିରୋମଣି ଅକାଳୀ ଦଳ ମଧ୍ୟ ଏହି ବିଲ୍‌କୁ...

ବିଧାନସଭାରେ କରୋନା ଟେଷ୍ଟ: ୧୩୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୭।୯(ବ୍ୟୁରୋ)- ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ଆସିଛି କରୋନା ଟେଷ୍ଟ ରିପୋର୍ଟ। ଗତକାଲି କୋଭିଡ ପରୀକ୍ଷା କରାଯାଇଥିବା ୭୫୭ ଜଣଙ୍କ ମଧ୍ୟରୁ ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ବିଏମସି ପକ୍ଷରୁ ବିଧାନସଭା ପରିସରରେ ବ୍ୟାପକ ବ୍ୟବସ୍ଥା ହୋଇଥିଲା। ୬ଟି...

ଆଜି ରାଜଧାନୀରୁ ୩୧୭ ପଜିଟିଭ୍‌ ଚିହ୍ନଟ, ୩୧୨ ସୁସ୍ଥ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ରାଜଧାନୀରୁ ୩୧୭ ପଜିଟିଭ୍‌ ଚିହ୍ନଟ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨୫୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ସେହିପରି ଆଜି ୩୧୨ ଜଣ...

ଏଲ୍‌ଓସିରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ: ଭୟରେ ଦୌଡ଼ିଲେ ୫ ଆତଙ୍କବାଦୀ

ଶ୍ରୀନଗର, ୨୭।୯: ଏଲ୍‌ଓସିରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଜମ୍ମୁ-କଶ୍ମୀରର ସାମ୍ବା ଜିଲାର ଚଘଓ୍ବାଲ ସେକ୍ଟରର ମଙ୍ଗୁଚାକ୍‌ ବର୍ଡର ପୋଷ୍ଟ ନିକଟରେ ସୀମା ପାର ହୋଇ ଅନୁପ୍ରବେଶ ପ୍ରୟାସ ବିଏସ୍‌ଏଫ୍‌ ଯୋଗୁ ବିଫଳ ହୋଇଥିବା ଭାରତୀୟ ପ୍ରତିରକ୍ଷା ବିଭାଗ...

କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୨ ପ୍ରତିଶତ ଟପିଲା

ନୂଆଦିଲ୍ଲୀ, ୨୭।୯: ଭାରତରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଦେଶରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୨.୪୬ ପ୍ରତିଶତ ଛୁଇଁଛି ବୋଲି ସ୍ବାସ୍ଥ୍ୟ ଓ...

ଅକ୍ଟୋବରରେ ଖୋଲିପାରେ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): କୋଭିଡ୍‌ କଟକଣା ଭିତରେ ଅକ୍ଟୋବରରୁ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲାଯିବା ନେଇ ଯୋଜନା ଥିବା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଆଜି ମନ୍ତ୍ରୀ ମନ୍ତ୍ରୀ କହିଛନ୍ତି, କରୋନାରେ ପର୍ଯ୍ୟଟନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri