Tag Archives: Home Middle

ଅକ୍ଟୋବରରେ ଖୋଲିପାରେ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): କୋଭିଡ୍‌ କଟକଣା ଭିତରେ ଅକ୍ଟୋବରରୁ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲାଯିବା ନେଇ ଯୋଜନା ଥିବା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଆଜି ମନ୍ତ୍ରୀ ମନ୍ତ୍ରୀ କହିଛନ୍ତି, କରୋନାରେ ପର୍ଯ୍ୟଟନ...

ଏଲ୍‌ଏସିରେ ଉତ୍ତେଜନା: ଟି-୯୦, ଟି-୭୨ ଟ୍ୟାଙ୍କ ମୁତୟନ

ଲେହ, ୨୭।୯: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତ ପକ୍ଷରୁ ଚାଇନାକୁ କଡ଼ା ଜବାବ ଦେବାକୁ ଏଠାରେ ଟି-୯୦ ଏବଂ ଟି-୭୨ ଟ୍ୟାଙ୍କ ସହିତ ବିଏମ୍‌ପି-୨ ଇନଫାଣ୍ଟ୍ରି କମ୍ବାଟ୍‌ ଭେହିକିଲ୍‌ ମଧ୍ୟ ମୁତୟ ନ କରାଯାଇଛି।...

ରାଜ୍ୟରୁ ଆଜି ଆଉ ୧୪ ଜୀବନ ନେଲା କରୋନା, ୭୯୭ରେ ପହଞ୍ଚଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୪ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଏବଂ...

CORONAVIRUS UPDATE: ରାଜ୍ୟରେ ଆଜି ୩୯୨୨ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩୭୪କୁ ବୃଦ୍ଧି

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୩,୯୨୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୩୦୯...

କୃଷକଙ୍କ ସଶକ୍ତିକରଣ ହିଁ ଆତ୍ମନିର୍ଭର ଭାରତର ମୂଳଦୁଆ: ମୋଦି

ନୂଆଦିଲ୍ଲୀ, ୨୭।୯: କୃଷକଙ୍କ ବିକାଶ ଦ୍ୱାରା ଦେଶର ବିକାଶ ସମ୍ଭବ। ତେଣୁ କୃଷକଙ୍କ ସଶକ୍ତି କରଣ ହିଁ ଆତ୍ମନିର୍ଭର ଭାରତର ମୂଳଦୁଆ ପଡ଼ିପାରିବ। ସେହିପରି ଗାଁର ସମୃଦ୍ଧି ମଧ୍ୟରେ ଦେଶର ବିକାଶ ଲୁଚି ରହିଛି। ଏବେ ଗାଁରେ ବାସ କରୁଥିବା...

ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ଆତଙ୍କବାଦୀଙ୍କୁ ଗିରଫ କଲା ଏନ୍‌ଆଇଏ

କୋଲକାତା, ୨୭।୯: ଦେଶରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ) ପକ୍ଷରୁ ପଶ୍ଚିମବଙ୍ଗର ମୁର୍ସିଦାବାଦ ଜିଲାର ଜଲଙ୍ଗି ଥାନା ଅନ୍ତର୍ଗତ ନନ୍ଦପାରା କାଳିଙ୍ଗଜ ଅଞ୍ଚଳରୁ ସନ୍ଦିଗ୍ଧ ଅଲ୍‌କାଏଦା ଆତଙ୍କବାଦୀ ସମିମ୍‌ ଅନସାରୀଙ୍କୁ ଗିରଫ...

‘ଜାତିସଂଘରେ ଭାରତର ନିର୍ଣ୍ଣାୟକ ଭୂମିକା କେବେ’

ନ୍ୟୁୟର୍କ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତିସଂଘ ସାଧାରଣ ପରିଷଦ(ୟୁଏନ୍‌ଜିଏ)ର ୭୫ତମ ଅଧିବେଶନରେ ଉଦ୍‌ବୋଧନ ଦେଇ ବିଶ୍ୱବାସୀଙ୍କୁ ଚମକାଇ ଦେଇଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସେ ହିନ୍ଦୀରେ ଉଦ୍‌ବୋଧନ ଦେଇ ଜାତିସଂଘରେ କେବେ ଆଉ ଭାରତ ନିର୍ଣ୍ଣାୟକ ଭୂମିକା ଗ୍ରହଣ...

କରୋନା ଟିକା ପାଇଁ ଲୋଡ଼ା ୮୦ ହଜାର କୋଟି

ନୂଆଦିଲ୍ଲୀ: ଦେଶ ମଧ୍ୟରେ ସମସ୍ତଙ୍କୁ କରୋନା ଟିକା ଯୋଗାଇଦେବା ଲାଗି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ ସରକାରଙ୍କୁ ୮୦ ହଜାର କୋଟି ଟଙ୍କା ଲୋଡ଼ା ପଡିବ। ପୁଣେ ସ୍ଥିତ ସେରମ୍‌ ଇନ୍‌ଷ୍ଟିଚ୍ୟୁଟର ଅଧ୍ୟକ୍ଷ ଆଦର ପୁନାଓ୍ବାଲା ଏଭଳି ଆକଳନ କରିଛନ୍ତି।...

ସେସ୍‌ର ୪୦% ନିର୍ଦ୍ଧାରିତ ପାଣ୍ଠିକୁ ଯାଇନି: ସିଏଜି

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଗୋଟିଏ କାର୍ଯ୍ୟ ଲାଗି ସେସ୍‌ ସଂଗ୍ରହ କରି ଅନ୍ୟତ୍ର କିଭଳି ଏହାକୁ ଖର୍ଚ୍ଚ କରିଛନ୍ତି କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ (ସିଏଜି) ଶୁକ୍ରବାର ଦେଇଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ସେହିଭଳି ବିଭିନ୍ନ ସେସ୍‌ ବାବଦକୁ ଆଦାୟ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୭୬୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୭୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୧୧, ମୟୂରଭଞ୍ଜରୁ ୨୧୬, ସୁନ୍ଦରଗଡରୁ ୧୬୭, ଯାଜପୁରରୁ ୧୪୨, ବରଗଡରୁ ୧୪୧, ବାଲେଶ୍ୱରରୁ ୧୩୭, ନବରଙ୍ଗପୁରରୁ ୧୧୪,...

ଭୁବନେଶ୍ୱରରୁ ଆଜି ୩୧୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୫୭

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୨ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ପଡ଼ୋଶୀଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ: ମୋଦି-ରାଜପାକ୍ସେ ଭର୍ଚୁଆଲ ବୈଠକ

ନୂଆଦିଲ୍ଲୀ, ୨୬।୯: ଏଲ୍‌ଏସିରେ ଚାଇନା ସହିତ ସୀମା ବିବାଦ ବଢ଼ି ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଡ଼ୋଶୀ ଦେଶଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ସ୍ଥାପନ ଲାଗି ଉଦ୍ୟମ କରିବା ଆରମ୍ଭ କରିଛନ୍ତି। ଏହି ମର୍ମରେ ମୋଦି ଶନିବାର ଶ୍ରୀଲଙ୍କା ପ୍ରତିପକ୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri