Tag Archives: Home Middle

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ପୁଣି ଚା’ ଚର୍ଚ୍ଚା: କପ୍‌ ଧରିଲେ ହରିବଂଶ

ନୂଆଦିଲ୍ଲୀ, ୨୨।୯: ଆଗକୁ ବିହାର ବିଧାନସଭା ନିର୍ବାଚନ। ଏପରିସ୍ଥଳେ ମୌସୁମୀ ଅଧିବେଶନରେ ରାଜ୍ୟ ସଭାରେ ହୋଇଥିବା ହଙ୍ଗାମାରେ ୮ ଏମ୍‌ପିଙ୍କୁ ନିଲମ୍ବିତ କରାଯିବା ପରେ ଘଟଣା ନୂଆ ମୋଡ ନେଇଛି। ଉପ ବାଚସ୍ପତି ବିହାର ଜନସାଧାରଣଙ୍କ ପାଇଁ ବେଶ୍‌ ଗୁରୁତ୍ୱ...

ଜାତିସଂଘରେ ଭାରତର କଡ଼ା ଜବାବ: ଆତଙ୍କବାଦୀଙ୍କୁ ଶହୀଦ୍‌ କହୁଛି ପାକିସ୍ତାନ

ଜେନେଭା, ୨୨।୯: ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ଜାତିସଂଘର ୭୫ ବର୍ଷପୂର୍ତ୍ତିି ଅବସରରେ ଆୟୋଜିତ ଏକ ବୈଠକରେ ଭାରତର ସ୍ଥାୟୀ ମିଶନର ପ୍ରଥମ ସଚିବ ବିଦିଶା ମୈତ୍ରା ପାକିସ୍ତାନ ଆତଙ୍କବାଦୀଙ୍କୁ ଶହୀଦ୍‌ କହୁଥିବା ପ୍ରକାଶ...

ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୨୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ...

ରାଜ୍ୟ ସଭା ଅଚଳ: ବିରୋଧୀ କଲେ ଗୃହ ତ୍ୟାଗ, ଉପବାସ ପାଇଁ ଅନୁମତି ଲୋଡ଼ିଲେ ହରିବଂଶ

ନୂଆଦିଲ୍ଲୀ, ୨୨।୯: ରାଜ୍ୟ ସଭାରେ ୮ ଏମ୍‌ପିଙ୍କୁ ନିଲମ୍ବିତ କରାଯିବା ଘଟଣା ନେଇ ଏବେ ଗୃହ ଅଚଳ ହୋଇପଡ଼ିଛି। କଂଗ୍ରେସ ସମତେ ଅନ୍ୟ ବିରୋଧୀ ଦଳ ମଙ୍ଗଳବାର ଗୃହ ତ୍ୟାଗ କରିଛନ୍ତି। ନିଲମ୍ବନ ଆଦେଶ ଉଠାଇ ନେବାକୁ ବିରୋଧୀ ସଦସ୍ୟ...

CORONAVIRUS UPDATE: ରାଜ୍ୟରେ ୪୧୮୯ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରେ ୭୦୦ ପାର

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୧୮୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ମୃତ

ଶ୍ରୀନଗର, ୨୨।୯: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ମଙ୍ଗଳବାର ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ୯୨-ବେସ୍‌ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ବୁଦଗାମ୍‌ର ଚରାର-ଇ-ଶରିଫ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି...

୨୪ ଘଣ୍ଟାରେ ଲକ୍ଷେରୁ ଅଧିକ ସୁସ୍ଥ

ନୂଆଦିଲ୍ଲୀ, ୨୨।୯: ଭାରତ ପୃଥିବୀରେ ରେକର୍ଡ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଦେଶରେ ଲକ୍ଷେ ଏକ ହଜାର ୪୬୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏସମ୍ପର୍କରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୭୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୧।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୭୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୯୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୨୦, ପୁରୀରୁ ୨୫୬, ଝାରସୁଗୁଡାରୁ ୧୫୧, କେନ୍ଦ୍ରାପଡାର ୧୪୭, ବଲାଙ୍ଗୀରରୁ ୧୩୬, ସୁନ୍ଦରଗଡରୁ ୧୩୬, ବରଗଡରୁ ୧୩୨,...

ଭୁବନେଶ୍ୱରରୁ ଆଜି ୩୦୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୧।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ପୃଥିବୀରେ ଭାରତ ଶୀର୍ଷରେ: କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୦ ପ୍ରତିଶତ

ନୂଆଦିଲ୍ଲୀ, ୨୧।୯: କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାରରେ ଭାରତ ପୃଥିବୀରେ ଶୀର୍ଷରେ ରହିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୦ ପ୍ରତିଶତ ଛୁଇଁଛି। ଲଗାତାର ୩ ଦିନ ଧରି ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ...

୧୧ ରାଜ୍ୟର ୯୦ ଜିଲା ମାଓବାଦୀ ପ୍ରବଣ, ସାଇବର ଅପରାଧ ଟପିଛି ୮୨ ହଜାର

ନୂଆଦିଲ୍ଲୀ, ୨୧।୯: ଦେଶର ୧୧ଟି ରାଜ୍ୟର ୯୦ ଜିଲା ମାଓବାଦୀ ପ୍ରବଣ ବୋଲି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଜି.କିଶନ ରେଡ୍ଡୀ ସୋମବାର ସୂଚନା ଦେଇଛନ୍ତି। ୨୦୧୯ରେ ୬୧ ଜିଲା ମାଓବାଦୀ ପ୍ରବଣ ଥିଲା ବୋଲି ଏମ୍‌ପି ରାକେଶ ସିହ୍ନାଙ୍କର ଏକ ଲିଖିତ...

ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲରେ ନିଆଁ, କାରଣ ଅସ୍ପଷ୍ଟ

କଟକ ଅଫିସ,୨୧ା୯: କଟକ ଜଗତପୁରସ୍ଥିତ ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲରେ ସୋମବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାର କାରଣ ଏବେ ବି ଅସ୍ପଷ୍ଟ ରହିଛି। ତେବେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଛନ୍ତି। ଚିଫ୍‌ ଫାୟାର ଅଫିସର ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri