Tag Archives: Home Middle

ରାଜ୍ୟରୁ ଆଉ ୯ ଜୀବନ ନେଲା କରୋନା, ୭୧୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୧୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି କେନ୍ଦୁଝର ଜିଲାରୁ...

CORONAVIRUS UPDATE: ରାଜ୍ୟରୁ ଆଜି ୪୨୪୨ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୪ ହଜାର ଟପିଲା

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୪,୨୪୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୮୪,୧୨୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ...

ନିଜ କରୋନା ଟିକା ଉପରେ ରୁଷ୍‌ର ନାହିଁ ଭରସା: ଲୋକଙ୍କୁ ଦେବାକୁ ବାରଣ

ମସ୍କୋ, ୨୧।୯: ରୁଷ୍‌ ପ୍ରଥମେ ଅଗଷ୍ଟ ୧୧ରେ କରୋନା ପ୍ରତିଷେଧକ ଟିକା ପ୍ରସ୍ତୁତି କରି ପୃଥିବୀରେ ଇତିହାସ ରଚିଥିଲା। ତେବେ ଏବେ ରୁଷ୍‌ ଟିକାର ପ୍ରଭାବ ଉପରେ ଭରସା କରି ପାରୁନାହିଁ। ଟିକାର ସମ୍ପୂର୍ଣ୍ଣ ପରୀକ୍ଷା ଶେଷ ନ ହୋଇଥିବାବେଳେ...

ଆଜିଠାରୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ସୋମବାରଠାରୁ ରାଜ୍ୟରେ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। କୋଭିଡ୍‌ ନିୟମ ପାଳନ କରାଯାଇ ଏହି ନାମଲେଖା ଆରମ୍ଭ ହୋଇଛି। ପ୍ରତି ଘଣ୍ଟାରେ ୧୫ ଜଣ ଛାତ୍ରୀଛାତ୍ର ନାମ ଲେଖାଇ ପାରିବେ। ସକାଳ ୯ରୁ ଅପରାହ୍ନ ୫ଟା...

ରାଜ୍ୟ ସଭାରେ ହଙ୍ଗାମା: ୮ ଏମ୍‌ପି ସପ୍ତାହେ ପାଇଁ ନିଲମ୍ବିତ

ନୂଆଦିଲ୍ଲୀ, ୨୧।୯: ମୌସୁମୀ ଅଧିବେଶନର ୮ମ ଦିନରେ ସୋମବାର ରାଜ୍ୟ ସଭାରେ ୮ ବିରୋଧୀ ସଦସ୍ୟଙ୍କୁ ଏକ ସପ୍ତାହ ପାଇଁ ନିଲମ୍ବିତ କରାଯାଇଛି। କୃଷି ବିଧେୟକକୁ ନେଇ ବିରୋଧୀ ଦଳ ସଦସ୍ୟଙ୍କ ପକ୍ଷରୁ କରାଯାଇଥିବା ହଙ୍ଗାମାକୁ ନେଇ ଦୃଢ଼ ଶୃଙ୍ଖଳାଗତ...

କୋଠା ଭୁଷୁଡି ୧୦ ମୃତ

ଭିୱଣ୍ଡି,୨୧ ।୯: ମହାରାଷ୍ଟ୍ର ଥାନେର ଭିୱଣ୍ଡିରେ ସୋମବାର ସକାଳେ ଏକ ତିନି ମହଲା କୋଠା ଭୁଷୁଡି ପଡିବା ଫଳରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ପଟେଲ କମ୍ପାଉଣ୍ଡରେ ଥିବା ଏହି କୋଠାଟି ସୋମବାର ପ୍ରାୟ ଭୋର...

ଆଜି ରାଜ୍ୟରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୦।୯(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୪୦୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୮୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୩୪, ପୁରୀରୁ ୨୭୪, ବାଲେଶ୍ୱରରୁ ୧୯୪, କେନ୍ଦ୍ରାପଡାରୁ ୧୩୯, ସୋନପୁରରୁ ୧୩୬, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୧୨୦,...

ଭୁବନେଶ୍ୱରରୁ ଆଜି ୩୨୫ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୧୮

ଭୁବନେଶ୍ୱର,୨୦।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ଭାରତୀୟ ଯବାନଙ୍କ କବ୍‌ଜାରେ ଏଲ୍‌ଏସିର ୬ ଅଞ୍ଚଳ

ଲେହ, ୨୦।୯: ପୂର୍ବ ଲଦାଖରେ ଭାରତୀୟ ଯବାନ ଏବଂ ଚାଇନା ସୈନ୍ୟ ବାହିନୀ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଭାରତୀୟ ଯବାନ ପୋଙ୍ଗାଙ୍ଗ୍‌ ହ୍ରଦ ନିକଟରେ ଥିବା ୬ଟି ଅଞ୍ଚଳ ଉପରେ ନିଜର କବ୍‌ଜା ସାବ୍ୟସ୍ତ କରିଛନ୍ତି। ଅଗଷ୍ଟ...

ବିରୋଧ ସତ୍ତ୍ୱେ ୨ କୃଷି ବିଧେୟକକୁ ରାଜ୍ୟ ସଭାରେ ମଞ୍ଜୁରୀ 

ନୂଆଦିଲ୍ଲୀ, ୨୦।୯: ମୌସୁମୀ ଅଧିବେଶନର ୭ମ ଦିନରେ ରବିବାର ରାଜ୍ୟ ସଭାରେ ପ୍ରବଳ ହଟ୍ଟଗୋଳ ମଧ୍ୟରେ ୩ଟି କୃଷି ବିଧେୟକ ମଧ୍ୟରୁ ୨ଟିକୁ ମଞ୍ଜୁରୀ ମିଳିଛି। କୃଷି ଉତ୍ପାଦନ ବ୍ୟବସାୟ ବିଧେୟକ-୨୦୨୦ ଏବଂ ମୂଲ୍ୟ ଅଶ୍ୱାସନ କୃଷି ସେବା ବିଧେୟକ-୨୦୨୦କୁ...

କଟକ ମାଟିରେ ଫେଣ୍ଟା କାରିଗରର ଭାବନା: ପରମ୍ପରାକୁ ଭୁଲି ମୂର୍ତ୍ତି ଭାଙ୍ଗିବ କିଏ…

କଟକ ଅଫିସ୍‌, ୨୦।୯ : କଟକ ମାଟିରେ ଫେଣ୍ଟି ହୋଇଥାଏ କାରିଗରର ଭାବନା। ଭାଗମାପ ନୁହେଁ, ଭାବରେ ମା’ଙ୍କ ମୂର୍ତ୍ତି ତିଆରି କରାଯାଏ। ଯେତିକି ପୁରୁଣା ଏ ସହର, ସେତିକି ପୁରୁଣା ଏଠାକାର ପରମ୍ପରା ଆଉ ଦୁଗର୍ର୍ାପୂଜା। ପ୍ରତିବର୍ଷ କାରିଗର...

ଏଲ୍‌ଓସିରେ ଡ୍ରଗ୍ସ୍‌ ର଼୍ୟାକେଟର ପର୍ଦ୍ଦାଫାଶ୍‌

ଶ୍ରୀନଗର, ୨୦।୯: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲ୍‌ଓସି)ରେ ଏକ ଡ୍ରଗ୍ସ୍‌ ର଼୍ୟାକେଟର ପର୍ଦ୍ଦାଫାଶ୍‌ ହୋଇଛି। ଅର୍ନିଆ ସେକ୍ଟରର ବୁଧଓ୍ବାରାଠାରୁ ବିଏସ୍‌ଏଫ୍‌ ଯବାନମାନେ ବିପୁଳ ପରିମାଣର ଡ୍ରଗ୍ସ୍‌ ଜବତ କରିଛନ୍ତି। ରବିବାର ଭୋର୍‌ ସମୟରେ ଜଣେ ବ୍ୟକ୍ତି ପାକିସ୍ତାନ ପଟୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri