Tag Archives: Home Middle

ଏଲ୍‌ଏସିରେ ଉତ୍ତେଜନା: ୪ଟି ସ୍ଥାନରେ ଭାରତ ଚାଇନା ମୁହାଁମୁହିଁ

ଲେହ, ୧୯।୯: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ପୂର୍ବ ଲଦାଖରେ ପୋଙ୍ଗାଙ୍ଗ ହ୍ରଦ ନିକଟ ବର୍ତ୍ତୀ ଅଞ୍ଚଳରେ ୪ଟି ସ୍ଥାନରେ ଭାରତ ଯବାନ ଏବଂ ଚାଇନା ସୈନ୍ୟ ପରସ୍ପରର ରାଇଫଲ ରେଞ୍ଜ୍‌ ମଧ୍ୟରେ ରହିଛନ୍ତି। ଦୁଇପକ୍ଷଙ୍କ...

ପଶ୍ଚିମବଙ୍ଗ, କେରଳରେ ଏନ୍‌ଆଇଏର ଚଢାଉ: ଅଲକାଏଦାର ୯ ଆତଙ୍କବାଦୀ ଗିରଫ

ମୁର୍ସିଦାବାଦ,୧୯ ।୯: ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନ୍‌ଆଇଏ)କୁ ଶନିବାର ବଡ ସଫଳତା ମିଳିଛି । ଏନ୍‌ଆଇଏ ପଶ୍ଚିମବଙ୍ଗର ମୁର୍ସିଦାବାଦ ଓ କେରଳର ଏର୍ନାକୁଲମରେ ଚଢାଉ କରିବା ଫଳରେ ଅଲକାଏଦା ଆତଙ୍କବାଦୀଙ୍କ ସମ୍ପର୍କରେ ବହୁ ତଥ୍ୟ ପାଇଛି । ଏହି ସମୟରେ ଏନ୍‌ଆଇଏ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୧୦୧ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୮।୯(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୧୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୮୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୫୫୦, ପୁରୀରୁ ୨୯୮, ବଲାଙ୍ଗୀରରୁ ୧୯୩, ଯାଜପୁରରୁ ୧୬୯, କେନ୍ଦ୍ରାପଡାରୁ ୧୩୨, ସୋନପୁରରୁ ୧୨୧, ଜଗତସିଂହପୁରରୁ ୧୧୫,...

ଭୁବନେଶ୍ୱରରୁ ଆଜି ୩୦୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୮।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ଯୁକ୍ତ ୨ ନାମଲେଖା ପାଇଁ ପ୍ରକାଶ ପାଇଲା ପ୍ରଥମ କଟ୍‌ ଅଫ୍‌ ମାର୍କ: ଆଗରେ ରହିଛି ରେଭେନ୍‌ଶା ଜୁନିୟର କଲେଜ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଯୁକ୍ତ ୨ ନାମଲେଖା ପାଇଁ ପ୍ରଥମ କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇଛି। ଚଳିତ ବର୍ଷ ରେଭେନ୍‌ଶା ଜୁନିୟର କଲେଜ କଳା, ବାଣିଜ୍ୟ ଓ ବିଜ୍ଞାନ ପାଇଁ କଟ୍‌ ଅଫ୍‌ ମାର୍କରେ ଆଗରେ ରହିଛି। କଲେଜରେ କଳାରେ ୭୨.୫%...

ବିଧାୟକ ଦେବୀ ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରିଛି ସିବିଆଇ।  ବହୁ ଚର୍ଚ୍ଚିତ ସି-ସୋର ଚିଟ୍‌ଫଣ୍ଡ ଲିଙ୍କ୍‌ ମାମଲାରେ ଏହି ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ୟୁନିଟ୍‌-୧ସ୍ଥିତ ବାସଭବନରେ ଏହି ଚଢ଼ାଉ ଜାରି ରହିଛି।

ରାଜ୍ୟରୁ ଆଉ ୧୩ ଜୀବନ ନେଲା କରୋନା, ୬୮୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୮୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ...

CORONAVIRUS UPDATE: ରାଜ୍ୟରୁ ଆଜି ୪୧୮୦ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୭୧ ହଜାର ଟପିଲା

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୪,୧୮୦ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୭୧,୩୪୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ...

ହୁ ହୁ ହୋଇ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୯୬ ହଜାରରୁ ଅଧିକ ଚିହ୍ନଟ, ୧୧୯୭ ମୃତ୍ୟୁ

ନୂଆଦିଲ୍ଲୀ,୧୮।୯: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଗତ କିଛି ଦିନ ହେବ କରୋନା ସଂକ୍ରମଣ ୯୦ ହଜାରରୁ ଅଧିକ ରହିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୯୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା...

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ପୁରୀରୁ ୪୧୫, କଟକରୁ ୨୯୯, ବଲାଙ୍ଗୀରରୁ ୧୪୦, ମୟୂରଭଞ୍ଜରୁ ୧୨୮, ଯାଜପୁରରୁ ୧୨୭, ବାଲେଶ୍ୱରରୁ ୧୧୨, ସୁନ୍ଦରଗଡରୁ...

ଭୁବନେଶ୍ୱରରୁ ଆଜି ୩୨୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

କରୋନା ସଙ୍କଟରେ ଦେଶକୁ ଫେରିଛନ୍ତି ୧୪ ଲକ୍ଷରୁ ଅଧିକ ଭାରତୀୟ

ନୂଆଦିଲ୍ଲୀ, ୧୭।୯: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବା ସମୟରେ ୧୪ ଲକ୍ଷରୁ ଅଧିକ ଭାରତୀୟ ସ୍ବଦେଶ ଫେରିଛନ୍ତି। ଗୁରୁବାର ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି.ମୂରଲୀଧରନ ଏସମ୍ପର୍କରେ ରାଜ୍ୟ ସଭାରେ ସୂଚନା ଦେଇଛନ୍ତି। ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri