Tag Archives: Home Middle

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ମମତା ବାନାର୍ଜୀ ସରକାର ଉପରେ ଜୋରଦାର ଆକ୍ରମଣ...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ କରାଇବା ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। VVPAT...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି ସମୟରେ ବାଣ ପଡ଼ି ଏକ ଘର ଜଳିଯିବା ସହ ଘରେ ଥିବା ୬...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ ହାଇକୋର୍ଟଙ୍କୁ କହିଛି ଯେ ଯଦି ମେସେଜ୍ ଏନକ୍ରିପସନ୍ ଭାଙ୍ଗିବାକୁ ବାଧ୍ୟ ହୁଏ ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ମେ’ ୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୫ ସଂସଦୀୟ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି ଯଦି ୨୦୧୯ ନିର୍ବାଚନରେ ଦଳ ରାଜ୍ୟରେ ୩୪ ପ୍ରତିଶତ ଭୋଟ୍ ପାଇପାରିଥିଲା, ତେବେ...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ କରିବ। ଯାହା ଆଇଟି କ୍ଷେତ୍ରର ବ୍ୟାପକ ଧାରାଠୁ ଆଗକୁ ଯାଇ ଏହି ପଦକ୍ଷେପ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଆରମ୍ଭ ହୋଇଛି ମତଦାନ। ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହେଉଥିବା...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ ଲୋକ ସଭା ନିର୍ବାଚନମଣ୍ଡଳୀ ପାଇଁ ୫୫...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା ସରକାର ଗଢିବାକୁ କହିଛନ୍ତି। ଏପରିକି ରାଜ୍ୟରେ ଭାଜପା ସରକାର ଆସିଲେ ଓଡ଼ିଶାର ଲୋକଙ୍କୁ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରିଛନ୍ତି ଶାହା।...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର ମିଡିଆ ଷ୍ଟଡିଜ (ସିଏମଏସ) ଦାବି କରିଛି ଯେ ଏହି ଲୋକ ସଭା ନିର୍ବାଚନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri