Tag Archives: Home Middle

କରୋନା କବଳରେ ଆଉ ଜଣେ ମନ୍ତ୍ରୀ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଏଥିରୁ ବାଦ୍‌ ପଡ଼ିନାହାନ୍ତି ମନ୍ତ୍ରୀ, ବିଧାୟକ ଏବଂ ଏମ୍‌ପି। ଶୁକ୍ରବାର ରାଜ୍ୟର ଆଉ ଜଣେ ମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେ ହେଲେ ରାଜ୍ୟ...

ରିୟାଙ୍କ ଜାମିନ ଆବେଦନ ଖାରଜ, ଜେଲ୍‌ରେ ରହିବେ ଭାଇ, ଭଉଣୀ

ମୁମ୍ବାଇ,୧୧।୯: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଛି। ଡ୍ରଗ୍ସ ମାମଲାରେ ମୁମ୍ବାଇ ସେସନ୍ସ କୋର୍ଟ ୬ ଅଭିଯୁକ୍ତ ରିୟା, ତାଙ୍କ ସୋଭିକ, ଦୀପେଶ ସାଓ୍ବନ୍ତ, ସାମୁଏଲ ମିରାଣ୍ଡା, ଜୈଦ୍‌, ବାସିଦ ପରିହାରଙ୍କ...

ରାଜ୍ୟରେ ୬୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଜି ୧୪ ଜଣଙ୍କ ଜୀବନ ଯାଇଛି

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୪ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୦୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ କେବଳ...

CORONAVIRUS UPDATE: ରାଜ୍ୟରେ ପୁଣି ରେକର୍ଡ ଭାଙ୍ଗିଲା ସଂକ୍ରମିତଙ୍କ ସଂଖ୍ୟା; ୩୦ ଜିଲାରୁ ୩୯୯୬ ଚିହ୍ନଟ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୩୦ ଜିଲାରୁ ରେକର୍ଡ ସଂଖ୍ୟକ ୩୯୯୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ...

ବେକାବୁ ହୋଇଚାଲିଛି କରୋନା, ଦିନକରେ ୯୬ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ,୧୧।୯: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଗତ କିଛି ଦିନ ହେବ କରୋନା ସଂକ୍ରମଣ ୯୦ ହଜାରରୁ ଅଧିକ ରହିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୯୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା...

ପ୍ରଶଂସକଙ୍କ ସହଯୋଗ ଲୋଡିଲେ ଅନୁଭବ ମହାନ୍ତି

କଟକ ଅଫିସ୍‌,୧୧।୯: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ବୈବାହିକ ଜୀବନକୁ ନେଇ ଉଠିଥିବା ବିବାଦ ସମାଧାନ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ପରସ୍ପରର ଅଭିଯୋଗକୁ ମିଥ୍ୟା ଦର୍ଶାଇ ସୋସିଆଲ ମିଡିଆରେ ପୋଷ୍ଟ କରୁଥିବା...

ନିଆରା ଢଙ୍ଗରେ ରାଜସ୍ଥାନ ରୟାଲ୍ସ:ଜର୍ସି ଉନ୍ମୋଚିତ

ଦୁବାଇ, ୧୧ା୯: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ୍‌ ରାଜସ୍ଥାନ ରୟାଲ୍ସ ସ୍କାଏ-ଡାଇଭିଂ ଷ୍ଟଣ୍ଟ୍‌ ଜରିଆରେ ଏକ ଅଭିନବ ଢଙ୍ଗରେ ଏହାର ଜର୍ସି ଉନ୍ମୋଚନ କରିଛି। ଦୁବାଇ ସମୁଦ୍ର ବେଳାଭୂମିରେ ରହିଛି ଏକମାତ୍ର ରିସୋର୍ଟ ରୟାଲ ମିରେଜ୍‌। ସକାଳବେଳାର ମନୋମୁଗ୍ଧକର...

ସୁସ୍ଥ ହେଲେ ୨୭୦୬ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ ପଢନ୍ତୁ

ଭୁବନେଶ୍ୱର,୧୦।୯(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୨୭୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୪୧୧ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୫୪, ମୟୂରଭଞ୍ଜରୁ ୨୩୩, ଗଞ୍ଜାମରୁ ୧୭୩, ନୟାଗଡ଼ରୁ ୧୫୨, ବରଗଡ଼ରୁ ୧୩୯, ପୁରୀରୁ ୧୩୨, ରାୟଗଡ଼ାରୁ ୧୦୧,...

ବାଲିବସ୍ତାରେ ଆଇଇଡି: ପାଟ୍ରୋଲିଂ ଦଳ ଉପରେ ଆକ୍ରମଣ ଷଡ଼ଯନ୍ତ୍ର

ଶ୍ରୀନଗର, ୧୦।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଦ୍ୱାରା ରଚାଯାଇଥିବା ଏକ ବିସ୍ଫୋରଣ ଘଟଣାକୁ ଏଡ଼ାଇ ଦିଆଯାଇଛି। ଫଳରେ ପାଟ୍ରୋଲିଂ ଦଳ ଉପରେ ଆକ୍ରମଣ କରିବାକୁ ହୋଇଥିବା ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଉତ୍ତର କଶ୍ମୀରର ବାରମୁଳା ଜିଲାର ଡାଙ୍ଗିଓ୍ବାଚା ଅଞ୍ଚଳର ଚତଲୋରାଠାରେ ବାଲିବସ୍ତାରେ...

ଅକ୍ସଫୋର୍ଡ଼ ଟିକା ପରୀକ୍ଷଣ ଭାରତରେ ବନ୍ଦ: ସିରମ୍‌ ଇନଷ୍ଟିଚ୍ୟୁଟ୍‌ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ, ୧୦।୯: ଭାରତରେ ଏଷ୍ଟ୍ରାଜେନିକା ଏବଂ ଅକ୍ସଫୋର୍ଡ଼ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକାର ମାନବ ପରୀକ୍ଷଣକୁ ବନ୍ଦ କରି ଦିଆଯାଇଛି। ପୁଣେ ସ୍ଥିତ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ସୁରକ୍ଷା...

ଏବର୍ଷ କେବଳ ପରମ୍ପରା ବଜାୟ ରଖିବା ପାଇଁ ହେବ ପୂଜା: ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ୍‌ ଜାରି

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବରର ପର୍ବପର୍ବାଣୀ ପାଇଁ ଗୁରୁବାର ଗାଇଡଲାଇନ୍‌ ଜାରି କରାଯାଇଛି। ଆଗକୁ ଆସୁଥିବା ଦୁର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀପୂଜା ପାଳନ ନେଇ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ମଣ୍ଡପରେ ପୂଜା ପାଇଁ ଜିଲାପାଳ,...

ଆଗକୁ ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନ: ନବୀନଙ୍କ ସହଯୋଗ ଲୋଡ଼ିଲେ ନୀତିଶ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଆଗକୁ ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନ। ଉପାଧ୍ୟକ୍ଷ ପଦ ପାଇଁ ଜେଡିୟୁ ପକ୍ଷରୁ ହରିବଂଶ ନାରାୟଣ ସିଂହଙ୍କୁ ପ୍ରାର୍ଥୀ କରାଯାଇଛି। ତେବେ ତାଙ୍କୁ ସମର୍ଥନ କରିବାକୁ ନେଇ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିହାର ମୁଖ୍ୟମନ୍ତ୍ରୀ ନୀତିଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri