Tag Archives: Home Middle

ଭାରତର ନୂଆ ଯୋଜନା: ଚାଇନା-ପାକିସ୍ତାନ ସୀମାରେ ମୁତୟନ ହେବ ରକେଟ ଲଞ୍ଚର

ନୂଆଦିଲ୍ଲୀ, ୧।୯: ସୀମାରେ ଉତ୍ତେଜନା ବଢୁଥିବାର ଭାରତ ନୂଆ ଯୋଜନା ପ୍ରସ୍ତୁତ କରିଛି। ପାକିସ୍ତାନ ସୀମା ଏବଂ ଚାଇନା ସୀମାରେ ପିନାକା ରକେଟ ଲଞ୍ଚର ମୁତୟନ କରିବାକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏନେଇ ପ୍ରତିରକ୍ଷା ମନ୍ତ୍ରଣାଳୟ...

ପ୍ରଣବଙ୍କୁ ପ୍ରଣାମ

ଭାରତରତ୍ନ ପ୍ରଣବ ମୁଖାର୍ଜୀ ଥିଲେ ରାଷ୍ଟ୍ରନୀତିଜ୍ଞ। ଭାରତୀୟ ଜାତୀୟ କଂଗ୍ରେସର ତୁଙ୍ଗ ନେତା ଭାବେ ସେ ଥିଲେ ଜଣାଶୁଣା। ବିଭିନ୍ନ ସରକାରରେ ଭିନ୍ନ ଭିନ୍ନ ମନ୍ତ୍ରୀ ହେବା ସହ ଭାରତର ରାଷ୍ଟ୍ରପତି ହେବାର ସୌଭାଗ୍ୟ ସେ ଅର୍ଜନ କରିଥିଲେ। ଜଣେ...

ସଙ୍କଟରେ ରାଇନାଙ୍କ ସିଏସ୍‌କେ କ୍ୟାରିୟର

ଦୁବାଇ, ୧ା୯: ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ହେବାକୁ ଯାଉଛି। ବିଭିନ୍ନ ଦଳର ଖେଳାଳିମାନେ ସେଠାରେ ପହଞ୍ଚତ୍ବା ପରେ କରୋନା କଟକଣା ଜନିତ କ୍ୱାରାଣ୍ଟାଇନ୍‌ ଅବଧି ଶେଷ କରି ଅଭ୍ୟାସ ଆରମ୍ଭ...

ରାଜ୍ୟ ସରକାରଙ୍କ ସେପ୍ଟେମ୍ବର ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ପଡିବ ତାଲା

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ସେପ୍ଟେମ୍ବର ପାଇଁ ଗାଇଡଲାଇନ ଜାରି କରାଯାଇଛି। ଏହି ଗାଇଡଲାଇନ ଅନୁଯାୟୀ କଣ୍ଟେନମେଣ୍ଟ ଜୋନରେ ସେପ୍ଟେମ୍ବର ୩୦ ଯାଏ ଲକ ଡାଉନ ଜାରି ରହିବ। ତେବେ ରାଜ୍ୟରେ ଲାଗୁ ହେଉଥିବା ରାତ୍ରିକାଳୀନ କର୍ଫ୍ୟୁ ଏବଂ ସପ୍ତାହାନ୍ତ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪,୦୫୩ ଆକ୍ରାନ୍ତ: ରାୟଗଡାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡା ଜିଲାରୁ ସର୍ବାଧିକ ୬୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୬୮, ଖୋର୍ଦ୍ଧାରୁ ୩୭୦, ଯାଜପୁରରୁ ୩୩୯, ଗଞ୍ଜାମରୁ ୨୩୩, ସୁନ୍ଦରଗଡରୁ ୨୧୭, କୋରାପୁଟରୁ ୧୭୫, ଭଦ୍ରକରୁ...

ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ନବୀନ

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହାପରେ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ବନ୍ୟା ପରିସ୍ଥିତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ବନ୍ୟା ଯୋଗୁ ସ୍ଥାନାନ୍ତରିତ ସବୁ ଲୋକଙ୍କୁ...

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ

ନୂଆଦିଲ୍ଲୀ, ୩୧।୮-ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସୋମବାର ପରଲୋକ ହୋଇଯାଇଛି। ଏ ନେଇ ତାଙ୍କ ପୁଅ ଅଭିଜିତ୍‌ ମୁଖାର୍ଜୀ ଟୁଇଟ କରି ସୂଚନା ଦେଇଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ଅଗଷ୍ଟ ୧୦ରୁ ସେ ହସ୍ପିଟାଲରେ ଚିକିତ୍ସାଧୀନ...

ଜେଲ୍‌ରେ ବଢୁଛି କଏଦୀଙ୍କ ଭିଡ଼: କର୍ମଚାରୀଙ୍କ ସଂଖ୍ୟା ଆବଶ୍ୟକତାଠାରୁ କମ୍‌

ନୂଆଦିଲ୍ଲୀ, ୩୧।୮: ଭାରତୀୟ ଜେଲ୍‌ଗୁଡ଼ିକରେ କଏଦୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଜେଲ୍‌ଗୁଡ଼ିକରେ କ୍ଷମତାଠାରୁ ଅଧିକ ସଂଖ୍ୟକ କଏଦୀ ରହିଛନ୍ତି। ରାଷ୍ଟ୍ରୀୟ ଅପରାଧ ରେକର୍ଡ ବ୍ୟୁରୋ ରିପୋର୍ଟ ଅନୁସାରେ ୨୦୧୯ରେ ଜେଲ୍‌ରେ କଏଦୀଙ୍କ ସଂଖ୍ୟା ୪ ଲକ୍ଷ ୭୮ ହଜାର ରହିଛି।...

ପ୍ରଶାନ୍ତ ଭୂଷଣଙ୍କୁ ଟଙ୍କାଏ ଜରିମାନା: ଜମା ନ କଲେ ୩ ମାସ ଜେଲଦଣ୍ଡ

ନୂଆଦିଲ୍ଲୀ, ୩୧।୮: ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ମାମଲାର ବିଚାର କରି ସୁପ୍ରିମ୍‌କୋର୍ଟ ସୋମବାର ଟଙ୍କାଏ ଜରିମାନା ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ୧୫ ସୁଦ୍ଧା ଏହାକୁ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜମା ନ କଲେ ୩...

ଚାଇନାର ଦାଦାଗିରି: ପୂର୍ବ ଲଦାଖରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ

ଲଦାଖ, ୩୧।୮: ସୀମାରେ ଚାଇନା ପୁଣି ଦାଦାଗିରି ଆରମ୍ଭ କରିଛି। ପୂର୍ବ ଲଦାଖର ପଙ୍ଗୋଙ୍ଗ୍‌ ହ୍ରଦ ଅଞ୍ଚଳରେ ଥିବା ଚୁଶୁଲଠାରେ ଚାଇନା ସୈନ୍ୟ ଭାରତ ସୀମାକୁ ଶନିବାର ବିଳମ୍ବିତ ରାତ୍ରରେ ଅନୁପ୍ରବେଶ କରୁଥିଲେ। ତେବେ ଏହାକୁ ଭାରତୀୟ ଯବାନମାନେ ପଣ୍ଡ...

ରାଜ୍ୟରୁ କରୋନା ନେଲାଣି ୪୯୨ ଜୀବନ, ଆଜି ୧୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୪୯୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ ଖୋର୍ଦ୍ଧା ଓ କନ୍ଧମାଳ...

CORONAVIRUS UPDATE: ଆଜି ଚିହ୍ନଟ ହୋଇଛନ୍ତି ୨୬୦୨ ପଜିଟିଭ୍‌, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬କୁ ବୃଦ୍ଧି

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସୋମବାର ୩୦ ଜିଲାରୁ ୨୬୦୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri