Tag Archives: Home Middle

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି କରିବାକୁ ନିଷ୍ପତ୍ତି ନିଅନ୍ତି, ତେବେ ସେ ଏହା ଶେଷ ନ କରିବା ଯାଏଁ...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ । ଦିଲ୍ଲୀ ସ୍ଥିତ ପାର୍ଟି କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବେ ସାମିଲ ହେବେ ।...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ ଅପରେଶନରେ ୨ ମାଓବାଦୀ ନିହତ ହୋଇଛନ୍ତି। ଏହି ଜଙ୍ଗଲରେ ୪୦ରୁ ୫୦ ମାଓବାଦୀ...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ ଏପ୍ରିଲରେ ଦୁଇଟି ରାଉଣ୍ଡରେ ଅନୁଷ୍ଠିତ ଅନୁଷ୍ଠିତ ପରୀକ୍ଷା ଅଂଶଗ୍ରହଣ କରିଥିବା ପ୍ରାର୍ଥୀମାନେ ସେମାନଙ୍କର...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ ଏବଂ ନିରାଧାର ଅଭିଯୋଗ ଆଣନ୍ତି। ୨୦୧୯ରେ ମଧ୍ୟ ଏଭଳି ତଥାକଥିତ ଚାର୍ଜଶିଟ୍‌ ଓଡ଼ିଶା...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ ରାଜନୀତି। ବାରବାଟୀ-କଟକ ଆସନ ପାଇଁ ବିଜେଡି ପକ୍ଷରୁ ପ୍ରକାଶ ବେହେରାଙ୍କ ନଁା ଘୋଷଣା...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ସୁବ୍ରତ ଚକ୍ରଙ୍କ ଉପରେ ଭରସା କରିଛି। ହେଲେ ଏ ପର୍ଯ୍ୟନ୍ତ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଏମ୍‌ପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ବିଗତ...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି ହେଲେ ନିମ୍ନ ଅଦାଲତଙ୍କ ରାୟ ନେଇ ସୁପ୍ରିମକୋର୍ଟ ସ୍ଥଗିତାଦେଶ କଦେଇନାହାନ୍ତି। ଏନେଇ ବୁଧବାର...

ଆଜି ଆସୁଛନ୍ତି ଶାହା, ଟାର୍ଗେଟରେ…

ଭୁବନେଶ୍ୱର,୨୫।୪: ଗୁରୁବାର ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ତାଙ୍କ ଗସ୍ତକୁ ନେଇ ଓଡିଶା ଭାଜପା ଶିବିରରେ ଉତ୍ସାହର ମାହୋଲ ଦେଖାଯାଇଛି। ତେବେ ଆଜି ସୋନପୁରରୁ ପ୍ରଚାର ଆରମ୍ଭ କରିବେ ଶାହ। ସୋନପୁର ରାମେଶ୍ୱରମ...

ନାମାଙ୍କନର ୯ ଘଣ୍ଟା ମଧ୍ୟରେ ଟିକେଟ କଟିଲା

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ କାଟିଛି ଦଳ। ତାଙ୍କ ସ୍ଥାନରେ କଂଗ୍ରେସ ସାକା ସୁଜିତ କମାରଙ୍କୁ ନୂଆ ପ୍ରାର୍ଥୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri