Tag Archives: Home Middle

କ୍ଷେତକୁ ନିଅଣ୍ଟ ସାର

ଅନୁଗୋଳ ଅଫିସ, ୨୪।୮: ପ୍ରଥମେ ନିଅଣ୍ଟିଆ ବର୍ଷା, ଆଉ ଏବେ ସାର ଅଭାବକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଅନୁଗୋଳ ଜିଲାର ଚାଷୀ। ପଛେଇ ଯାଇଥିବା ଚାଷକୁ ଆଗେଇ ନେବା ପାଇଁ ସେମାନଙ୍କ ନିକଟରେ ସାର ହିଁ ଏକମାତ୍ର ବିକଳ୍ପ ରହିଛି। କିନ୍ତୁ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୨୯ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ

ଭୁବନେଶ୍ୱର,୨୩।୮(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୨୧୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୭୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମ ଜିଲାରୁ ୨୬୫, ସୁନ୍ଦରଗଡରୁ ୧୭୮, କଟକରୁ ୧୭୨, କୋରାପୁଟରୁ ୧୫୩, ଭଦ୍ରକରୁ ୧୪୪, ନୟାଗଡରୁ ୧୩୦, କନ୍ଧମାଳରୁ...

ଭୁବନେଶ୍ୱରରେ ପୁଣି ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୩।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ରବିବାର ପୁଣି ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୧୭ ଜଣଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୦୬ ଜଣ ଚିହ୍ନଟ ହୋଇଥିବାବେଳେ ୧୧୧ ଲୋକାଲ କଣ୍ଟାକ୍ଟ କେସ ରହିଛି। ବାଣୀବିହାର ପଥର ବନ୍ଧରୁ ୪ ଜଣ, ରସୁଲଗଡ ଜିଜିପି...

ଆଇଏସ୍‌ ଆତଙ୍କବାଦୀଙ୍କ ଘରେ ବାରୁଦ ଗଦା: ସ୍ତ୍ରୀ-ପିତା-ଭାଇ କହିଲେ ଏପରି…

ନୂଆଦିଲ୍ଲୀ, ୨୩।୮: ଦିଲ୍ଲୀର ଧୋଲା କୂଆଁ ଅଞ୍ଚଳରୁ ଗିରଫ ହୋଇଥିବା ଆତଙ୍କବାଦୀ ଅବୁ ୟୁସୁଫ୍‌ଙ୍କର ବଳରାମପୁର ଘରେ ଚଢ଼ାଉ ସମୟରେ ମୃତ୍ୟୁର ସରଞ୍ଜାମ ଜବତ ହୋଇଛି। ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଏସବୁ ୟୁସୁଫ୍‌ ଠୁଳ କରିଥିବା କୁହାଯାଉଛି।...

ଦୁନିଆର ଆଲୋକ ଦେଖି ପାରିବେନି ୬୮ ଲକ୍ଷ କନ୍ୟା: ମାତୃଗର୍ଭରେ କରାଯିବ ହତ୍ୟା !

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୩।୮: ଦେଶରେ କନ୍ୟା ଭ୍ରୁଣ ହତ୍ୟା ଜାରି ରହିଛି। ସରକାରୀ ଆଇନ ଏକ୍ଷେତ୍ରରେ ବିଶେଷ ସଫଳ ହେଉ ନ ଥିବା କୁହାଯାଉଛି। ଏଭଳି ଧାରା ଜାରି ରହିଲେ ୨୦୩୦ ସୁଦ୍ଧା ୬୮ ଲକ୍ଷ କନ୍ୟା ଦୁନିଆର ଆଲୋକ ଦେଖିବାରୁ...

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୮(ବ୍ୟୁରୋ): ଆଜି ହେଉଛି ନୂଆଁଖାଇ ପର୍ବ। ଏହା ପଶ୍ଚିମ ଓଡ଼ିଶାର ଗଣପର୍ବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ସମ୍ବଲପୁରୀ ଭାଷାରେ ଟୁଇଟ୍‌ କରି ନୂଆଁଖାଇର ଜୁହାର ଜଣାଇବା ସହ ସମସ୍ତଙ୍କ ସୁଖ, ସମୃଦ୍ଧି...

କଶ୍ମୀର ଆଇଏସ୍‌ ସଂଗଠନର ପର୍ଦ୍ଦାଫାଶ୍‌: ୫ ଗିରଫ

ଶ୍ରୀନଗର, ୨୩।୮: କଶ୍ମୀରରେ ଗଠିତ ହୋଇଥିତ୍ବା ଏକ ଆଇଏସ୍‌ ଆତଙ୍କବାଦୀ ସଂଗଠନର ପର୍ଦ୍ଦାଫାଶ୍‌ ହୋଇଛି। ଏହି ଘଟଣାରେ ସଂଗଠନ ସହିତ ସମ୍ପୃକ୍ତି ଥିବା ୫ ଜଣଙ୍କୁ ଗିରଫ କରାଯାଇଛି। ଆଇଏସ୍‌ ସଂଗଠନ ଭଳି ଏଠାରେ ଇସଲାମିକ୍‌ ଷ୍ଟେଟ୍‌ ଅଫ୍‌ ଜମ୍ମୁ...

ରାଜ୍ୟରେ ବେଲଗାମ କରୋନା: ୩୦ ଜିଲାରୁ ଆଜି ଚିହ୍ନଟ ହେଲେ ଆଉ ୨,୯୯୩ ଆକ୍ରାନ୍ତ; ଜାଣନ୍ତୁ..

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଓଡ଼ିଶାରେ ବେଲଗାମ ହୋଇପଡ଼ିଛି କରୋନା। ରବିବାର ରାଜ୍ୟରେ ୨,୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧,୮୭୯ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୧,୧୧୪ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୮,୫୩୦କୁ ବୃଦ୍ଧି...

କଂଗ୍ରେସରେ ନେତୃତ୍ୱ ସଙ୍କଟ: ପରିବର୍ତ୍ତନ ପାଇଁ ସୋନିଆଙ୍କୁ ଚିଠି ଲେଖିଲେ ୨୩ ନେତା

ନୂଆଦିଲ୍ଲୀ, ୨୩।୮: କଂଗ୍ରେସରେ ଏବେ ନେତୃତ୍ୱ ସଙ୍କଟ ଦେଖାଦେଇଛି। ଦଳର ସାଂଗଠନିକ କ୍ଷେତ୍ରରେ ଉପର ତଳ ପର୍ଯ୍ୟନ୍ତ ପରିବର୍ତ୍ତନର ଆବଶ୍ୟକତା ଥିବା ଦଳରେ ଚର୍ଚ୍ଚା ହେଉଛି। ଏନେଇ ୫ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମେତ ଦଳର ୨୩ ଜଣ ନେତା ଅଧ୍ୟକ୍ଷା...

ଆଜି ଗଣପର୍ବ ନୂଆଁଖାଇ: ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ

ସମ୍ବଲପୁର, ୨୩।୮ (ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ରବିବାର ପାଳିତ ହେବ। ମହାମାରୀ କରୋନା ସତ୍ତ୍ବେ ଗଣପର୍ବ ଲାଗି ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ ହୋଇ ଉଠିଛି । ପରମ୍ପରାନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ସମ୍ବଲପୁରର ଇଷ୍ଟଦେବୀ ମା’...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ୨୪ରୁ ବଡ଼ ବର୍ଷା, ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୨୪ରେ ଏହା ଲଘୁଚାପରେ ପରିଣତ ହେବା ଯୋଗୁ ୨୭ ତାରିଖ ଯାଏ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ...

ଦିଲ୍ଲୀରୁ ଆସିଲା ଖୁସି ଖବର: ୭୩ ଦିନ ମଧ୍ୟରେ ମାଗଣାରେ ମିଳିବ କରୋନା ଟୀକା

ନୂଆଦିଲ୍ଲୀ, ୨୩।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଏହା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ତେବେ ଇତିମଧ୍ୟରେ ଦିଲ୍ଲୀରୁ ଖୁସି ଖବର ଆସିଛି। ଆସନ୍ତା ୭୮୩...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri