Tag Archives: Home Middle

ଭୁବନେଶ୍ୱରରୁ ଆଉ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୦।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଗୁରୁବାର ଆଉ ୩୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୧୯ରୁ କ୍ୱାରାଣ୍ଟାଇନରୁ ୧୭୨ ଜଣ ଚିହ୍ନଟ ହୋଇଥିବାବେଳେ ୧୪୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ବୁଦ୍ଧନଗର ଗୋପବନ୍ଧୁ କଲୋନୀରୁ ୧୨ଜଣ, ସତ୍ୟନଗର ଏଚବି କଲୋନୀରୁ ଜଣେ, ସତ୍ୟନଗର ରାଜକୁମାର...

ଭାରତରେ ୩ ଜୈଶ୍‌ ଆତଙ୍କବାଦୀ: ଟାର୍ଗେଟ୍‌ରେ ଦିଲ୍ଲୀ

ନୂଆଦିଲ୍ଲୀ, ୨୦।୮: ଭାରତରେ ୩ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ଅନୁପ୍ରବେଶ କରିଛନ୍ତି। ଦିଲ୍ଲୀ ସହିତ କେତେକ ଭିଆଇପିଙ୍କୁ ସେମାନେ ଟାର୍ଗେଟ୍‌ କରିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦିଲ୍ଲୀର ଜନଗହଳିପୂର୍ଣ୍ଣ ସ୍ଥାନ ଏବଂ ଗୁୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟାଳୟରେ ଆକ୍ରମଣ...

ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ କରୋନା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଗୁରୁବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ନିଜେ ଏ ସମ୍ପର୍କରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏହି ଟୁଇଟ୍‌ରେ କହିଛନ୍ତି, ସେ ସୁସ୍ଥ ଥିବା ସହ ହୋମ୍‌ କ୍ୱାରାଣ୍ଟାଇନ୍‌ରେ...

କରୋନା ମାଡ଼ଠୁ ବଳିଗଲା ବର୍ଷା ଦୁଃଖ: ମାଟିରେ ପୋତି ହୋଇଗଲା ଗାଡ଼ି

ଜୟପୁର, ୨୦।୮: ଭାରତର ବହୁ ରାଜ୍ୟରେ ଲଗାତାର ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁ ବହୁ ଅଞ୍ଚଳରେ ବନ୍ୟା ଜଳ ଜମି ହୋଇ ରହିଛି। ଦେଶରେ ଜାରି ରହିଥିବା କରୋନା ମହାମାରୀ ମାଡ଼ଠାରୁ ବର୍ଷା ଦୁଃଖ ବଳିଯାଇଥିବା ଲୋକେ...

ସ୍ବଚ୍ଛ ସହର ତାଲିକାଠୁ ଦୂରରେ ରାଜଧାନୀ: ଇନ୍ଦୋର ପୁଣି ଏକ ନମ୍ବର

ନୂଆଦିଲ୍ଲୀ, ୨୦।୮: ଦେଶର ସ୍ବଚ୍ଛ ସହର ତାଲିକା ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଲଗାତାର ଚତୁର୍ଥ ଥର ପାଇଁ ମଧ୍ୟପ୍ରଦେଶର ଇନ୍ଦୋର ସହର ଏକ ନମ୍ବର ସ୍ଥାନରେ ରହିଛି। ଦ୍ୱିତୀୟ ସ୍ଥାନରେ ଗୁଜରାଟର ସୁରଟ ଏବଂ ତୃତୀୟ ସ୍ଥାନରେ ମହାରାଷ୍ଟ୍ରର...

ଆଜି ରାଜ୍ୟରେ ୮ ମୁଣ୍ଡ ନେଲା କରୋନା: ଜାଣନ୍ତୁ ମୃତକ କେଉଁ ଜିଲାର

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୦ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୮...

୪୧ ସହରରେ ହେବ କରୋନା ଔଷଧର ଫ୍ରି ଡେଲିଭରୀ…

ନୂଆଦିଲ୍ଲୀ, ୨୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ଡକ୍ଟର ରେଡ୍ଡୀ ଲାବୋରେଟୋରୀ ପକ୍ଷରୁ ପ୍ରସ୍ତୁତ ହୋଇଥିବା କରୋନା ଔଷଧ ଆଭିଗନର ଭାରତରେ ବିକ୍ରି ଲାଗି ଅନୁମତି ମିଳିଛି। ଏହାକୁ ଦେଶର ୪୧ ସହରରେ କମ୍ପାନୀ...

CORONAVIRUS UPDATE: ରାଜ୍ୟରେ ୭୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ସ୍ଥିତି ଅଣାୟତ ହେବାରେ ଲାଗିଛି। ରାଜ୍ୟରେ ଗୁରୁବାର ପୁଣି ୨୮୯୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦ହଜାର ଟପିଛି। ତେବେ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ...

ରାହୁଲଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ଚାହୁଁଥିଲେ ମନମୋହନ ସିଂ !

ନୂଆଦିଲ୍ଲୀ, ୨୦।୮: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ରାହୁଲ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ଚାହୁଁଥିଲେ। ଏନେଇ କଂଗ୍ରେସ ପ୍ରବକ୍ତା ଶକ୍ତି ସିଂ ଗୋହିଲ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ଦ୍ୱିତୀୟ କାର୍ଯ୍ୟକାଳ ସମୟରେ ମନମୋହନ ରାହୁଲଙ୍କୁ ପ୍ରଧାନମନ୍ତ୍ରୀ ହୁଅନ୍ତୁ...

ବସ୍‌ ଅପହରଣକାରୀଙ୍କୁ ଏନ୍‌କାଉଣ୍ଟର

ନୂଆଦିଲ୍ଲୀ, ୨୦।୮: ଉତ୍ତରପ୍ରଦେଶ ଆଗ୍ରାର ମଲପୁରା ଅଞ୍ଚଳର ନ୍ୟୁ ଦକ୍ଷିଣୀ ବାଇପାସ୍‌ ନିକଟସ୍ଥ ରାୟଭା ଟୋଲ୍‌ ପ୍ଲାଜାଠାରୁ ଅପହରଣ କରାଯାଇଥିବା ଏକ ଯାତ୍ରୀବାହୀ ବସ୍‌ ଘଟଣାରେ ନୂଆ ମୋଡ଼ ଆସିଛି। ଗୁରୁବାର ପୋଲିସ ଏବଂ ଅପହରଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ...

କରୋନା କଲା ରେକର୍ଡ: ୨୮ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୨୦।୮: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮ ଲକ୍ଷ ୩୬ ହଜାର ୯୫୨ଛୁଇଁଛିି। ସେହିପରି ମୃତକଙ୍କ ସଂଖ୍ୟା...

ପିଏମ୍‌ କେୟାର୍ସକୁ ୨୧୦୫ କୋଟି ଦାନ କରିଛନ୍ତିି ୩୮ ପିଏସ୍‌ୟୁ

ନୂଆଦିଲ୍ଲୀ,୨୦ା୮: ପ୍ରାଇମ୍‌ ମିନିଷ୍ଟର୍ସ ସିଟିଜେନ୍‌ ଆସିଷ୍ଟାନ୍ସ ଆଣ୍ଡ ରିଲିଫ୍‌ ଇନ୍‌ ଏମର୍ଜେନ୍ସି ସିଚ୍ୟୁଏଶନ୍ସ (ପିଏମ୍‌ କେୟାର୍ସ) ଫଣ୍ଡ୍‌କୁ ବେଳକୁ ବେଳ ସହାୟତାର ସୁଅ ଛୁଟିବାରେ ଲାଗିଛି। କୋଭିଡ୍‌ ମୁକାବିଲା ବେଳେ ନାଗରିକ ସହାୟତା ପ୍ରଦାନ ଉଦେଶ୍ୟରେ ମାର୍ଚ୍ଚ ୨୮ରେ ଗଠିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri