Tag Archives: Home Middle

ପେଟ୍ରୋଲ ଢାଳିଦେଲେ ଡାକ୍ତର, ଆଙ୍ଗୁଠି ହରାଇଲେ ଯୁବକ

ଦେବଗଡ,୨୦।୮(ଡି.ଏନ.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଉଟୁଣିଆ ଗ୍ରାମର ତ୍ରିପୁରାରୀ ପ୍ରଧାନଙ୍କ ପୁଅ ସନ୍ଦୀପ ପ୍ରଧାନ (୧୮) ଡାହାଣ ପାଦର ବୃଦ୍ଧାଙ୍ଗୁଳି ହରାଇଛନ୍ତି। ଡାକ୍ତର ଓ ଫାର୍ମାସିଷ୍ଟଙ୍କ ଭୁଲ୍‌ ଚିକିତ୍ସାରୁ ତାଙ୍କୁ ଏହି ପରିଣାମ ଭୋଗିବାକୁ ପଡିଛି। ଏ...

କରୋନା ବଦଳାଇ ଦେଲା ଜୀବିକା: ପାନ ବିକୁଛନ୍ତି ଯାତ୍ରା କମେଡିଆନ୍‌

ଭଣ୍ଡାରିପୋଖରୀ, ୨୦ା୮(ଦେବେନ୍ଦ୍ର ଆନ୍ଦିଆ)- କରୋନା ଛଡ଼ାଇ ନେଇଛି ଜୀବନ ଜୀବିକା। କାଲି ଯିଏ ମଞ୍ଚରେ ହସାଇ ଦର୍ଶକଙ୍କୁ ବେଦମ କରୁଥିଲେ, ସେ ଆଜି ରାଜପଥ ପାର୍ଶ୍ୱରେ ଚା’ ପାନ ବିକ୍ରି କରି ପରିବାର ଚଳାଉଛନ୍ତି। ଏମିତି ଜଣେ ପ୍ରତିଷ୍ଠିତ ଯାତ୍ରା...

ପିପିପିରେ ଚାଲିବ ଆଉ ୩ ବିମାନ ବନ୍ଦର

ନୂଆଦିଲ୍ଲୀ,୨୦।୮: ଦେଶର ଆଉ ୩ ବିମାନ ବନ୍ଦର ପବ୍ଲିକ ପ୍ରାଇଭେଟ୍‌ ପାର୍ଟନରଶିପ(ପିପିପି) ବା ସରକାରୀ ଘରୋଇ ସହଭାଗିତାରେ ପରିଚାଳିତ ହେବ। ଏହି ବିମାନ ବନ୍ଦରଗୁଡିକ ମଧ୍ୟରେ ଗୁଆହାଟୀ, ଜୟପୁର ଏବଂ ଥିରୁଭାନନ୍ତପୁରମ ରହିଛି। କେନ୍ଦ୍ର କ୍ୟାବିନେଟ ପକ୍ଷରୁ ଏହି ପ୍ରସ୍ତାବକୁ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ରାଜ୍ୟରେ ବୁଧବାର ପୁଣି ୧୬୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୩୨୪ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୬୫, ଗଜପତିରୁ ୧୨୭, କଟକରୁ ୧୧୦, ପୁରୀରୁ ୮୫, କୋରାପୁଟରୁ ୬୯, ନୂଆପଡାରୁ ୬୮, ବାଲେଶ୍ୱରରୁ ୬୬,...

ରାଜଧାନୀରେ ମାଡି ଚାଲିଛି କରୋନା: ଆଜି ୩୭୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ରାଜଧାନୀରେ ମାଡି ଚାଲିଛି କରୋନା। ବୁଧବାର ଭୁବନେଶ୍ୱରରେ ୩୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୭୦ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୦୪ ଚିହ୍ନଟ ହୋଇଥିବାବେଳେ ୧୬୬ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ବାଣୀବିହାର ପଥର ବନ୍ଧରୁ ୧୪ ଆକ୍ରାନ୍ତ ଚିହ୍ନଟ...

୨୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୯।୮(ବ୍ୟୁରୋ):ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ତେବେ ଏହା ଶେଷ ନ ହେଉଣୁ ୨୩ରେ ଆଉ ଏକ ଲଘୁଚାପ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ମିଳିଥିବା ସୂଚନାନୁସାରେ, ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ...

ସବୁ ଜିଲାପାଳମାନଙ୍କୁ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ କମିଶନର

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ବୁଧବାର ୧୦ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏ ନେଇ ପଦକ୍ଷେପ ନେବାକୁ ସମସ୍ତ ଜିଲାପାଳମାନଙ୍କୁ ଆଲର୍ଟ କରାଯାଇଛି। ଆକସ୍ମିକ ବନ୍ୟା, ପାଣି ଜମିବା, ଭୂସ୍ଖଳନ ନେଇ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ...

ସୁଶାନ୍ତ ସିଂ ଆତ୍ମହତ୍ୟାର ଯାଞ୍ଚ୍‌ କରିବେ ଏସବୁ ୪ ଅଧିକାରୀ…

ନୂଆଦିଲ୍ଲୀ, ୧୯।୮: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ଯାଞ୍ଚ ଏବେ ସିବିଆଇ କରିବ। ଏନେଇ ସୁପ୍ରିମ୍‌କୋର୍ଟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି ମାମଲାର ଯାଞ୍ଚ୍‌ର ନେତୃତ୍ୱ ସିବିଆଇ ଯୁଗ୍ମ ନିର୍ଦ୍ଦେଶକ ମନୋଜ ଶଶିଧର ନେବେ।...

ସ୍ବାସ୍ଥ୍ୟ ସେବାରେ ରେକର୍ଡ: ଗୋଟିଏ ଦିନରେ ସୁସ୍ଥ ହେଲେ ୬୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ, ୧୯।୮: ଦେଶର କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ଆକ୍ରାନ୍ତଙ୍କ ସୁସ୍ଥ ହେବାରେ ବୁଧବାର ଏକ ନୂଆ ରେକର୍ଡ ହୋଇଛି। ଗୋଟିଏ ଦିନରେ ୬୦ ହଜାର...

ଆଜି ଆଉ ୧୦ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୭୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୪...

ପାସ୍‌ ହାର: ନୟାଗଡ଼ ଆଗରେ, ଦେବଗଡ଼ ପଛରେ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ବୁଧବାର ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇଥିବା ବେଳେ ପାସ୍‌ ହାର ରହିଛି ୭୪.୯୫ ପ୍ରତିଶତ। ପାସ୍‌ ହାରରେ ନୟାଗଡ଼ ସବୁଠାରୁ ଆଗରେ ଥିବାବେଳେ ଦେବଗଡ଼ ସବୁଠୁ ପଛରେ ରହିଛି। ତେବେ ଚଳିତ ବର୍ଷ ପୁଅମାନେ...

CORONAVIRUS UPDATE: ରାଜ୍ୟରେ ଦିନକରେ ୨୫ଶହ ପାର କଲା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୨୯ ଜିଲାରୁ ଆଉ ୨୫୮୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୫୮୯ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୧୫୭୪...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri