Tag Archives: Home Middle

ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ: ପାସ୍‌ ହାର ୭୪.୯୫ ପ୍ରତିଶତ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ୍‌ ହାର ୭୪.୯୫ ପ୍ରତିଶତ ରହିଛି। କରୋନା କଟକଣା ପାଇଁ ଗତବର୍ଷ ଅପେକ୍ଷା ଏଥର ୩ ମାସ...

ପ୍ରବଳ ବର୍ଷା: ଦିନରେ ବି ରାତି ଭଳି ଅନ୍ଧାର

ନୂଆଦିଲ୍ଲୀ, ୧୯।୮: ଦେଶର ବହୁ ରାଜ୍ୟରେ ଲଗାତାର ବର୍ଷା ଲାଗି ରହିଛି। ଦିଲ୍ଲୀରେ ପ୍ରବଳ ବର୍ଷାଯୋଗୁ ଦିନରେ ମଧ୍ୟ ରାତି ଭଳି ଅନ୍ଧାର ଘୋଡ଼େଇ ହୋଇ ରହିଛି। ତୁହାକୁ ତୁହା ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ମାରୁଛି। ତଳି ଅଞ୍ଚଳରେ...

ରାଜରାସ୍ତାରୁ ବସ୍‌ ଅପହରଣ କଲେ ଅଜଣା ଲୋକେ: ୩୪ ଯାତ୍ରୀଙ୍କ ମିଳୁନି ଖୋଜ୍‌ ଖବର

ଆଗ୍ରା, ୧୯।୮: ଉତ୍ତରପ୍ରଦେଶରେ ଆଇନ ଶୃଙ୍ଖଳା ସ୍ଥିତି ଧୀରେଧୀରେ ବିଗିଡ଼ିବାରେ ଲାଗିଛି। ଅପରାଧୀମାନେ ଆଉ ପୋଲିସକୁ ଭୟ କରୁ ନାହାଁନ୍ତି। ଏହା ସଦ୍ୟତମ ଘଟଣା ଆଗ୍ରାର ମଲପୁରା ଅଞ୍ଚଳର ନ୍ୟୁ ଦକ୍ଷିଣୀ ବାଇପାସ୍‌ ନିକଟରେ ଘଟିଛି। ସ୍ଥାନୀୟ ରାୟଭା ଟୋଲ୍‌...

ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ ବନ୍ଧକ

ବାମାକୋ, ୧୯।୮: ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଏବେ ରାଜନୈତିକ ସଂକଟ ଘନେଇବାରେ ଲାଗିଛି। ସୈନ୍ୟ ବାହିନୀ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ବିରୋଧ ବିଦ୍ରୋହ କରିଛନ୍ତି। ରାଷ୍ଟ୍ରପତି ଇବ୍ରାହିମ ବାଉବକର କିତା ଏବଂ ପ୍ରଧାନମନ୍ତ୍ରୀ ବାଇବୋ ସିସେଙ୍କୁ ବନ୍ଧକ ରଖିଛନ୍ତି...

ଆଜି ଯୁକ୍ତ୨ ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ପୂର୍ବାହ୍ନ ସାଢ଼େ ୧୧ଟାରେ ପରିଷଦର କାର୍ଯ୍ୟାଳୟରେ ଏହି ରେଜଲ୍ଟ ସମ୍ପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଘୋଷଣା କରିବେ। ଛାତ୍ରୀଛାତ୍ରମାନେ...

ଯଦି ଟୁଇଟ୍‌କୁ ଭୟ, ନ୍ୟାୟପାଳିକା ଦୁର୍ବଳ

ନୂଆଦିଲ୍ଲୀ,୧୯ା୮: ଅଦାଲତ ଅବମାନନା ମାମଲାରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ବିରୋଧରେ ଗୁରୁବାର (ଅଗଷ୍ଟ ୨୦ରେ) ଦଣ୍ଡବିଧାନ କରିବାକୁ ସୁପ୍ରିମକୋର୍ଟଙ୍କ ତିନିଜଣିଆ ଖଣ୍ଡପୀଠ ଧାର୍ଯ୍ୟ କରିଛନ୍ତି। ଏହାକୁ ନେଇ ଦେଶବ୍ୟାପୀ ବୁଦ୍ଧିଜୀବୀ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ବର୍ତ୍ତମାନର ମହାମାରୀ...

ଚୂଡ଼ାନ୍ତ ବର୍ଷ ପରୀକ୍ଷା ବାତିଲ ମାମଲାର ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୧୯ା୮: ଦେଶବ୍ୟାପୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଆସନ୍ତା ସେପ୍ଟେମ୍ବର ୩୦ସୁଦ୍ଧା ଚୂଡ଼ାନ୍ତ ବର୍ଷର ପରୀକ୍ଷା କରିବା ପାଇଁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି)ର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ ଅଦାଲତରେ କରାଯାଇଥିବା ଏକାଧିକ ଆବେଦନର ଶୁଣାଣି କରି ରାୟକୁ ମଙ୍ଗଳବାର କୋର୍ଟ ସ୍ଥଗିତ ରଖିଛନ୍ତି।...

ସଙ୍କଟରେ ରିୟଲ ଇଷ୍ଟେଟ୍‌: ୫ ବର୍ଷରେ ୫ ହଜାର କୋଟିର ପୁଞ୍ଜିନିବେଶକୁ ଝଟକା

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ବିମୁଦ୍ରୀକରଣ, କରୋନା ମହାମାରୀ ଓ ଅନ୍ୟ କେତେକ ସମସ୍ୟା ଯୋଗୁ ରାଜ୍ୟର ଛୋଟ ବଡ଼ ୧୫ ହଜାରରୁ ଊର୍ଦ୍ଧ୍ୱ ଡେଭେଲପର ଏବଂ ରିୟଲ ଇଷ୍ଟେଟ ସଂସ୍ଥା ଘୋର ପ୍ରଭାବିତ ହୋଇଛନ୍ତି। ପ୍ରକଳ୍ପ ଅନୁମୋଦନରେ ବିଳମ୍ବ ହେବା ସହ ଶ୍ରମିକ...

ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୧୫୩୫ କରୋନା ଆକ୍ରାନ୍ତ: ମୋଟ ସଂଖ୍ୟା ୪୫ହଜାର ଟପିଲା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୩୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୨୮୭ଜଣ ଖୋର୍ଦ୍ଧାର ଅଛନ୍ତି। ଏହାଛଡ଼ା ସୁନ୍ଦରଗଡ଼ର ୧୭୮, ଗଞ୍ଜାମର ୧୫୬, କନ୍ଧମାଳର ୧୦୫, ପୁରୀର ୯୬, କଟକର ୮୪, କୋରାପୁଟର ୭୩, ବରଗଡ଼ର ୭୦, ନୟାଗଡ଼ର...

ରାଜଧାନୀରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ଆଉ ୨୨୦, ଜାଣନ୍ତୁ କେଉଁଠୁ କେତେ…

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦିନକୁ ଦିନ ରାଜଧାନୀରେ କରୋନା ସ୍ଥିତି ଜଟିଳ ହୋଇ ପଡ଼ୁଛି। ମଙ୍ଗଳବାର ଭୁବନେଶ୍ୱରରୁ ୨୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୩୬ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୮୪ ଲୋକାଲ କେସ୍‌ ରହିଛି। ସେହିଭଳି ୧୨୩ଜଣ ସୁସ୍ଥ...

ପ୍ରତି ୨ ସେକେଣ୍ଡରେ ଚିହ୍ନଟ ହେଉଛନ୍ତି ଜଣେ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ, ୧୮।୮: ଦେଶର କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏବେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୫ ହଜାରରୁ ଅଧିକ ରହୁଛି। ଫଳରେ ପ୍ରତି ୨ ସେକେଣ୍ଡରେ...

୧୦ ବର୍ଷ ମଧ୍ୟରେ ଦେଶର ୪୦ ପ୍ରତିଶତ ଲୋକ ସହରରେ କରିବେ ବାସ

ନୂଆଦିଲ୍ଲୀ, ୧୮।୮: ଦେଶର ୪୦ ପ୍ରତିଶତ ଜନସଂଖ୍ୟା ସହରରେ ବାସ କରିବେ। ଆସନ୍ତା ୧୦ ବର୍ଷ ମଧ୍ୟରେ ୨୦୩୦ ସୁଦ୍ଧା ଏହି ଲକ୍ଷ୍ୟ ପୂରଣ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ସୂଚନା ଦେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri