Tag Archives: Home Middle

ଆସିବ ସ୍ବତନ୍ତ୍ର ଯୁବ ବଜେଟ

ଭୁବନେଶ୍ୱର,୨୫।୪(ଅନିଲ ଦାସ)/ହିଞ୍ଜିଳିକାଟୁ(ଦ୍ୱିତୀକୃଷ୍ଣ ପଣ୍ଡା/ଶେରଗଡ଼(ସୂର୍ଯ୍ୟନାରାୟଣ ଦାଶ)ରାଜ୍ୟର ବିକାଶରେ ଯୁବଶକ୍ତିର ଉପଯୋଗ ହେବ। ଯୁବ ବର୍ଗଙ୍କ ପାଇଁ ରାଜ୍ୟରେ ଆସିବ ସ୍ବତନ୍ତ୍ର ଯୁବ ବଜେଟ। ୨୦୨୪ରୁ ୨୦୩୪ ଦଶକ ହେବ ଯୁବଶକ୍ତି ପାଇଁ ସୁବର୍ଣ୍ଣ ଯୁଗ। ଯୁବ ବଜେଟରେ ଶିଳ୍ପ, ପୁଞ୍ଜି ବିନିଯୋଗ,...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି କହିଛନ୍ତି ଯେ ଦଳ ଏହାକୁ ସାରା ଦେଶରେ ନକଲ କରିବାକୁ ଯୋଜନା କରିଛି।...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ ଏକ ଦୁନିଆରେ ରହିପାରେ। ପୁର୍ବରୁ ଅନେକ ଗୁରଗତ୍ତ୍ୱପୁର୍ଣ୍ଣ ଜିନିଷ ନୋକେ ବ୍ୟବହାର କରୁଛନ୍ତି...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା କରାଯାଇଥିବା ଦର୍ଶାଇ ହାଇକୋର୍ଟ ଏହାକୁ ବୁଧବାର ଖାରଜ କରିଛନ୍ତି। ଏଥିସହ ଆବେଦନକାରୀ ଭାଗ୍ୟଧର...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ ହୋଇ ବିଧାନସଭା ଏବଂ ଲୋକ ସଭାରେ ପ୍ରତିନିଧିତ୍ବ କରିଛନ୍ତି। ଏହି ଧାରା ବର୍ତମାନ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର ଏହି ତିନି ଦିନିଆ ଗସ୍ତ ସମୟରେ ଇରାନ ରାଷ୍ଟ୍ରପତି ତାଙ୍କ ପ୍ରତିପକ୍ଷ ଆସିଫ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ ୨ଟାରେ ଭୁବନେଶ୍ବରରେ ତାପମାତ୍ରା ୪୩.୨ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ୩ଟାରେ କାଳବୈଶାଖୀ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ଛକ ଚକ୍ଷୁ ଚିକିତ୍ସାଳୟ ନିକଟସ୍ଥ ମେଘମାଳା ମୋଠାରେ ଆୟୋଜିତ କାର୍ଯ୍ୟକ୍ରମରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା ରହିବ ନାହିଁ । ସମସ୍ତଙ୍କୁ ମିଳିବ କନଫର୍ମ ଟିକେଟ। ଏମିତି ବ୍ୟବସ୍ଥା କରୁଛନ୍ତି...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି ଦିଆଯାଇପାରିବ ନାହିଁ ବୋଲି କହିଛନ୍ତି। ଭିଭିପାଟ୍‌ ସହିତ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ)...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ ଏଥିରେ କାର୍ସିନୋଜେନିକ ବା କ୍ୟାନସର ସୃଷ୍ଟି କରୁଥିବା ତତ୍ତ୍ୱ ଥିବା ନେଇ ସନ୍ଦେହ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ ସାରା ଓଡିଶା । ରାଜ୍ୟରେ ସିଭିୟର ହିଟୱେଭ ନେଇ ସତର୍କ ସୂଚନା ଜାରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri