Tag Archives: Home Middle

ପିଏମ୍‌ କେୟାର୍ସ ଫଣ୍ଡ୍‌ ଏନ୍‌ଡିଆରଏଫ୍‌କୁ ହେବନି ସ୍ଥାନାନ୍ତର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୮।୮: ପିଏମ୍‌ କେୟାର୍ସ ଫଣ୍ଡ ଏନ୍‌ଡିଆରଏଫ୍‌କୁ ସ୍ଥାନାନ୍ତର ହେବନି ବୋଲି ସୁପ୍ରିମ୍‌କୋର୍ଟ ମଙ୍ଗଳବାର ରାୟ ଦେଇଛନ୍ତି। ଏହା ସହିତ ଏନେଇ କରାଯାଇଥିବା ଆବେଦନକୁ ସୁପ୍ରିମ୍‌କୋର୍ଟ ଖାରଜ କରିଦେଇଛନ୍ତି। ଏହା ଏକ ଦାତବ୍ୟ ଫଣ୍ଡ୍‌ ବୋଲି କୋର୍ଟ କହିଛନ୍ତି। ତେଣୁ...

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯...

CORONAVIRUS UPDATE: ୨୯ ଜିଲାରୁ ୨୨୩୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୯ ଜିଲାରୁ ୨୨୩୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୪୫୩୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।...

ଜେପିସି ତଦନ୍ତ ଦାବି

ନୂଆଦିଲ୍ଲୀ, ୧୮।୮(ପି.ଟି.): ଉତ୍ତେଜନାପୂର୍ଣ୍ଣ ଭାଷଣ ନିୟମର ଉଲ୍ଲଂଘନ କରୁଥିବା ଭାଜପା ନେତାଙ୍କ ବିରୋଧରେ ଫେସ୍‌ବୁକ୍‌ ଜାଣିଶୁଣି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଆମେରିକା ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଏହାର ତଦନ୍ତ ଦାବି କରିଛି ସିପିଆଇ(ଏମ୍‌)। ପ୍ରମୁଖ...

ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୫୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୩୨ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୧୩୧, ରାୟଗଡାରୁ ୧୧୨, ସୁନ୍ଦରଗଡରୁ ୧୧୧, ବାଲେଶ୍ୱରରୁ ୧୦୧, ଖୋର୍ଦ୍ଧାରୁ ୯୯, ଢେଙ୍କାନାଳରୁ ୬୩, ମୟୂରଭଞ୍ଜରୁ ୫୧,...

ବର୍ଷକରେ ଝଲସିବ ଏକାମ୍ର କ୍ଷେତ୍ର: ଏକା ସାଙ୍ଗେ ୨ ଲକ୍ଷ ଲୋକ ଦେଖି ପାରିବେ ଶିବରାତ୍ରୀ

ଭୁବନେଶ୍ୱର,୧୭ା୮(ବ୍ୟୁରୋ)-ଭୁବନେଶ୍ୱର ଶ୍ରୀ ଲିଙ୍ଗରାଜ ମନ୍ଦିର ବିଶ୍ୱ ଐତିହ୍ୟ ସ୍ଥଳରେ ପରିଣତ ହେବ। ବଦଳିଯିବ ମନ୍ଦିର ଚାରିପାଖ ରୂପ ରେଖ। ଚତୁଃପାର୍ଶ୍ୱରେ ସୃଷ୍ଟି ହେବ ଆଧ୍ୟାତ୍ମିକ ପରିବେଶ। ଏକା ସାଙ୍ଗରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ଭକ୍ତ ମହାପ୍ରଭୂ ଶ୍ରୀ ଲିଙ୍ଗରାଜଙ୍କ ବେଢାରେ...

୧୯ରେ ଯୁକ୍ତ ୨ ବାଣିଜ୍ୟ ଓ ୩୧ ପୂର୍ବରୁ ପ୍ରକାଶ ପାଇବ କଳା ପରୀକ୍ଷା ଫଳ

ଭୁବନେଶ୍ୱର,୧୭।୮(ବ୍ୟୁରୋ)-ଆସନ୍ତା ୧୯ରେ ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ। ୧୯ ତାରିଖ ଦିନ ୧୧ଟା ୩୦ରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ। ସେହିପରି ଅଗଷ୍ଟ ୩୧ ପୂର୍ବରୁ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା...

ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ କରୋନା

ଭୁବନେଶ୍ୱର,୧୭ା୮(ବ୍ୟୁରୋ) : ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ସୋମବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟୁଇଟ୍‌ କରି ଜନସାଧାରଣଙ୍କୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ କରୋନା ପଜିଟିଭ୍‌। ମୋ’ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ସ୍ଥିର ରହିଛି।...

ବରିଷ୍ଠ କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର: କାରଣ ଜାଣନ୍ତୁ…

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ପୁଣି ଜଣେ ବରିଷ୍ଠ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେ ହେଉଛନ୍ତି କୋରାପୁଟର ତତ୍‌କାଳୀନ ଜିଲା କୃଷି ଅଧିକାରୀ ପ୍ରଦୀପ ମହାନ୍ତି। ଜୁଲାଇ ୨ତାରିଖରେ ପ୍ରଦୀପଙ୍କ ଗାଡିରୁ ଭିଜିଲାନ୍ସ ଅଧିକାରୀମାନେ ୧୧ ଲକ୍ଷ ଟଙ୍କା...

ଧାର୍ଯ୍ୟ ସମୟରେ ହେବ ଏନ୍‌ଇଇଟି-ଜେଇଇ ପରୀକ୍ଷା: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୭।୮: ଧାର୍ଯ୍ୟ ସମୟରେ ଏନ୍‌ଇଇଟି ଏବଂ ଜେଇଇ ପରୀକ୍ଷା କରାଯିବ ବୋଲି ସୋମବାର ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ଏହା ସହିତ ପରୀକ୍ଷା ସ୍ଥଗିତ କରାଯିବାକୁ କରାଯାଇଥିବା ପିଟିଶନକୁ ସୁପ୍ରିମ୍‌କୋର୍ଟ ଖାରଜ କରିଦେଇଛନ୍ତି। ସୁପ୍ରିମ୍‌କୋର୍ଟଙ୍କ ରାୟ ପରେ ଏବେ ଜେଇଇ...

ଆଜି ଆଉ ୧୦ ଜୀବନ ନେଲା କରୋନା, ଏହି ଜିଲାରୁ ଅଛନ୍ତି ସର୍ବାଧିକ

ଭୁବନେଶ୍ୱର,୧୭ା୮(ବ୍ୟୁରୋ) : ସୋମବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୫୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ...

CORONAVIRUS UPDATE: ରାଜ୍ୟରେ ୬୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୨୨୪୪ ପଜିଟିଭ୍‌

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ସୋମବାର ୨୯ ଜିଲାରୁ ୨୨୪୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୨,୨୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୧୩୯୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri