Tag Archives: Home Middle

ପୁଣ୍ୟତିଥିରେ ଅଟଳ ବିହାରୀଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, ୧୬।୮: ଭାଜପାର ପ୍ରତିଷ୍ଠାତା ସଦସ୍ୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ରବିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଓ...

ରାଜ୍ୟରେ ସୁସ୍ଥ ହେଲେ ୧୫୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୫।୮(ବ୍ୟୁରୋ)-ରାଜ୍ୟରେ ଶନିବାର ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୩୧, କଟକରୁ ୧୬୬, ରାୟଗଡାରୁ ୯୩, ସୁୁନ୍ଦରଗଡରୁ ୮୯, ପୁରୀରୁ ୮୦, କଳାହାଣ୍ଡିରୁ ୭୭, ବାଲେଶ୍ୱରରୁ...

ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଲେ ଧୋନୀ

ଚେନ୍ନାଇ, ୧୫।୮: ଭାରତୀୟ କ୍ରିକେଟର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ସୋସିଆଲ ମିଡିଆ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରି ଧୋନୀ ଅବସର ନେଇ ସୂଚନା ଦେଇଛନ୍ତି। ଏହି...

ରାଜଧାନୀରୁ ୨୭୭ କରୋନା ପଜିଟିଭ ଚିହ୍ନଟ: ସେଥିରୁ ୯୬ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୫।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶନିବାର ପୁଣି ୨୭୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୭୭ ମଧ୍ୟରୁ ୧୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୯୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ବଡଗଡ ବ୍ରିଟ କୋଲନୀରୁ ୫ ଜଣ, ବରମୁଣ୍ଡା ଏଚ...

ଅଗଷ୍ଟ ୧୫ରେ କରୋନାର ରେକର୍ଡ: ଆଜି ଚିହ୍ନଟ ହେଲେ ସର୍ବାଧିକ ୨୪୯୬ ଆକ୍ରାନ୍ତ; ୫୫ହଜାର ଟପିଲା ସଂଖ୍ୟା

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ ଜିଲାରୁ ୨୪୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୯୧ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୯୦୫ ଲୋକାଲ କେସ୍‌ ରହିଥିବା ଅପରାହ୍ନରେ ସ୍ବାସ୍ଥ୍ୟ ଓ ପରିବାର...

୮୬ ମିନିଟ୍‌ର ଭାଷଣ: ୩୦ ଥର ଆତ୍ମନିର୍ଭର ଶବ୍ଦର ଉଚ୍ଚାରଣ

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୪ ତମ ସ୍ବାଧୀନତା ଦିବସ ଅବସରରେ ଲାଲ୍‌ କିଲ୍ଲାରୁ ଦେଶ ଉଦ୍ଦେଶ୍ୟରେ ୮୬ ମିନିଟ୍‌ର ଭାଷଣ ଦେଇଛନ୍ତି। ଏହି ସମୟରେ ସେ ଆତ୍ମନିର୍ଭର, ଆତ୍ମନିର୍ଭର ଭାରତ, କରୋନା ସଙ୍କଟ, ଆତଙ୍କବାଦ, ରିଫର୍ମ, ମଧ୍ୟମବର୍ଗ ଏବଂ...

ହଜାରେ ଦିନରେ ୬ ଲକ୍ଷ ଗାଁରେ ବିଛାଯିବ ଅପ୍ଟିକାଲ ଫାଇବର

ନୂଆଦିଲ୍ଲୀ, ୧୫।୮: ଦେଶରେ ଯୋଗାଯୋଗ ବ୍ୟବସ୍ଥା ଦ୍ରୁତ ଗତିରେ ଆଗେଇବାରେ ଲାଗିଛି। ୨୦୧୪ ପୂର୍ବରୁ ଦେଶର ୬୦ ପଞ୍ଚାୟତରେ ଅପ୍ଟିକାଲ ଫାଇବର ବିଛାଯାଇଥିଲା। ତେବେ ପରବର୍ତ୍ତୀ ସମୟରେ ଏଥିରେ ସୁଦାର ଆସିଛି। ଗତ ୫ ବର୍ଷ ମଧ୍ୟରେ ଦେଶର ଦେଢ଼ଲକ୍ଷ...

ଲଦାଖରେ ଭାରତୀୟ ଯବାନଙ୍କ ଶକ୍ତି ପ୍ରଦର୍ଶନ ସାରା ଦୁନିଆ ଦେଖିଛି: ମୋଦି

ନୂଆଦିଲ୍ଲୀ, ୧୫।୮: ଭାରତୀୟ ଯବାନଙ୍କ ଶକ୍ତି ଏବେ ସାରା ଦୁନିଆ ଦେଖିଛି। ଲଦାଖରେ ଭାରତୀୟ ଯବାନଙ୍କ ସାହସ ଆଗରେ ପ୍ରତିପକ୍ଷ ହାର ମାନିଛନ୍ତି। ଏଲ୍‌ଓସି ଏବଂ ଏଲ୍‌ଏସି ଭାରତ ପ୍ରତି ଆଖି ଉଠାଇଥିବା ପ୍ରତିପକ୍ଷଙ୍କୁ ଭାରତୀୟ ଯବାନ ଉଚିତ ଜବାବ...

ପ୍ରଦର୍ଶନୀ ପଡ଼ିଆରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମଗ୍ର ଦେଶ ୭୪ତମ ସ୍ବାଧୀନତା ଦିବସ ପାଳନ କରୁଛି। ଶନିବାର ସକାଳେ କରୋନା କଟକଣା ମଧ୍ୟରେ ଭୁବନେଶ୍ୱର ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧିନତା ଦିବସ ପାଳନ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦର୍ଶନୀ...

ଅସମ୍ଭବକୁ ସମ୍ଭବ କରିଛି ଭାରତ: ଦେଶରେ ପ୍ରସ୍ତୁତ ହେଉଛି ୩ କରୋନା ଟୀକା

ନୂଆଦିଲ୍ଲୀ, ୧୫।୮: କରୋନା ମହାମାରୀ ଲଢ଼େଇରେ ଭାରତ ଆଗୁଆ ରହିଛି। ଅସମ୍ଭବକୁ ଭାରତ ସମ୍ଭବ କରି ଦେଖାଇଛି। କରୋନାର ପ୍ରତିରୋଧ ପାଇଁ ଦେଶରେ ୩ ଟି ଟୀକା ଉପରେ ଟ୍ରାଏଲ୍‌ ଜାରି ରହିଛି। ୭୪ ତମ ସ୍ବାଧୀନତା ଦିବସ ଅବସରରେ...

କରୋନା କଟକଣା ମଧ୍ୟରେ ଲାଲକିଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: କରୋନା କଟକଣା ମଧ୍ୟରେ ଶନିବାର ସମଗ୍ର ଦେଶ ୭୪ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ଦିଲ୍ଲୀ ଲାଲକିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ କରିବା ପୂର୍ବରୁ ମୋଦି ପ୍ରଥମେ...

ରାଜ୍ୟରେ ସୁସ୍ଥ ହେଲେ ୧୩୦୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ୧୩୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୬୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୫୬, କଟକରୁ ୧୨୮, ଯାଜପୁରରୁ ୧୧୧, ମାଲକାନଗିରିରୁ ୭୫, ବାଲେଶ୍ୱରରୁ ୭୧, ସୁନ୍ଦରଗଡରୁ ୬୩, ପୁରୀରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri