Tag Archives: Home Middle

କରୋନା ଟୀକା ନେଲେ ଆସିବ ପ୍ରବଳ ଜ୍ୱର: ବୁଧବାର ମିଳିବ ମଞ୍ଜୁରୀ

ମସ୍କୋ/ନୂଆଦିଲ୍ଲୀ, ୧୧।୮: କରୋନା ମହାମାରୀ ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବୁଧବାର ରୁଷ୍‌ରେ କରୋନା ଟୀକା ‘ଗାମ୍‌-କୋଭିଡ୍‌-ଭ୍ୟାକ୍‌-ଲୟୋ’କୁ ଟୀକାକୁ ମଞ୍ଜୁରୀ ମିଳିବ। ଏହା ପରେ ଟୀକାକୁ ସର୍ବ ସାଧାରଣଙ୍କ ପାଇଁ ବ୍ୟବହାର କରାଯିବ। ଏହାକୁ ରୁଷ୍‌ର ରକ୍ଷା...

ପୁଣି ରାଜ୍ୟରେ ୧୦ ମୁଣ୍ଡ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୦ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯...

ଦିଲ୍ଲୀରୁ ଆସିଲା ଖୁସି ଖବର: କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ବଢୁଛି ,ମୃତ୍ୟୁ ହାର କମୁଛି

ନୂଆଦିଲ୍ଲୀ, ୧୧।୮: ଭାରତରେ କରୋନା ମହାମାରୀ ସଙ୍କଟ ହାରିବାରେ ଲାଗିଛି। ମଙ୍ଗଳବାର ସୁଦ୍ଧା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୭୦ ପ୍ରତିଶତ ପାଖାପାଖି ରହିଛି। ଏହା ୬୯.୭୯ ପ୍ରତିଶତ ରହିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।...

CORONAVIRUS UPDATE: ୨୯ ଜିଲାରୁ ୧୩୪୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୯ ଜିଲାରୁ ୧୩୪୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୮୭୯୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।...

କରୋନା ଚିକିତ୍ସାର ଭିତିରି କଥା: ଅଗ୍ନିକାଣ୍ଡ ପରେ ସତ୍ୟ ପାଇଲା ପ୍ରକାଶ

ହାଇଦ୍ରାବାଦ୍‌, ୧୧।୮: ତିନି ଦିନ ତଳେ ବିଜୟଓ୍ବାଡ଼ାର ଏକ ହୋଟେଲରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ଏହି ହୋଟେଲକୁ କୋଭିଡ୍‌ କେୟାର ସେଣ୍ଟର କରାଯାଇଥିଲା। ଏଠାରେ ୩୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ...

ବର୍ଷକୁ ୧୦୦ ହାତୀଙ୍କ ଜୀବନ ଯାଉଛି

ନୂଆଦିଲ୍ଲୀ, ୧୧।୮(ପି.ଟି.): ହାତୀ ଓ ମଣିଷ ମଧ୍ୟରେ ସଂଘର୍ଷ ଲାଗି ରହିଛି। ଏହି ଲଢ଼େଇରେ ବର୍ଷକୁ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଏବଂ ୧୦୦ ହାତୀ ପ୍ରାଣ ହରାଉଥିବା ପରିବେଶ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୧୨ ତାରିଖ ବିଶ୍ୱ ହସ୍ତୀ ଦିବସ...

ମନ୍‌ଦୀପ ସିଂଙ୍କୁ କରୋନା

ନୂଆଦିଲ୍ଲୀ,୧୧ା୮(ପି.ଟି.)-ଭାରତୀୟ ହକି ଟିମ୍‌ ଫରଓ୍ବାର୍ଡ ମନ୍‌ଦୀପ ସିଂଙ୍କର କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ୍‌ ଆସିଛି। କରୋନରେ ସଂକ୍ରମିତ ହେବାରେ ସେ ୬ଷ୍ଠ ଜାତୀୟ ଖେଳାଳି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ତରଫରୁ ସୋମବାର ଏହା ଘୋଷଣା କରାଯାଇଛି। ଜଳନ୍ଧରର ଏହି ୨୫...

ରାଜ୍ୟରେ ଆଉ ୧୨୩୬ କରୋନା ଆକ୍ରାନ୍ତ ସୁସ୍ଥ: ଜାଣନ୍ତୁ କେଉଁ ଜିଲାରୁ କେତେ…

ଭୁବନେଶ୍ୱର,୧୦।୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୨୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୬୧ ଜଣ ଅଛନ୍ତି। ସେହିପରି ଗଞ୍ଜାମରୁ ୧୮୨, ରାୟଗଡାରୁ ୮୩, କନ୍ଧମାଳରୁ ୭୪, ମାଲକାନଗିରିରୁ ୫୧,...

ଅଗଷ୍ଟ ଶେଷ ସୁଦ୍ଧା ପଦୋନ୍ନତି ପାଇବେ ୫୬ ହଜାର ଶିକ୍ଷକ

ଭୁବନେଶ୍ୱର,୧୦।୮(ବ୍ୟୁରୋ)-ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନସ୍ଥ ସମସ୍ତ ବ୍ୟବସ୍ଥାକୁ ଚଳଚଞ୍ଚଳ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବାକୁ ପଦକ୍ଷେପ ନିଆଯାଇଥିବା ବିଭାଗୀୟ ସଚିବ ସତ୍ୟବ୍ରତ ସାହୁ ପ୍ରକାଶ କରିଛନ୍ତି। ଏହାସହ ଚଳିତମାସ...

ରାଜଧାନୀରେ ଆଉ ୧୩୩ କରୋନା ପଜିଟିଭ: ଜାଣନ୍ତୁ କେଉଁଠି କେତେ…

ଭୁବନେଶ୍ୱର,୧୦।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୧୩୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୩୩ମଧ୍ୟରୁ ୯୬ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଆଇଆରସି କଲୋନୀରୁ ୫ ଜଣ, ନୟାପଲ୍ଲୀ କ୍ରିଷ୍ଣା ଟାଓ୍ବାରରୁ ୭ ଜଣ,...

CORONAVIRUS UPDATE: ରାଜ୍ୟରେ ୪୭,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୫୨୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦ା୮(ବ୍ୟୁରୋ) : ସୋମବାର ୨୯ ଜିଲାରୁ ୧୫୨୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୪୫୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ...

ଆଉ ୨ ଦିନ ପରେ ଏଠାରେ ମିଳିବ କରୋନା ଟୀକା…

ନୂଆଦିଲ୍ଲୀ/ମସ୍କୋ, ୧୦।୮: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ତେବେ ଆଉ ଦିନ ପରେ ଅଗଷ୍ଟ ୧୨ରେ କରୋନା ଟୀକା ଆସିବାକୁ ଯାଉଛି। ମଞ୍ଜୁରୀ ମିଳିବା ପରେ ଏହାକୁ ସାଧାରଣ ଲୋକଙ୍କୁ ଦିଆଯିବ। ପ୍ରଥମେ ରୁଷ୍‌ରେ ଏହାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri