Tag Archives: Home Middle

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ ୧୦ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ତିନୋଟି ସିଫ୍ଟରେ ଦୁଇଘଣ୍ଟା ବ୍ୟବଧାନରେ ପରୀକ୍ଷା ଅନୁଷ୍ଠିତ...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର ଫେସବୁକରେ ଏକ ପୋଷ୍ଟ କରି ନବୀନଙ୍କ ଆର୍ଶୀବାଦ ଲୋଡିଛନ୍ତି ଅନୁଭବ। ସେ କହିଛନ୍ତି,...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି। ପ୍ରଥମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଲେ ଟାର୍ଗେଟ ଏହାପରେ ତା’ର କାଉଣ୍ଟରରେ ଲୁଙ୍ଗି...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ ବିଭିନ୍ନ ଦଳର ପ୍ରାର୍ଥୀ ଘୋଷଣା ରାଜନୀତିକୁ ଆହୁରି ଉଷ୍ମ କରୁଛି। କାହାର ଟିକେଟ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା ଲାଗି ଟିକେଟ ଦେଇଛି କଂଗ୍ରେସ । ଏବେ ସୁର ରାଉତରାୟ କରିବେ କଣ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା ସୃଷ୍ଟି କରୁଛନ୍ତି। ଏଭଳି କରି କେହି କେବେ ସଫଳ ହେବେନି। ଓଡ଼ିଶାବାସୀ ବିରୋଧୀଙ୍କ...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ। ଯାହାକୁ ନେଇ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ପ୍ରାର୍ଥୀ ସ୍ମୃତି ଇରାନୀ କଂଗ୍ରେସକୁ...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ ମଧ୍ୟରେ ମୁଁ ୧୦-୧୨ ରାଜ୍ୟ ଗସ୍ତ କରିଥିଲି। ଏହି ରାଜ୍ୟଗୁଡିକରୁ ଆମକୁ ଭଲ...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି ଦଳ। ଏଥିସହ ସ୍ବାସ୍ଥ୍ୟ, ଶିକ୍ଷା ,ପାନୀୟ ଜଳ ବ୍ୟବସ୍ଥା ମଧ୍ୟ ପ୍ରସଙ୍ଗ ରହିବ।...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର ମନ୍ମଥଙ୍କ ଖାତାକୁ ଯାଇପାରେ ପାଇକ ଭୋଟ । ୟାସିରଙ୍କ ସଂଖ୍ୟାଲଘୁ ଭୋଟ ହୋଇପାରେ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣଙ୍କ ସ୍ନେହ, ସମର୍ଥନ ପାଇଁ ଚିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ ୩ଟାରେ ସେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସୋନପୁର ଯାଇ ନିର୍ବାଚନ ପ୍ରଚାରର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri