Tag Archives: Home Middle

ଗୋଦାମରେ ବଡ଼ ଧରଣର ବିସ୍ଫୋରଣ: ୭୮ରୁ ଅଧିକ ମୃତ, ୪ ହଜାରରୁ ଅଧିକ ଆହତ

ବେରୁଟ, ୫।୮: ଲେବାନନ୍‌ର ରାଜଧାନୀ ବେରୁଟରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୭୦ରୁ ଅଧିକ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ହଜାରରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରଧାନମନ୍ତ୍ରୀ ହସନ...

ଅଯୋଧ୍ୟା ଉତ୍ସବ ମୁଖର

ଅଯୋଧ୍ୟା,୫ା୮: ୨୦୧୯ ନଭେମ୍ବର ୯। ଏହା ହେଉଛି ସେହି ତାରିଖ, ଯେଉଁ ଦିନ ଦୀର୍ଘ ୧୩୪ ବର୍ଷ ଧରି ଚାଲିଥିବା ଆଇନଗତ ଲଢ଼େଇ ଓ ପ୍ରତୀକ୍ଷାର ଅନ୍ତ ଘଟିଥିଲା। ବିଶ୍ୱର ଅନ୍ୟତମ ବହୁ ଚର୍ଚ୍ଚିତ ଅଯୋଧ୍ୟା ମାମଲାର ଐତିହାସିକ ରାୟ...

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ବୁଧବାର ସନ୍ଧ୍ୟାରେ କରନ୍ତୁ ୧ ମିନିଟ୍‌ ନୀରବ ପ୍ରାର୍ଥନା

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଦୈନିକ ୧ହଜାରରୁ ଅଧିକ ବ୍ୟକ୍ତି କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏପରି ସ୍ଥିତିରେ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗକୁ ସ୍ମରଣ କରିବା ଏବଂ ସମ୍ମାନ ଜଣାଇବା ଲାଗି ବୁଧବାର ସନ୍‌ଧ୍ୟା...

ଆଜି ଆରୋଗ୍ୟରେ ରେକର୍ଡ: ରାଜ୍ୟରେ ସୁସ୍ଥ ହେଲେ ୧,୪୦୯ ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ରେକର୍ଡ ସଂଖ୍ୟକ ୧୪୦୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୪,୪୮୨କୁ ବୃଦ୍ଧି ପାଇଛି। ନୂଆ ଭାବେ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୨୫୮ଜଣ...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ୍‌ ଚିହ୍ନଟ; ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ,୪।୮: କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛିି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କରୋନା...

ରାଜଧାନୀରେ କରୋନା ବେଲଗାମ: ଆଜି ଚିହ୍ନଟ ହେଲେ ଆଉ ୧୪୯ ଆକ୍ରାନ୍ତ; କେଉଁଠୁ କେତେ ଜାଣନ୍ତୁ..

ଭୁବନେଶ୍ୱର,୪।୮(ବ୍ୟୁରୋ): କଟକଣା ସତ୍ତ୍ୱେ ରାଜଧାନୀରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ଭୁବନେଶ୍ୱରରେ ଆଉ ୧୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୨୧୭କୁ ବୃଦ୍ଧି ପାଇଛି। ସେଥିରୁ ୧୯୪୩ ସୁସ୍ଥ ହୋଇ ଘରକୁ...

ରାମମନ୍ଦିର ଆନ୍ଦୋଳନର ୪ ମହାରଥୀ ଏବେ ରାଜନୀତିରୁ ଦୂରରେ

ନୂଆଦିଲ୍ଲୀ, ୪।୮: ରାମମନ୍ଦିରର ଭୂମି ପୂଜନ ହେବାକୁ ଆଉ କିଛି ଘଣ୍ଟା ବାକି ରହିଛି। ବୁଧବାର ମଧ୍ୟାହ୍ନ ୧୨ଟା ୧୫ରେ ଭୂମି ପୂଜନ କାର୍ଯ୍ୟର ଶୁଭାରମ୍ଭ ହେବ। ତେବେ ଦିନେ ରାମମନ୍ଦିର ଆନ୍ଦୋଳନର ଚର୍ଚ୍ଚିତ ଚେହେରା ପାଲଟି ଥିବା ୪...

ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳ ପ୍ରକାଶ: ପ୍ରଦୀପ ସିଂ ଟପ୍ପର, ୮ ନମ୍ବର ସ୍ଥାନରେ ଓଡ଼ିଶାର ଅଭିଷେକ

ନୂଆଦିଲ୍ଲୀ, ୪।୮: ୟୁପିଏସ୍‌ସି ପକ୍ଷରୁ ୨୦୧୯ ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ପ୍ରଦୀପ ସିଂ ଟପ୍ପର ହୋଇଥିବାବେଳେ ଦ୍ୱିତୀୟ ସ୍ଥାନରେ ଜତିନ୍‌ କିଶୋର ଏବଂ ତୃତୀୟ ସ୍ଥାନରେ ପ୍ରତିଭା ବର୍ମା ରହିଛନ୍ତି। ପରୀକ୍ଷା ଫଳ ୟୁପିଏସ୍‌ସି...

CORONAVIRUS UPDATE: ୨୮ ଜିଲାରୁ ୧୩୮୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୮ ଜିଲାରୁ ୧୩୮୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୭୬୮୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।...

ଭାରତରେ ପ୍ରସ୍ତୁତ କରୋନା ଟୀକା ଉପରେ ସବୁ ଦେଶଙ୍କ ଆଖି…

ନୂଆଦିଲ୍ଲୀ, ୪।୮: ଭାରତରେ କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ପୁଣେସ୍ଥିତ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଔଷଧ କମ୍ପାନୀ ଆଷ୍ଟ୍ରାଜେନେକାର ମିଳିତ ସହଯୋଗରେ କୋଭିଶିଲ୍ଡ କରୋନା ଟୀକାର ତୃତୀୟ ଏବଂ ଚତୁର୍ଥ ପର୍ଯ୍ୟାୟ ମାନବ ପରୀକ୍ଷଣ...

ଧନୀ ଦେଶଗୁଡ଼ିକ କରିସାରିଛନ୍ତି କରୋନା ଟୀକା ବୁକିଂ…

ଓ୍ବାଶିଂଟନ/ନୂଆଦିଲ୍ଲୀ, ୪।୮: କରୋନା ସଂକ୍ରମଣ ନେଇ ପୃଥିବୀରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସ୍ଥଳେ ବହୁ ଦେଶରେ କରୋନା ପ୍ରତିଷେଧକ ଟୀକା ଟ୍ରାଏଲ୍‌ ଜାରି ରହିଛି। ତେବେ ଏବେ ପ୍ରଶ୍ନ ଉଠୁଛି ପ୍ରଥମେ କ’ଣ ଧନୀ ଦେଶ ଗୁଡ଼ିକରେ...

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri