Tag Archives: Home Middle

ନୂଆ ଶିକ୍ଷାନୀତି: ୫+୩+୩+୪

ନୂଆଦିଲ୍ଲୀ,୩୦।୭:ଏନ୍‌ଇପିରେ ରହିଥିବା ପ୍ରସ୍ତାବ ଅନୁଯାୟୀ ୧୦+୨ଶିକ୍ଷା ପାଟର୍ନ (ଢାଞ୍ଚା)ରେ ପରିବର୍ତ୍ତନ କରାଯିବ। ଅର୍ଥାତ୍‌ ୧୨ ବର୍ଷର ସ୍କୁଲ୍‌ ଶିକ୍ଷା ଓ ୩ ବର୍ଷର ଅଙ୍ଗନଓ୍ବାଡି ବା ପ୍ରାକ୍‌ ବିଦ୍ୟାଳୟ ଶିକ୍ଷାକୁ ନେଇ ୫+୩+୩+୪ ଶିକ୍ଷା ପାଟର୍ନ ପ୍ରସ୍ତୁତ ହେବ। ତଦନୁଯାୟୀ...

ଥିଲେ ଶିଶୁଶ୍ରମିକ, ମାଟ୍ରିକ୍‌ ପାସ୍‌ ପରେ ବଢ଼ିଲା ସ୍ବପ୍ନ

ବାରିପଦା ଅଫିସ, ୩୦ା୭- ଦିନେ ସେମାନେ ଶିଶୁ ଶ୍ରମିକ ଥିଲେ। ହେଲେ ବୁଧବାର ମାଟ୍ରିକ୍‌ ପାସ୍‌ କରିବା ପରେ ଏବେ ତାଙ୍କ ମନରେ ଅନେକ ସ୍ବପ୍ନ ଉଙ୍କି ମାରିଛି। କିଏ ପାଠ ପଢ଼ି ଚାକିରି କରିବ ତ ଆଉ କିଏ...

୧୦ କୋଟି ନିଯୁକ୍ତି ଉପରେ କଳାବାଦଲ

ନୂଆଦିଲ୍ଲୀ,୩୦।୭: କରୋନା ଯୋଗୁ ଭାରତୀୟ ବଜାର କ୍ଷତିଗ୍ରସ୍ତ ହୋଇଛି। ନିଯୁକ୍ତି ଉପରେ ଏହା ପ୍ରତ୍ୟକ୍ଷ ଭାବେ ପ୍ରଭାବ ପକାଇଛି। ସାଧାରଣତଃ ଦେଶର ସଙ୍ଗଠିତ କ୍ଷେତ୍ରରେ ବହୁ କମ୍‌ ଲୋକ କାମ କରିଥାନ୍ତି। ଅଣସଙ୍ଗଠିତ କ୍ଷେତ୍ର ଅନେକ ଲୋକଙ୍କୁ କାମ କରିବାର...

ରାଜ୍ୟରେ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା: ଆଉ ୮୭୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜ୍ୟରେ ବୁଧବାର ପୁଣି ୮୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ୮୭୮ଜଣଙ୍କ ମଧ୍ୟରେ ଗଞ୍ଜାମରୁ ୩୯୬ ଜଣ, ଖୋର୍ଦ୍ଧାରୁ ୧୧୪ଜଣ, ଗଜପତିରୁ ୪୯ଜଣ, ଜଗତସିଂହପୁରରୁ ୪୪ଜଣ, କୋରାପୁଟରୁ ୩୫ଜଣ, ବାଲେଶ୍ୱରରୁ ୩୩ଜଣ, କନ୍ଧମାଳରୁ ୨୯ଜଣ, ଅନୁଗୋଳରୁ ୨୬ଜଣ, କେନ୍ଦୁଝରରୁ...

ନୂଆ ଗାଇଡଲାଇନ ସହ ଆସିଲା ଅନଲକ୍‌-୩: ଜାଣନ୍ତୁ କ’ଣ ବନ୍ଦ, ଖୋଲା ରହିବ

ନୂଆଦିଲ୍ଲୀ,୨୯।୭: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରାଳୟ ପକ୍ଷରୁ ବୁଧବାର ଅନଲକ୍‌ ୩.୦ ପାଇଁ ନୂଆ ଗାଇଡଲାଇନ ଜାରି କରାଯାଇଛି। ଜୁଲାଇ ୩୧ରେ ଅନଲକ୍‌-୨ ଶେଷ ହେବାକୁ ଥିବା ବେଳେ ଅଗଷ୍ଟ-୧ରୁ ଅନଲକ୍‌-୩ ଆରମ୍ଭ ହେବ। ଏହି ନୂଆ ଗାଇଡଲାଇନ ଅଗଷ୍ଟ ୩୧ଯାଏ ଜାରି...

୩୪ ବର୍ଷ ପରେ ବଦଳିଲା ଭାରତର ଶିକ୍ଷାନୀତି: ସ୍କୁଲ, କଲେଜ ବ୍ୟବସ୍ଥାରେ ହେଲା ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୨୯।୭: ଭାରତରେ ପ୍ରଥମ ଥର ପାଇଁ ୩୪ ବର୍ଷ ପରେ  ଶିକ୍ଷାନୀତିରେ ପରିବର୍ତ୍ତନ ଅଣାଯାଇଛି। ମୋଦି ସରକାର ଏହି ନୂଆ ଶିକ୍ଷାନୀତିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ନୂଆ...

ପ୍ଲାଜମା ଦାନ କଲେ ରାଜ୍ୟର ପ୍ରଥମ ମହିଳା

ଭୁବନେଶ୍ୱର,୨୯।୭(ବ୍ୟୁରୋ)-କରୋନାକୁ ହରାଇବା ପରେ କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଜଣେ ଛାତ୍ରୀ ବୁଧବାର ପ୍ଲାଜମା ଦାନ କରିଛନ୍ତି। ଏଥିପାଇଁ ତାଙ୍କୁ ଶୁଭେଚ୍ଛା ଜଣାଯାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ...

ରାଜଧାନୀରେ ମାଡି ଚାଲିଛି କରୋନା: ଆଉ ୧୩୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ମାଡି ଚାଲିଛି କରୋନା। ବୁଧବାର ଆଉ ୧୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯୮ ଜଣ କ୍ୱାରାଣ୍ଟାଇନରୁ ଥିବାବେଳେ ୩୯ ଲୋକାଲ କେସ। ୟୁନିଟ-୧ରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସତ୍ୟନଗରରୁ ୭, ଏକ...

କଟକରୁ ଚିହ୍ନଟ ହେଲେ ଆଉ ୫୬ କରୋନା ଆକ୍ରାନ୍ତ: ଅଛନ୍ତି ଖ୍ରୀଷ୍ଟିଆନ୍‌ ସାହିରୁ ୨୫

କଟକ ଅଫିସ,୨୯।୭: କଟକ ସହରରେ ବୁଧବାର ୫୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩୩କୁ ବୃଦ୍ଧି ପାଇଛି। ସେଥିରୁ ୫୦୨ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୧ଜଣ ସୁସ୍ଥ ହୋଇ ଘରକୁ...

କରୋନା ଟୀକା ପ୍ରଥମେ ଦିଆଯିବ ଏସବୁ ଲୋକଙ୍କୁ…

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୯।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ପ୍ରତିଷେଧକ ଟୀକା ପ୍ରସ୍ତୁତି ହୋଇ ସାରିଛି। ମଣିଷଙ୍କଠାରେ ଟୀକାର ଶେଷ ପର୍ଯ୍ୟାୟ ପରୀକ୍ଷା ସମ୍ପୂର୍ଣ୍ଣ ହେବା ପରେ ଆଉ ୧୫ ଦିନ...

ଅଗଷ୍ଟ ୧୦ ପୂର୍ବରୁ ଆସିବ କରୋନା ଟୀକା

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୯।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ପ୍ରତିଷେଧକ ଟୀକା ପ୍ରସ୍ତୁତି ହୋଇ ସାରିଛି। ମଣିଷଙ୍କଠାରେ ଟୀକାର ଶେଷ ପର୍ଯ୍ୟାୟ ପରୀକ୍ଷା ସମ୍ପୂର୍ଣ୍ଣ ହେବା ପରେ ଅଗଷ୍ଟ ୧୦ ପୂର୍ବରୁ...

ରାଫାଲର ଗୃହପ୍ରବେଶ

ନୂଆଦିଲ୍ଲୀ, ୨୯।୭: ବହୁ ପ୍ରତିକ୍ଷୀତ ରାଫାଲ ଯୁଦ୍ଧ ବିମାନ ରାଫାଲ ବୁଧବାର ଭାରତରେ ଗୃହପ୍ରବେଶ କରିଛି। ଫ୍ରାନ୍ସ୍‌ରୁ ୭ ହଜାର କିଲୋମିଟର ଦୂରତା ଅତିକ୍ରମ ୫ଟି ରାଫାଲ ବିମାନ ଅପରାହ୍ନ ୧ଟା ୨୯ରେ ଭାରତୀୟ ବାୟୁସୀମାରେ ପ୍ରବେଶ କରିଥିଲେ। ବିମାନଗୁଡ଼ିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri