Tag Archives: Home Middle

ରାଜଧାନୀ ପରେ ଏବେ ମୁମ୍ବାଇରେ ହାରୁଛି କରୋନା

ନୂଆଦିଲ୍ଲୀ, ୨୯।୭: ଭାରତରେ କରୋନା ମହାମାରୀ ଆତଙ୍କ ଦେଖାଦେଇଛି। ପୂର୍ବରୁ ଦିଲ୍ଲୀରେ କରୋନା ସଂକ୍ରମଣ ଧୀରେଧୀରେ କମୁଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା। ଏବେ ମୁମ୍ବାଇରେ ସମାନ ସ୍ଥିତି ଦେଖିବାକୁ ମିଳୁଛି। ଏଠାରେ କରୋନା ସଂକ୍ରମଣ ମଧ୍ୟ କମୁଛି।...

ମାଟ୍ରିକ ପରୀକ୍ଷା ଫଳ: ବରଗଡ଼ରେ ସର୍ବାଧିକ ୮୯.୩୭%, ନୂଆପଡ଼ାରେ ସର୍ବନିମ୍ନ ୬୦.୧୮% ପାସ୍‌

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ବୁଧବାର ପ୍ରକାଶ ପାଇଛି ବହୁ ପ୍ରତୀକ୍ଷିତ ମାଟ୍ରିକ ପରୀକ୍ଷା ଫଳ । ଚଳିତ ବର୍ଷ ମାଟ୍ରିକ ପାସ ହାର ୭୮.୭୬% ରହିଛି। ତେବେ ବରଗଡ଼ ଜିଲାରେ ସର୍ବାଧିକ ପାସ୍‌ ୮୯.୩୭% ହୋଇଥିବାବେଳେ ନୂଆପଡ଼ା ଜିଲାରେ ସର୍ବନିମ୍ନ ପାସ୍‌...

କରୋନା ଲଢ଼େଇ ବାଟରେ କଣ୍ଟା: ୬୪ ପ୍ରତିଶତ ଲୋକେ ଖାଇବା ପୂର୍ବରୁ ହାତ ଧୋଇବା ଭୁଲି ଯାଉଛନ୍ତି

ନୂଆଦିଲ୍ଲୀ, ୨୯।୭: ଭାରତରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ନିୟମିତ ବ୍ୟବଧାନରେ ହାତ ଧୋଇବା, ସାମାଜିକ ଦୂରତା ବଜାୟ ରଖିବା ଏବଂ ମାସ୍କ୍‌ ପିନ୍ଧିବା ନେଇ ମାର୍ଗଦର୍ଶିକା ଜାରି...

ମାଟ୍ରିକ ପରୀକ୍ଷା ଫଳ : ୩୧ଟି ସ୍କୁଲରେ ରେଜଲ୍ଟ ଶୂନ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ବୁଧବାର ପ୍ରକାଶ ପାଇଛି ବହୁ ପ୍ରତୀକ୍ଷିତ ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ ପାସ୍‌ ହାର ୭୮.୭୬ % ରହିଛି। ଗତବର୍ଷଠାରୁ ଚଳିତ ବର୍ଷ ଅଧିକ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ଗତବର୍ଷ ତୁଳନାରେ ପାସ୍‌ ହାର ବଢ଼ିବା ସହିତ...

ରାଜ୍ୟରେ ଆଉ ୫ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୧୫୯କୁ ବୃଦ୍ଧି

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଜନିତ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ବୁଧବାର ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୫୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ମାଟ୍ରିକ ପରୀକ୍ଷା ଫଳ: ପୁଅଙ୍କୁ ପଛରେ ପକାଇଲେ ଝିଅ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ପାସ୍‌ ହାରରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ଝିଅଙ୍କ ପାସ୍‌ ହାର ୮୧.୯୮ ପ୍ରତିଶତ ଥିବାବେଳେ ପୁଅଙ୍କ ପାସ୍‌ ହାର ରହିଛି ୭୭.୮%। ଚଳିତ ବର୍ଷ...

ଆରମ୍ଭ ହେଲା ରଥ ଖୋଲା

ପୁରୀ ଅଫିସ,୨୯ା୭: ଚଳିତବର୍ଷ ୩ ରଥ ଭଙ୍ଗାଯିବ ନାହିଁ। ରଥଗୁଡ଼ିକୁ ସଂରକ୍ଷଣ କରି ରଖାଯିବ। ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ପରିସରରେ ଏହି ତିନିରଥକୁ ସଂରକ୍ଷଣ କରି ରଖାଯିବ। ଏନେଇ ବୁଧବାରଠାରୁ ରଥ ଖୋଲା କାମ ଆରମ୍ଭ...

CORONAVIRUS UPDATE: ରାଜ୍ୟରେ ପୁଣି ୧୦୬୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୦୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯, ୧୭୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ...

ବାହାରିଲା ମାଟ୍ରିକ ପରୀକ୍ଷା ଫଳ: ପାସ୍‌ ହାର ୭୮.୭୬ ପ୍ରତିଶତ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷାଫଳ ବୁଧବାର ସକାଳ ୧୧ଟାରେ ପ୍ରକାଶ ପାଇଛି। ଚଳିତବର୍ଷ ମାଟ୍ରିକ ପାସ୍‌ ହାର ୭୮.୭୬% ରହିଛି। ପୁଅଙ୍କ ତୁଳନାରେ ଝିଅମାନେ ଏଥର ବାଜିମାତ୍‌ କରିଛନ୍ତି। ଏ ନେଇ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା...

୧୨ ଦିନରେ ୫ ଲକ୍ଷ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୨୯।୭: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୧୨ ଦିନ ମଧ୍ୟରେ ଦେଶରେ ୫ ଲକ୍ଷ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବୁଧବାର...

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୨ ପାକିସ୍ତାନୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୯।୭: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାଠାରେ ପୁଣି ୨ ଜଣ ପାକିସ୍ତାନୀଙ୍କ ମୁଣ୍ଡ ଗଡ଼ିଛି। ରାଜୌରୀ ଜିଲାର ନୌସେରା ସେକ୍ଟରରେ ପାକିସ୍ତାନୀମାନେ ନିୟନ୍ତ୍ରଣ ରେଖା ଡେଇଁ ଭାରତରେ ପ୍ରବେଶ କରିବାର ଉଦ୍ୟମ କରୁଥିଲେ। ଭାରତୀୟ ଫରଓ୍ବାର୍ଡ ପୋଷ୍ଟରୁ ନେଇ ସତର୍କ...

ବାଘଛାଲ ଚାଲାଣରେ ଭାରତ ଆଗୁଆ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୯ା୭: ବାଘର ଛାଲ, ନଖ, ହାଡ଼ ଓ ଅଙ୍ଗଗୁଡ଼ିକ ଚୋରା ଚାଲାଣ କ୍ଷେତ୍ରରେ ଭାରତ ଅନ୍ୟ ଦେଶ ଅପେକ୍ଷା ଆଗରେ ରହିଛି। ଭାରତ ଓ ଥାଇଲାଣ୍ଡରୁ ବିଦେଶକୁ ବାଘର ଅଙ୍ଗପ୍ରତ୍ୟଙ୍ଗ ସର୍ବାଧିକ ଚୋରା ଚାଲାଣ ହୋଇ ଯାଉଛି। ଅନ୍ତର୍ଜାତୀୟ ବ୍ୟାଘ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri