Tag Archives: Home Middle

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି ସା ଠାରୁ ବନ୍ଦ ହୋଇଯିବ। ୨୬ ଏପ୍ରିଲରେ ୧୩ ଟି ରାଜ୍ୟର ୮୮...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର ଉଦ୍ୟମ ଚଳାଇଛି। ଏହାକୁ ନେଇ କେବଳ ରାଜନୈତିକ ତାତି ବଢ଼ିନାହିଁ ବରଂ ଅଧିକାଂଶ...

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି। ପ୍ରଥମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଲେ ଟାର୍ଗେଟ ଏହାପରେ ତା’ର କାଉଣ୍ଟରରେ ଲୁଙ୍ଗି...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ ଦିନରେ ପ୍ରଚାର ମଇଦାନରେ ଦେଖିବାକୁ ମିଳିଛନ୍ତି ହେଭିୱେଟ ନେତା । ପ୍ର୍ରାର୍ଥୀଙ୍କ ପାଇଁ...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି। ଶ୍ରୀମୟୀ ମିଶ୍ରଙ୍କୁ ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରୀ ସଭାପତି, ସରୋଜ ସାମଲଙ୍କୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି ଏମପି । ଅପଶବ୍ଦ ପ୍ରୟୋଗ ଓ ମିଛ ଦୁର୍ନୀତି ଅଭିଯୋଗ ଆଣୁଥିବା କହି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ ଦଳ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରିନି । ସିଦ୍ଧାନ୍ତ ମହାପାତ୍ର, ଆକାଶ...

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟକୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ ଭାବେ ସାମିଲ ହୋଇଛନ୍ତି ସୀମା। ସୂଚନାଥାଉ କି, ଗତକାଲି ରାତିରେ ବିଜେଡିରୁ ଇସ୍ତଫା...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ୪ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ତଥା ରାଜ୍ୟର ଅନେକ ତୁଙ୍ଗ ନେତାଙ୍କ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ଛକ ଓ ଶେରଗଡ଼ ବସଷ୍ଟାଣ୍ଡ ନିକଟରେ ୨ଟି...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀ । ସେ କହିଛନ୍ତି, ରାସେଶ୍ୱରୀଙ୍କ ଇସ୍ତଫା ଦଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri