Tag Archives: Home Middle

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୭ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୧୮ ହଜାର ଟପିଲା

ଭୁବନେଶ୍ୱର,୯୨୮।୭(ବ୍ୟୁରୋ): ରାଜ୍ୟରେ ଆଉ ୬୮୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୩୦୭ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା ଜଗତସିଂହପୁରରୁ ୫୯, ଭଦ୍ରକରୁ ୫୨, ନୟାଗଡ଼ରୁ ୩୫, ଝାରସୁଗୁଡ଼ାରୁ ୩୦, ଯାଜପୁରରୁ ୨୫, କଟକରୁ ୨୪, ଗଜପତିରୁ ୨୩, ମାଲକାନଗିରିରୁ...

କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେଲା ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପ୍ଲାଜମା ଚିକିତ୍ସା ନୂଆ ଆଶା ସଞ୍ଚାର କରିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଦ୍ୱିତୀୟ ପ୍ଲାଜମା ବ୍ୟାଙ୍କର ଶୁଭାରମ୍ଭ କରିଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ...

ଡରାଇଲାଣି କରୋନା: ରାଜଧାନୀରୁ ଚିହ୍ନଟ ହେଲେ ଆଉ ୨୧୫ ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ..

ଭୁବନେଶ୍ୱର,୯୨୮।୭(ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ପୁଣି ୨୧୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୦ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୬୫ ଲୋକାଲ କେସ୍‌ ରହିଛନ୍ତି। ସେହିଭଳି ୧୩୦ଜଣ...

କଟକ @୭୭୭: ଆଜି ଚିହ୍ନଟ ହେଲେ ଆଉ ୪୧ ଆକ୍ରାନ୍ତ

କଟକ ଅଫିସ, ୨୮।୭: କଟକରେ ମଙ୍ଗଳବାର ଆଉ ୪୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୭୭ରେ ପହଞ୍ଚିଛି। ସେଥିରୁ ୩୧୪ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୪୫୩ ଆକ୍ଟିଭ୍‌ କେସ୍‌...

ରାମମନ୍ଦିର ଭୂମି ପୂଜନ: ଦେଶରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନର ଷଡ଼ଯନ୍ତ୍ର

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ଭୂମି ପୂଜନ କରାଯିବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ୨୦୦ ଜଣ ଅତିଥି ଯୋଗଦେବେ ବୋଲି ଯୋଜନା କରାଯାଇଛି। ଏହି ଦିନ ଦେଶରେ ବଡ଼ ଧରଣର ଆତଙ୍କବାଦୀ...

ଭୋକ ସହି ନ ପାରି ପ୍ରତିମାସରେ ୧୦ ହଜାରରୁ ଅଧିକ ଶିଶୁଙ୍କ ମୃତ୍ୟୁ ଘଟୁଛି

ଜେନେଭା, ୨୮।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏହାଯୋଗୁ ଗରିବ ଲୋକେ କାମଧନ୍ଧା ପାଇପାରୁ ନାହାଁନ୍ତି। ସେମାନଙ୍କ ପାଖରେ ଟଙ୍କାର ଅଭାବ ସୃଷ୍ଟି ହୋଇଛି।...

ଦେଶର ୫ଟି ଅଞ୍ଚଳରେ ହେବ କରୋନା ଟୀକା ପରୀକ୍ଷଣ…

ନୂଆଦିଲ୍ଲୀ, ୨୮।୭: ଭାରତରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଏସଷ୍ଟ୍ରାଜେନିକା ପକ୍ଷରୁ ପ୍ରସ୍ତୁତ କରାଯାଇଥିବା କରୋନା ପ୍ରତିଷେଧକ ଟୀକା ‘କୋଭି ଶିଲ୍ଡ’ର ତୃତୀୟ ଏବଂ ଅନ୍ତିମ ପର୍ଯ୍ୟାୟ ପରୀକ୍ଷଣ ଭାରତରେ କରାଯିବ। ଦେଶର ୫ଟି...

୫ ବର୍ଷର ଶିଶୁଙ୍କୁ ଛାଡିଲାନି କରୋନା: ରାଜ୍ୟରେ ନେଲା ଆଉ ୭ ମୁଣ୍ଡ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଏକ ୫ ବର୍ଷର ଶିଶୁ ସମେତ ୭ ଜଣଙ୍କ ଜୀବନ ନେଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ବୁଧବାର ୧୫ ଲକ୍ଷ ଟପିବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା !

ନୂଆଦିଲ୍ଲୀ, ୨୮।୭: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ଥମୁ ନ ଥିବାରୁ ସରକାରଙ୍କ ଚିନ୍ତା ବୃଦ୍ଧି ପାଉଛି। ବୁଧବାର ଦେଶରେ କରୋନା ଆକ୍ରାନ୍ତଙ୍କ...

CORONAVIRUS UPDATE: ପୁଣି ୧,୨୧୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ,୪୬୨ ସ୍ଥାନୀୟ ଅଞ୍ଚଳର

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ପୁଣି ୧,୨୧୫ ନୂଆ କରୋନା ପଜିଟିଭ୍‌ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୧୦୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ...

କରୋନା ମହାମାରୀ ଚିକିତ୍ସା ସମ୍ପର୍କରେ ମିଳିବ ଖୁସି ଖବର…

ଓ୍ବାଶିଂଟନ, ୨୮।୭: ପୃଥିବୀରେ କରୋନା ମହାମାରୀ ନେଇ ଆତଙ୍କ ଦେଖାଦେଇଛି। କରୋନା ସଂକ୍ରମଣ ଚିକିତ୍ସା ନେଇ ଆସନ୍ତା ୨ ସପ୍ତାହ ମଧ୍ୟରେ ଖୁସି ଖବର ମିଳିବ ବୋଲି ଆମେରିକା କହିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏନେଇ ସୂଚନା ଦେଇଛନ୍ତି। ଗଣମାଧ୍ୟମ...

ପିଏମ୍‌-କେୟାର୍ସ ମାମଲା: ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୨୮।୭(ପି.ଟି.): ସୁପ୍ରିମକୋର୍ଟରେ ପିଏମ୍‌-କେୟାର୍ସ ପାଣ୍ଠି ମାମଲାର ଶୁଣାଣି ସୋମବାର ଶେଷ ହୋଇ ରାୟ ସଂରକ୍ଷିତ ରଖାଯାଇଛି। ଅଦାଲତରେ କେନ୍ଦ୍ର ସରକାର ପିଏମ୍‌-କେୟାର୍ସ ଫଣ୍ଡ ସପକ୍ଷରେ ଦୃଢ଼ ଯୁକ୍ତି ଉପସ୍ଥାପନ କରିଥିଲେ। କରୋନା ମହାମାରୀର ମୁକାବିଲା ପାଇଁ ସ୍ବେଚ୍ଛାକୃତ ଦାନ ଗ୍ରହଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri