Tag Archives: Home Middle

ଟଏଲେଟ୍‌ ପେପର ପାଇଁ ଦୈନିକ ୨୭ ହଜାର ଗଛ ବଳି: ସାମୁଦ୍ରିକ ପ୍ରାଣୀଙ୍କ ସୁରକ୍ଷାକୁ ଅଣଦେଖା

ପ୍ରତିବର୍ଷ ଜୁଲାଇ ୨୮ରେ ପାଳନ କରାଯାଉଛି ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସ। ପ୍ରାକୃତିକ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରିବା ସହ ଏହାର ସୁରକ୍ଷା ଲାଗି ଏହି ଦିବସରେ ଲୋକମାନଙ୍କୁ ସଚେତନ କରାଯାଇଥାଏ। ସୁସ୍ଥ ପରିବେଶର ଆବଶ୍ୟକତା ଉପରେ ଏହି ଦିବସ...

କେମିତି ମିଳିବ ଅର୍ଥ ବ୍ୟବସ୍ଥାକୁ ଗତି: ମନ୍ତ୍ର ଦେଲେ ଶକ୍ତିକାନ୍ତ

ମୁମ୍ବାଇ,୨୭।୭: କରୋନା ମହାମାରୀ ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। ଏହି ସମୟରେ ଅର୍ଥ ବ୍ୟବସ୍ଥାର ଗତିବିଧିକୁ ବଢ଼ାଇବାର ଉପାୟ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି ଯେ,...

ରାଜ୍ୟରେ ଆଉ ୫୮୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ରାଜ୍ୟରେ ସୋମବାର ପୁଣି ୫୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୧୬୦ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୭୭, ଗଜପତିରୁ ୪୩, କଟକରୁ ୩୪, ମାଲକାନଗିରିରୁ ୩୨, ବରଗଡରୁ ୨୫, ଭଦ୍ରକରୁ ୨୩, କେନ୍ଦୁଝରରୁ ୧୯, ଅନୁଗୋଳ,...

ରାଜ୍ୟରେ ଆରମ୍ଭ ହେଲା କୋଭାକ୍ସିନ ମାନବ ପରୀକ୍ଷଣ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ଭୁବନେଶ୍ୱର ସମ ହସ୍ପିଟାଲରେ ସୋମବାର କୋଭାକ୍ସିନର ମାନବ ପରୀକ୍ଷଣ ଆରମ୍ଭ ହୋଇଛି। ଭାରତ ବାୟୋଟେକ ପ୍ରସ୍ତୁତ କୋଭାକ୍ସିନର ହେଲା ପରୀକ୍ଷା। ପରୀକ୍ଷଣ ପାଇଁ ରାଜି ହୋଇଥିବା ସାମାଜିକ କର୍ମୀଙ୍କଠାରେ ଟ୍ରାଏଲ କରାଯାଇଛି। ଏ ନେଇ ପରୀକ୍ଷଣର ପ୍ରମୁଖ ଥିବା ପର୍ଯ୍ୟବେକ୍ଷକ...

ମୋବାଇଲ ଭ୍ୟାନ୍‌ରେ ହେବ କରୋନା ଟେଷ୍ଟ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ଏଣିକି ମୋବାଇଲ ଭ୍ୟାନରେ ହେବ କରୋନା ଟେଷ୍ଟ। ରାଜ୍ୟର ବିଭିନ୍ନ ସ୍ଥାନରେ ଏହି ଭ୍ୟାନ ବୁଲି ଟେଷ୍ଟିଂ କରିବ। ଗଞ୍ଜାମରେ ମୋବାଇଲ ଭ୍ୟାନ୍‌ ମାଧ୍ୟମରେ କରୋନା ଟେଷ୍ଟ କରାଯାଉଛି। ରାଜ୍ୟର ଆହୁରି ଅନେକ ସ୍ଥାନରେ ଏହିଭଳି ଟେଷ୍ଟ କରିବା ପାଇଁ...

ରାଜଧାନୀରେ ଆଉ ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସୋମବାର ରାଜଧାନୀ ଭୁବନେଶ୍ୱରରୁ ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୧୮ ଜଣ ଥିବାବେଳେ ୪୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଆଇଗିଣିଆ ଆଳୁଗଦିରୁ...

ଆଉନାହାନ୍ତି ଆଲ୍‌ବମ୍‌ କୁଇନ୍‌ ଦୀପା ସାହୁ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ଲୋକପ୍ରିୟ ଆଲ୍‌ବମ୍‌ ଅଭିନେତ୍ରୀ ଦୀପା ସାହୁଙ୍କ ସୋମବାର ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଦୀପାଙ୍କ ମୃତ୍ୟୁ ଘଟିଛି। ଦୀର୍ଘ ଦିନ କ୍ୟାନ୍‌ସରରେ ପୀଡ଼ିତ ହୋଇ ସେ ଚିକିତ୍ସାଧୀନ ଥିଲେ । ଦୀପାଙ୍କ ଦେହାନ୍ତ ନେଇ...

କରୋନା ଟୀକା ପ୍ରଥମେ ଦିଆଯିବ ଏସବୁ ସହରରେ…

ନୂଆଦିଲ୍ଲୀ, ୨୭।୭: ଭାରତରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ପ୍ରତିଷେଧକ ଟୀକା ପ୍ରସ୍ତୁତିରେ ବିଭିନ୍ନ ଦେଶର ବୈଜ୍ଞାନିକ ଲାଗି ରହିଛନ୍ତି। ଏପରିସ୍ଥଳେ ଭାରତ ମଧ୍ୟ ପଛରେ ନାହିଁ। ପୁଣେ ସ୍ଥିତ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରେ କରୋନା ପ୍ରତିଷେଧକ ଟୀକା...

ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ରାଜ୍ୟ ସରକାର ସୋମବାର ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି। ରାଜକୁମାର ଶର୍ମାଙ୍କୁ କୃଷି ଉତ୍ପାଦନର କମିଶନର ଭାବେ ନିଯୁକ୍ତି ମିଳିଥିବାବେଳେ ଶ୍ରୀମତୀ ଅନୁ ଗର୍ଗ ଜଳସମ୍ପଦ ବିଭାଗ ସଚିବ ହୋଇଛନ୍ତି। ଏଥିସହିତ ମହିଳା ଶିଶୁ ବିକାଶ...

୨୯ରେ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ମାଟ୍ରିକ ପରୀକ୍ଷା ଫଳକୁ ନେଇ ନାନା ଆଶା ଆଶଙ୍କା ଦେଖା ଦେଇଥିଲା। ତେବେ ଦୀର୍ଘଦିନ ପ୍ରତୀକ୍ଷାର ଅନ୍ତ ଘଟିଛି। ଚଳିତମାସ ୨୯ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ସୋମବାର ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି ବିଦ୍ୟାଳୟ...

ଆଜି ଆଉ ୭ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୧୪୭କୁ ବୃଦ୍ଧି

ଭୁବନେଶ୍ୱର,୨୭ା୭(ବ୍ୟୁରୋ) : ସୋମବାର ରାଜ୍ୟରେ କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ...

CORONAVIRUS UPDATE: ରାଜ୍ୟରେ ୨୬,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୧୫୦୩

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ସୋମବାର ଆଉ ୧୫୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୮୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୦୨...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri