Tag Archives: Home Middle

ରାଜଧାନୀରେ ସଙ୍ଗୀନ ହେଉଛି ସ୍ଥିତି: ଆଜି ଚିହ୍ନଟ ହେଲେ ଆଉ ୧୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜଧାନୀରେ ଶନିବାର ଆଉ ୧୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୮୨୮ରେ ପହଞ୍ଚିଛି। ସେଥିରୁ ୮୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୫୨ ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି...

ଚଳିତମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ ଅଫିସ,୨୫ା୭ : : ଚଳିତମାସ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଶନିବାର ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଫଳାଫଳ କେବେ ପ୍ରକାଶ ପାଇବ ନିର୍ଦ୍ଦିଷ୍ଟ...

କେରଳ-କର୍ନାଟକରେ ଲୁଚି ବସିଛନ୍ତି ଆଇଏସ୍‌ ଆତଙ୍କବାଦୀ: ଜାତିସଂଘ

ଜେନେଭା/ନୂଆଦିଲ୍ଲୀ, ୨୫।୭: ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର କରାଯାଉଛି। ଏନେଇ ଆଇଏସ୍‌ ଆତଙ୍କବାଦୀ କେରଳ ଏବଂ କର୍ନାଟକରେ ଲୁଚି ବସିଛନ୍ତି। ଏସମ୍ପର୍କରେ ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ଉଲ୍ଲେଖ କରାଯାଇଛି। ସେହିପରି ଅଲ୍‌ କାଏଦା...

ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ଭୋପାଳ, ୨୫।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ରିପୋର୍ଟ ଆସିବା ପରେ ଶିବରାଜ ତାଙ୍କ ସହିତ ମିଳାମିଶା କରିଥିବା ଲୋକଙ୍କୁ ନମୁନା ପରୀକ୍ଷା କରିବା ଲାଗି ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ...

କରୋନା ନେଲା ଆଉ ୧୦ ଜୀବନ: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ଶନିବାର ୧୩୨୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗୋଟିଏ ଦିନରେ ସର୍ବାଧିକ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ...

CORONAVIRUS UPDATE: ରାଜ୍ୟରେ ୨୪ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ରାଜ୍ୟରେ ଶନିବାର ପୁଣି ୧୩୨୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪ହଜାର ପାର କରିଛି। ନୂଆ...

ମନ୍ତ୍ରୀମାନଙ୍କୁ ପ୍ଲାଜମା ଦାୟିତ୍ୱ ଦେଲେ ନବୀନ: ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ କେଉଁ ଜିଲା ଦାୟିତ୍ୱ …

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ଦେଇଛନ୍ତି। ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ଘରକୁ ଯାଇ ମନ୍ତ୍ରୀମାନେ ସେମାନଙ୍କୁ ପ୍ଲାଜମା ଦାନ ନିମନ୍ତେ ଉତ୍ସାହିତ କରିବେ ବୋଲି ମୁଖ୍ୟମନ୍ତ୍ରୀ...

ରାଜ୍ୟରେ ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୫୩୦ ଜଣ ସୁସ୍ଥ ହୋଇଥିବାବେଳେ ରାୟଗଡାରୁ ୬୧, କଟକରୁ ୩୫, ମାଲକାନଗିରିରୁ୩୦, ଗଜପତିରୁ ୨୨,ବାଲେଶ୍ୱରରୁ ୧୯, ଖୋର୍ଦ୍ଧାରୁ ୧୯, ବରଗଡରୁ ୧୮ ଜଣ ସୁସ୍ଥ...

କରୋନା ଆଁରେ ରାଜଧାନୀ: ଆଉ ୨୪୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-କରୋନା ଆଁରେ ରାଜଧାନୀ। ଭୁବନେଶ୍ୱରରୁ ଶୁକ୍ରବାର ପୁଣି ୨୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୦୭ କ୍ୱାରାଣ୍ଟାଇନରେ  ଥିବାବେଳେ ୪୧ ଲୋକାଲ କଣ୍ଟାକ୍ଟ କେସ ରହିଛି। ବିଜେବି ନଗର ମହିଷାଖାଲ ବସ୍ତିରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳ...

ପୋଲସରା ବିଧାୟକଙ୍କୁ କରୋନା

ବ୍ରହ୍ମପୁର ଅଫିସ,୨୪।୭: ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନା ସଂକ୍ରମିତ ହୋଇଛନ୍ତି। ଏହାଛଡ଼ା ବିଧାୟକଙ୍କ ସ୍ତ୍ରୀ ମଧ୍ୟ କୋଭିଡ ପଜିଟିଭ୍‌ ଆସିଥିବା ଶୁକ୍ରବାର ସୂଚନା ମିଳିଛି।...

କରୋନାରୁ ସୁସ୍ଥ ହେଲେ ରାଜ୍ୟର ପ୍ରଥମ ପ୍ଲାଜମା ନେଇଥିବା ମହିଳା

କଟକ ଅଫିସ,୨୪।୭: ପ୍ଲାଜମା ଦେଲା ନୂଆ ଜୀବନ। ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ତଥା ପ୍ରଥମ ପ୍ଲାଜମା ନେଇଥିବା ୪୮ ବର୍ଷୀୟ ମହିଳା ସୁସ୍ଥ ହୋଇଛନ୍ତି। ତାଙ୍କୁ ଶୁକ୍ରବାର ଡିସ୍‌ଚାର୍ଜ କରାଯିବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର...

ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା: ଖାଲି ଗଞ୍ଜାମରୁ ୩

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୬ଜଣଙ୍କ ମୁଣ୍ଡ ନେଇଛି କରୋନା। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ୩ଜଣ ଗଞ୍ଜାମ ଜିଲାର ଥିବା ବେଳେ ଜଣେ ଗଜପତି, ଜଣେ ରାୟଗଡ଼ା, ଜଣେ ଭଦ୍ରକ ଜିଲାର ଥିବା ରାଜ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri