Tag Archives: Home Middle

ପରଲୋକରେ ପୂର୍ବତନ ଓଡ଼ିଆ ଆଇଏଏସ୍‌ ଅଫିସର ପ୍ରିୟବ୍ରତ ପଟ୍ଟନାୟକ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍‌ ଅଫିସର ପ୍ରିୟବ୍ରତ ପଟ୍ଟନାୟକଙ୍କ ମଙ୍ଗଳବାର ସକାଳେ ପରଲୋକ ହୋଇଛି। ଲିଭର୍‌ କ୍ୟାନ୍‌ସରରେ ପୀଡ଼ିତ ହୋଇ ମୁମ୍ବାଇରେ ଚିକିତ୍ସାଧୀନ ଅବସ୍ଥାରେ ୬୭ ବୟସରେ ତାଙ୍କର ମୃତ୍ୟୁ ଘଟିଛି। ଏ ନେଇ ତାଙ୍କ ସମ୍ପର୍କୀୟ ଭାଇ ସୂଚନା...

ନାଗଫାଶ’ରୁ ‘ଅଜାତି’ ଯାଏ ଅପରାଜେୟ ବିଜୟ

ବିଜୟ ମହାନ୍ତି। ଓଡ଼ିଆ ଚଳଚ୍ଚିତ୍ର ଜଗତର ଏକ ସ୍ପର୍ଦ୍ଧିତ ଉଚ୍ଚାରଣ। ପିଲାଠୁ ବୟସ୍କଙ୍କ ଯାଏ ତାଙ୍କୁ ଟେଲିଭିଜନ୍‌ରୁ ବଡ଼ ପରଦା ଯେଉଁଥିରେ ଦେଖିଲେ ଚିହିଁକି ଉଠିଥାଆନ୍ତି ଓ କହିଥାଆନ୍ତି ବିଜୟ ମହାନ୍ତି ଆସିଗଲେ। ଓଡ଼ିଆ ସିନେମାର ଅସ୍ମିତା କଥା ଯେତେବେଳେ...

ଆଉ ନାହାନ୍ତି ବିଜୟ ମହାନ୍ତି

ଭୁବନେଶ୍ୱର,୨୦।୭(ବ୍ୟୁରୋ)ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଆଉ ନାହାନ୍ତି। ଦୀର୍ଘ ମାସର ଅସୁସ୍ଥତା ପରେ ସୋମବାର ରାତିରେ ବିଜୟ ଆଖି ବୁଜିଛନ୍ତି। ସନ୍ଧ୍ୟାରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହେବାପରେ କିଛି ସମୟରେ...

ଏ ବର୍ଷ ହେବନି ଟି୨୦ ବିଶ୍ୱକପ୍‌

ଦୁବାଇ, ୨୦ା୭ (ପି.ଟି.): କୋଭିଡ୍‌-୧୯ ମହାମାରୀ ଯୋଗୁ ଚଳିତ ବର୍ଷ ଅଷ୍ଟ୍ରେଲିଆରେ ହେବାକୁଥିବା ପୁରୁଷ ଟି୨୦ ବିଶ୍ୱକପ୍‌କୁ ସ୍ଥଗିତ ରଖାଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ତରଫରୁ ସୋମବାର ଏ ବିଷୟରେ ସ୍ପଷ୍ଟ କରାଯାଇଛି। ଫଳରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ...

ରାଜ୍ୟରେ ପୁଣି ୪୫୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୧୮ ଜଣ ସୁସ୍ଥ ହୋଇଥିବାବେଳେ ନୟାଗଡରୁ ୫୩, କଟକରୁ ୪୪, ସୁନ୍ଦରଗଡରୁ ୩୮, ଖୋର୍ଦ୍ଧାରୁ ୩୨, ଗଜପତିରୁ ୨୨, ଯାଜପୁରରୁ୨୦, ନୂଆପଡାରୁ ୧୮, ବାଲେଶ୍ୱରରୁ ୧୭,...

କାଲିଠୁ ଗଞ୍ଜାମରେ ପ୍ଲାଜମା ଥେରାପି

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ମଙ୍ଗଳବାରଠାରୁ ଗଞ୍ଜାମ ଜିଲାର ଶିତଳାପଲ୍ଲୀ ସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହାଦ୍ୱାରା ଗଞ୍ଜାମ ଓ ଆଖପାଖ ଜିଲାର ଗୁରୁତର ରୋଗୀଙ୍କୁ ପ୍ଲାଜମା ଥେରାପି ଯୋଗାଇ...

କରୋନାକୁ ହରାଇଲେଣି ୯୫ ପୋଲିସ କର୍ମଚାରୀ: ହିରୋ କହି ପ୍ରଶଂସା କଲେ ଡିଜିପି ଅଭୟ

କଟକ ଅଫିସ,୨୦ା୭: କରୋନା ଦ୍ୱାରା ଆକ୍ରାନ୍ତ ହେବା ପରେ ୯୫ ଜଣ ପୋଲିସ କର୍ମଚାରୀ ସୁସ୍ଥ ହୋଇ କାର୍ଯ୍ୟରେ ଯୋଗ ଦେଲେଣି। ଏହି କରୋନା ଯୋଦ୍ଧାଙ୍କ କର୍ତ୍ତବ୍ୟନିଷ୍ଠାକୁ ପ୍ରଶଂସା କରିଛନ୍ତି ଡିଜି ତଥା ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ଜନସେବା...

ରାଜ୍ୟରେ କରୋନା ନେଲା ଆଉ ୬ ଜୀବନ: ମୃତ୍ୟୁସଂଖ୍ୟା ୯୭କୁ ବୃଦ୍ଧି

ଭୁବନେଶ୍ୱର,୨୦ା୭(ବ୍ୟୁରୋ): ସୋମବାର କରୋନା ଆଉ ୬ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ କେବଳ ଗଞ୍ଜାମରୁ...

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୧୧ ଲକ୍ଷ

ନୂଆଦିଲ୍ଲୀ, ୨୦।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ସୋମବାର ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୧୮ ହଜାର ୪୩ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୨୭ ହଜାର ୪୯୭ ଛୁଇଁଛି। ଗତ...

CORONAVIRUS UPDATE: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦୦୦ ଟପିଲା, ଆଜି ଚିହ୍ନଟ ହୋଇଛନ୍ତି ୬୭୩

ଭୁବନେଶ୍ୱର,୨୦ା୭(ବ୍ୟୁରୋ) : ସୋମବାର ପୁଣି ୬୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୪୪୬ ଚିହ୍ନଟ...

୫୫ ପ୍ରତିଶତ ପରିବାରଙ୍କୁ ମିଳୁଛି ଦୁଇବେଳା ଖାଦ୍ୟ

ନୂଆଦିଲ୍ଲୀ, ୨୦।୭: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଇତିମଧ୍ୟରେ ଅନ୍‌ଲକ୍‌ର ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟ ଜାରି ରହିଛି। ତେବେ ବି କାମ ଧନ୍ଦାର ଘୋର...

ବର୍ଷକରେ ୨୩୦ କେ.ଜି. ସୁନା ଚାଲାଣ

ଥିରୁଭାନନ୍ତପୁରମ,୨୦ା୭: କେରଳ ସୁନା ଚାଲାଣ ମାମଲାରେ ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିଛି। ଏହାର ତଦନ୍ତ ବେଳେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ହାତରେ ଲାଗିଛି ବଡ଼ ପ୍ରମାଣ। ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରୁ ବର୍ଷକ ମଧ୍ୟରେ ୨୩୦ କେ.ଜି....

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri