Tag Archives: Home Middle

ଅନ୍‌ଲାଇନ୍‌ ଚାଟଶାଳୀ

ଭଦ୍ରକ ଅଫିସ, ୨୦।୭-ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସ୍କୁଲ, କଲେଜ, ଆଶ୍ରମ ସ୍କୁଲ ଏଭଳିକି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ରମାନେ ଶିକ୍ଷାଠାରୁ ଧୀରେ ଧୀରେ ଦୂରେଇ ଯାଉଛନ୍ତି। ହେଲେ ବହୁ ଶିକ୍ଷାନୁଷ୍ଠାନ ଅନ୍‌ଲାଇନ...

ସାଇବର ଠକଙ୍କ ଜାଲରେ ଆଶା, ଅଙ୍ଗନଓ୍ବାଡି କର୍ମୀ: ଟଙ୍କା ଦେବାକୁ କହି ଲୁଟିନେଲେ ୧୪ହଜାର

ପାତ୍ରପୁର, ୨୦ା୭(ଡି.ଏନ୍‌.ଏ.)- ମୁଁ ବିଡିଓ କହୁଛି, ମାସ୍କ, ଗ୍ଲୋବ୍ସ ଓ ସାନିଟାଇଜର କିଣିବା ପାଇଁ ତୁମ ଆକାଉଣ୍ଟକୁ ୧୫ହଜାର ଟଙ୍କା ପଠାଯିବ କହି ଜଣେ ଅଙ୍ଗନଓ୍ବାଡି କର୍ମୀ ଓ ତାଙ୍କ ସମ୍ପର୍କୀୟଙ୍କ ଆକାଉଣ୍ଟରୁ ୧୪ ହଜାର ଟଙ୍କା ଲୁଟି ନେଇଛନ୍ତି...

ରାଜ୍ୟରେ ସୁସ୍ଥ ହେଲେ ପୁଣି ୫୧୫ କରୋନା ଆକ୍ରାନ୍ତ: ୧୨ ହଜାର ଟପିଲା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ୱର,୧୯।୭(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୫୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୯୯ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୮୦, ଯାଜପୁରରୁ ୪୦, ସୁନ୍ଦରଗଡରୁ ୩୭, କଟକରୁ ୨୮, କେନ୍ଦୁଝରରୁ ୨୦, ଜଗତସିଂହପୁରରୁ ୧୮, ବାଲେଶ୍ୱରରୁ ୧୫, ଝାରସୁଗୁଡାରୁ...

କଟକରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୧୯।୭- କଟକ ଜିଲାରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସଂକ୍ରମଣ ଯେପରି ନ ବ୍ୟାପିବ କଟକ ମହାନଗର ନିଗମ ଓ ଗ୍ରାମାଞ୍ଚଳରେ ଘରକୁ ଘର ଯାଇ ସର୍ଭେ କରାଯାଉଛି। ସେହିଭଳି ସଂକ୍ରମଣର ଲକ୍ଷଣ ଥିବା ଲୋକଙ୍କଠାରୁ ନମୁନା ସଂଗ୍ରହ...

କରୋନା କାୟା: ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଟପିଲା

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜଧାନୀରେ ରବିବାର ୫୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୮୨କୁ ବୃଦ୍ଧି ପାଇଛି। ସେଥିରୁ ୬୪୬ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।...

ଓଡ଼ିଶାରେ ସଫଳ ହେଲା ପ୍ଲାଜମା ଥେରାପି

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜ୍ୟରେ ଗୁରୁତର କରୋନା ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ପ୍ଲାଜମା ଥେରାପି ସଫଳ ହୋଇଛି। ୬ ଜଣ ଗୁରୁତର ରୋଗୀଙ୍କ ମଧ୍ୟରୁ ଯେଉଁମାନେ ବର୍ତ୍ତମାନ ପ୍ଲାଜମା ଥେରାପିରେ ଅଛନ୍ତି, ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ସ୍ବାସ୍ଥାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଛି।...

ପ୍ଲାଜମା ଦାନ କରିବା ନେଇ ଅଗ୍ନିଶମ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ଅଗ୍ନିଶମ କର୍ମଚାରୀ ଗୁରୁତର ଅସୁସ୍ଥ କରୋନା ରୋଗୀଙ୍କୁ ପ୍ଲାଜମା ଦାନ କରିବେ। ପ୍ରଥମ ପର୍ଯ୍ୟାୟରେ ୧୦ ଜଣ କର୍ମଚାରୀ ପ୍ଲାଜମା ଦାନ କରିବେ। କଟକ ଏସ୍‌ସିବି ମେଡିକାଲରେ ସେମାନଙ୍କଠାରୁ ପ୍ଲାଜମା ସଂଗ୍ରହ କରାଯିବ ବୋଲି ଶନିବାର ଅଗ୍ନିଶମ ଡିଜି...

ରାଜ୍ୟରେ ଆଉ ୫ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୯୧କୁ ବୃଦ୍ଧି

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରବିବାର ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୧ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ ଗଞ୍ଜାମର ୩...

୧୫୦ କୋଟି ସ୍କୁଲ ପିଲାଙ୍କ ପାଠପଢ଼ା ଠପ୍‌

ଓ୍ବାଶିଂଟନ, ୧୯।୭: ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ପୃଥିବୀ ବହୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ୧୫୦ କୋଟିରୁ ଅଧିକ ସ୍କୁଲ ପିଲାଙ୍କ ପାଠପଢ଼ା ଠପ୍‌ ହୋଇ ଯାଇଛି। ଭାରତ ଏବଂ ବାଂଲାଦେଶ ଭଳି...

CORONAVIRUS UPDATE: ଆଜି ଚିହ୍ନଟ ହେଲେ ୭୩୬ ଆକ୍ରାନ୍ତ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୭ହଜାର ଟପିଲା

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ମୋଟ ୭୩୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୪୮୧ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୨୫୫ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଏନେଇ...

ଗୋଟିଏ ଦିନ ପରେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ, ୧୯।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ଟପିବାର...

୨୪ ଘଣ୍ଟାରେ ୨ ଲକ୍ଷ ୬୦ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ, ୧୯।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପୃଥିବୀରେ ୨ ଲକ୍ଷ ୬୦ ହଜାର ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେଥିମଧ୍ୟରୁ ଆମେରିକାରେ ୭୧ ହଜାର ୪୮୪ ଜଣ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri