Tag Archives: Home Middle

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ ସମୀର ଦାଶ ନିଜ ସମର୍ଥକଙ୍କୁ ଧରି ଟିକେଟ ଉପରେ ପୁନଃବିଚାର କରିବାକୁ ମୁଖ୍ୟମନ୍ତ୍ରୀ...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କରିଛନ୍ତି କୋର୍ଟ। ମୋକିମ ହାଇକୋର୍ଟ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା ସୀମାରାଣୀ ନାଏକ ନିରାଶ ହୋଇ ଦଳରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ପରେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ବୋଲି ଆକଳନ କରାଯାଇଛି। ପୂର୍ବ ରିପୋର୍ଟ ଅନୁଯାୟୀ, ପୂର୍ବ ତାଇୱାନର...

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ ଶିକ୍ଷକ ନିଯୁକ୍ତି ହରାଇବାକୁ ଯାଉଥିବାବେଳେ ସେମାନଙ୍କୁ ୧୨ ପ୍ରତିଶତ ସୁଧ ସହ ବେତନ...

ହାତରେ ଯୋଡ଼ି ଶଙ୍ଖ ଧରି ଏମିତି କହିଲେ ନବୀନ, ଭାଇରାଲ ହେଉଛି ଭିଡିଓ…

ଭୁବନେଶ୍ୱର,୨୨ା୪: ରାଜ୍ୟରେ ସାଧାରଣ ନିର୍ବାଚନକୁ ନେଇ ରାଜନୀତି ବେଶ୍‌ ସରଗରମ ଥିବା ବେଳେ ଭୋଟରଙ୍କୁ ଖୋଦ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଦନ କରିବା ରାଜ୍ୟ ରାଜନୀତିକୁ ଆଉ ଟିକେ ସରଗରମ କରିଦେଇଛି। ନବୀନ ଦୁଇଟି ହାତରେ ଦୁଇଟି ଶଙ୍ଖ ଚିହ୍ନ...

ପଦ୍ମଶ୍ରୀ ଗ୍ରହଣ କଲେ ଗୋପୀନାଥ, ବିନୋଦ ପଶାୟତ

ଭୁବନେଶ୍ୱର,୨୨।୪(ଶର୍ମିଷ୍ଠା ପାଣିଗ୍ରାହୀ): ପଦ୍ମଶ୍ରୀ ଗ୍ରହଣ କଲେ ୨ ଓଡ଼ିଆ। କୃଷ୍ଣ ଲୀଳାର ସଙ୍ଗୀତକାର ଗୁରୁ ଗୋପୀନାଥ ସ୍ବାଇଁ ଓ ସମ୍ବଲପୁରର ନାଟ୍ୟକାର ତଥା ଗୀତିକାର ବିନୋଦ ପଶାୟତଙ୍କୁ ସୋମବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ...

ଗୋଟିଏ ଲୋକ ସଭା, ୧୧ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ସିପିଆଇ, ଏମାନଙ୍କୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୨।୪: ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ସିପିଆଇ। ଜଗତ୍‌ସିଂହପୁର ଲୋକ ସଭା ସମେତ ୧୧ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ପାଇଛି। ରକେଶ ସେଠୀ ଜଗତ୍‌ସିଂହପୁରରୁ ସିପିଆଇ ଏମ୍‌ପି ପ୍ରାର୍ଥୀ। ସେହିପରି ଛତ୍ରପୁରରେ ଗୁରୁନାଥ ପ୍ରଧାନ,...

ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କଲା କଂଗ୍ରେସ, ଏହି ଆସନରେ ଦେଲା ପ୍ରାର୍ଥୀ

ନୂଆଦିଲ୍ଲୀ,୨୨।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ସୋମବାର ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) ଦ୍ୱାରା ପ୍ରକାଶିତ ଏହି ତାଲିକାରେ ସମୁଦାୟ ୭ଜଣ ପ୍ରାର୍ଥୀଙ୍କ ନାମ ରହିଛି, ଯେଉଁଥିରୁ...

ତାଜମହଲକୁ ନେଇ କାହିଁକି ଏଏସ୍‌ଆଇର ମତ ଲୋଡ଼ିଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୨ା୪: ସୋମବାର ସୁପ୍ରିମକୋର୍ଟ ତାଜମହଲ ଏବଂ ଏହାର ଆଖପାଖର ସଂରକ୍ଷଣ ପାଇଁ ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟ ଏବଂ ପ୍ଲାନ୍‌ ଉପରେ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଫ୍‌ ଇଣ୍ଡିଆ (ଏସ୍‌ଆଇ)ରୁ ପ୍ରତିକ୍ରିୟା ମାଗିଛନ୍ତି। ଜଷ୍ଟିସ ଅଭୟ ଏସ୍‌ ଓକା ଏବଂ ଉଜ୍ଜଲ ଭୂୟାଁଙ୍କ...

ବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁର

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ସୋମବାର ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ବିଜେଡି ଛାଡ଼ି ପୁଣି ଭାଜପାକୁ ଫେରିଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ମେଲ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri