Tag Archives: Home Middle

ସାଇବର ଅପରାଧୀଙ୍କ ଟାର୍ଗେଟ୍‌ ମହିଳା

ଭୁବନେଶ୍ୱର,୧୯।୭(ବ୍ୟୁରୋ): କରୋନାଜନିତ ଲକ୍‌ଡାଉନ୍‌ ସମୟରେ ରାଜ୍ୟରେ ମହିଳା ବିରୋଧୀ ହିଂସା ବୃଦ୍ଧିପାଇଛି। କେବଳ ଘରୋଇ ହିଂସା କି ବଳାତ୍କାର, ନିର୍ଯାତନା ନୁହେଁ, ମହିଳା ବିରୋଧୀ ସାଇବର ଆପରାଧିକ ମାମଲା ଏବେ ଶୀର୍ଷରେ ପହଞ୍ଚତ୍ଛି। ଲୋକେ ଘରେ ରହୁଥିବାରୁ ଅଧିକାଂଶ ସମୟ...

ଆରମ୍ଭ ହେଲାଣି ଗୋଷ୍ଠୀ ସଂକ୍ରମଣ

ନୂଆଦିଲ୍ଲୀ,୧୯ା୭: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପିଥିବାବେଳେ ଦେଶରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଥିବା ଭାରତୀୟ ମେଡିକାଲ ସଂଘ (ଆଇଏମ୍‌ଏ) ଅନୁଭବ କରୁଛି। କରୋନା ସଂକ୍ରମଣ ଏବେ ବିସ୍ଫୋରକ ରୂପ ଧାରଣ କଲାଣି ବୋଲି ଆଇଏମ୍‌ଏ ହସ୍ପିଟାଲ...

ଏନ୍‌ଏଚ୍‌ରେ ୨ ଘଣ୍ଟା ହାତୀ ଆତଙ୍କ

ଢେଙ୍କାନାଳ ଅଫିସ, ୧୯ା୭: ଢେଙ୍କାନାଳ ଜିଲାରେ ପୁଣିଥରେ ହାତୀ ଉପଦ୍ରବ ଆରମ୍ଭ ହୋଇଛି। ଖାଦ୍ୟ ଅନ୍ବେଷଣରେ ହାତୀପଲ ଜନବସତିମୁହାଁ ହୋଇଛନ୍ତି। ବୁଧବାର ରାତିରେ ରାସୋଳ ଅଞ୍ଚଳରେ ହାତୀ ଆତଙ୍କ ସୃଷ୍ଟି କରିଥିବାବେଳେ ଶନିବାର ସକାଳେ ୫୫ନମ୍ବର ଜାତୀୟ ରାଜପଥର ୨ସ୍ଥାନରେ...

ଓଡ଼ିଶାରେ ଅରୁଣାଚଳ ପ୍ରଦେଶ ମଦ: କିଣୁଛନ୍ତିି ପଚାଶରେ, ବିକ୍ରି ଦେଢ଼ଶହ

ଅନୁଗୋଳ ଅଫିସ୍‌, ୧୯ା୭: ଅରୁଣାଚଳ ପ୍ରଦେଶରୁ ଚୋରା ମଦ ଆଣି ଅନୁଗୋଳରେ ପସରା ମେଲାଇଛନ୍ତି ମାଫିଆ। ୫୦ ଟଙ୍କାରେ କିଣି ବେପାରୀଙ୍କୁ ସେହି ମଦ ଦେଢଶହରୁ ଊର୍ଦ୍ଧ୍ୱ ଟଙ୍କାରେ ବିକ୍ରି କରି ସେମାନେ ମାଲାମାଲ ହେଉଛନ୍ତି। କରୋନା ପାଇଁ ଲକ୍‌ଡାଉନ କଟକଣା...

ଶ୍ମଶାନ ଭୂଇଁ ପାଲଟିବ ଶାରୀଶୁଆ ପାହାଡ

ଖଇରା, ୧୯ା୭(ଡି.ଏନ.ଏ.)-ଲକ୍‌ଡାଉନ, ଶଟ୍‌ଡାଉନ କଟକଣା କେତେକଙ୍କ ପାଇଁ ଅଭିଶାପ ପାଲଟିଥିବା ବେଳେ ଆଉ କେତେକଙ୍କ ପାଇଁ ଆଶୀର୍ବାଦ ପାଲଟିଛି। ଏହି ଆଶୀର୍ବାଦ ଗୋଷ୍ଠୀ ମଧ୍ୟରେ ଅଛନ୍ତି ବାଲେଶ୍ବର ଜିଲା ଖଇରା ତହସିଲ ଓ ମୟୂରଭଞ୍ଜ ଜିଲା କପ୍ତିପଦା ତହସିଲ ଅଧୀନରେ...

ଅନ୍‌ଲାଇନ୍‌ ପାଠପଢ଼ା ନାମକୁ ମାତ୍ର: ବାଦ୍‌ ପଡୁଛନ୍ତି ୬୦ ପ୍ରତିଶତ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୧୯।୭-ମହାମାରୀ କରୋନା ପ୍ରଭାବରେ ଚଳିତବର୍ଷ ଶିକ୍ଷାଦାନ ପ୍ରକ୍ରିୟା ବ୍ୟାହତ ହୋଇଛି। ବାଲେଶ୍ୱର ଜିଲାର ୩ଲକ୍ଷ ୪୫ହଜାର ଛାତ୍ରୀଛାତ୍ର ପ୍ରଭାବିତ ହୋଇଛନ୍ତି। ସେମାନଙ୍କୁ ବିଦ୍ୟାଳୟକୁ ଯିବାକୁ ଅନୁମତି ନାହିଁ। ୪ମାସ ହେଲା ପିଲାମାନେ ଘରେ ରହିଛନ୍ତି। ଏଭଳି ସ୍ଥିତିରେ...

ଗଞ୍ଜାମ ପାଇଁ ନୂଆ ରଣକୌଶଳ ଆପଣାଇଲେ ସରକାର

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ଗଞ୍ଜାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ନୂତନ ରଣ କୌଶଳ ଗ୍ରହଣ କରିଛନ୍ତି। ବିଶେଷ କରି ଭିତ୍ତିଭୂମି ସମ୍ପ୍ରସାରଣ, ଟେଲି ମେଡିସିନ ଓ ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଛି। ଲୋକସେବା ଭବନରେ ଶନିବାର ସ୍ବାସ୍ଥ୍ୟ ଓ ପରିବାର...

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୦୭ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ  ୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୭୯ ଜଣ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୮୪, ଖୋର୍ଦ୍ଧାରୁ ୫୦, କଟକରୁ ୪୨, କେନ୍ଦୁଝରରୁ ୨୩, ମାଲକାନଗିରିରୁ ୨୧, ପୁରୀରୁ ୧୫, ସୁନ୍ଦରଗଡରୁ ୧୫, ମୟୁରଭଞ୍ଜରୁ...

ଭୁବନେଶ୍ୱରରେ ଆଉ ୮୭ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୭(ବ୍ୟୁରୋ)- ଶନିବାର ଭୁବନେଶ୍ୱରରେ ଆଉ ୮୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୪୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୪ହାଇ ନୟାପଲ୍ଲୀ ତ୍ରିନାଥ ନଗର ବସ୍ତିରୁ ୪ ଲୋକାଲ କଣ୍ଟାକ୍ଟ କେସ, ଗୌତମ ନଗର ହରିହର ଏନକ୍ଲେଭରୁ...

କରୋନା ଅଣାୟତ୍ତ: ୨୦ ଦିନରେ ୨୦ ଲକ୍ଷ ଟପିବା ଆଶଙ୍କା

ନୂଆଦିଲ୍ଲୀ, ୧୮।୭: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଆସନ୍ତା ୨୦ ଦିନରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଗୁଣା ହୋଇ ୨୦ ଲକ୍ଷ ଛୁଇଁବାର ଆଶଙ୍କା ଥିବା ପୂର୍ବାନୁମାନ କରାଯାଇଛି। ପୂର୍ବରୁ କେରଳର ଡାଟା ବିଶେଷଜ୍ଞ ଜେମ୍ସ୍‌...

୧୦ ଲକ୍ଷ ଟପିଲା ଭାରତ

ନୂଆଦିଲ୍ଲୀ, ୧୮।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଶନିବାର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ଟପିଛି। ଏବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୭୧୬ ଛୁଇଁଛି। ଗତ...

ପୁଣି ସଂଘର୍ଷ ଆଶଙ୍କା: ଡେପସାଙ୍ଗ୍‌ ଉପରେ ଚାଇନା ଆଖି

ଲଦାଖ, ୧୮।୭: ଭାରତ ଚାଇନା ମଧ୍ୟରେ ଲଦାଖ ସ୍ଥିତ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍‌ଏସି)ର ଗଲଓ୍ବାନ ଘାଟିରେ ହିଂସ୍ରକ ସଂଘର୍ଷ ଘଟିବା ପରେ ସୀମା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ୪ ଥର କମାଣ୍ଡରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇସାରିଛି। ଏପରି ସ୍ଥଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri