Tag Archives: Home Middle

CORONAVIRUS UPDATE: ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୭୧୮ ପଜିଟିଭ୍‌ ଚିହ୍ନଟ, ୧୬ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୭ା୭(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୭୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକାନ୍ତଙ୍କ ସଂଖ୍ୟା ୧୬ ହଜାର ଟପିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି...

ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ସର୍ବାଧିକ ୩୪ ହଜାର ୯୫୬ ନୂଆ ଆକ୍ରାନ୍ତ, ୬୮୭ ମୃତ

ନୂଆଦିଲ୍ଲୀ,୧୭।୭: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୩୪ ହଜାର ୯୫୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ଶୁକ୍ରବାରରୁ ୪ ଜିଲା, ୧ ମହାନଗର ନିଗମ ଲକ୍‌ଡାଉନ

ଭୁବନେଶ୍ୱର,୧୬।୭(ବ୍ୟୁରୋ)-ଶୁକ୍ରବାରଠାରୁ ୪ ଜିଲା ଓ ରାଉରକେଲା ମହାନଗର ନିଗମରେ ଜୁଲାଇ ୩୧ ଯାଏ ଲକ୍‌ଡାଉନ ଜାରି ହୋଇଛି। ଗଞ୍ଜାମ, କଟକ, ଖୋର୍ଦ୍ଧା ଓ ଯାଜପୁର ଜିଲାରେ ଏହି ଲକଡାଉନ ଘୋଷଣା ହୋଇଛି। ଶୁକ୍ରବାର ରାତି ୯ଟାରୁ ଏହି କଟକଣା ଲାଗୁ...

୨୦ରୁ ରାଜ୍ୟରେ ଟେଲି ମେଡିସିନ୍‌ ସେବା

ଭୁବନେଶ୍ୱର,୧୬।୭(ବ୍ୟୁରୋ)-ଆସନ୍ତା ୨୦ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ଟେଲି ମେଡିସିନ ସେବା। ରାଜ୍ୟରେ କରୋନା କଟକଣା ପରିସ୍ଥିତି ଯୋଗୁ ସାଧାରଣ ରୋଗୀଟିଏ ହସ୍ପିଟାଲ ଯିବା ସମ୍ଭବ ହୋଇପାରୁ ନାହିଁ। ପ୍ରତିକାର ସ୍ବରୂପ ରାଜ୍ୟ ସରକାର ଟେଲି ମେଡିସିନ୍‌ ସେବା ଆରମ୍ଭ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୧ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୬।୭(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାଜପୁର ଜିଲାରୁ ସର୍ବାଧିକ ୯୮ ଜଣ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୮୪, ସୁନ୍ଦରଗଡରୁ ୪୬, ଗଜପତିରୁ ୩୬, ଝାରସୁଗୁଡାରୁ ୩୦, କେନ୍ଦୁଝର, ମାଲକାନଗିରି, ଜଗତସିଂହପୁରରୁ ୧୭ ଜଣ ଲେଖାଏଁ...

ଭୁବନେଶ୍ୱର @ ୯୧୯: ଆଜି ଚିହ୍ନଟ ହେଲେ ୬୦ ନୂଆ କରୋନା ଆକ୍ରାନ୍ତ; ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ନୂଆ ୬୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରୁ ୪୦ ଜଣ ଥିବା ବେଳେ ୨୦ ଲୋକାଲ କେସ୍‌ ରହିଛି। ସେହିଭଳି ୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଭୁବନେଶ୍ୱର ମହାନଗର...

୩୬ ସାଧାରଣ ସମ୍ପାଦକ ନିଯୁକ୍ତ କଲେ ନବୀନ: ଜାଣନ୍ତୁ କାହାକୁ ମିଳିଲା କି ଦାୟିତ୍ୱ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୩୬ଜଣ ନେତାଙ୍କୁ ସାଧାରଣ ସମ୍ପାଦକ ନିଯୁକ୍ତ କରିବା ସହ ବିଭିନ୍ନ ଦାୟିତ୍ୱ ଦେଇଛନ୍ତି। ସୁଶାନ୍ତ ସିଂହ, ଚନ୍ଦ୍ରସାରଥୀ ବେହେରା, ମନୋହର ରନ୍ଧାରୀ, ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ,...

ଭାରତରେ ଅଣାୟତ୍ତ କରୋନା: ୨୪ ଘଣ୍ଟାରେ ୧୦ ଲକ୍ଷ ଛୁଇଁବା ଆଶଙ୍କା

ମୁମ୍ବାଇ, ୧୬।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୨ ହଜାର ୬୯୫ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି...

କିଏ ହେବେ କଂଗ୍ରେସ ଅଧ୍ୟକ୍ଷ: ଯୁବନେତାଙ୍କ ଉପରେ ନାହିଁ ଭରସା

ନୂଆଦିଲ୍ଲୀ, ୧୬।୭: ବିଭିନ୍ନ ରାଜ୍ୟରେ ଶାସକ କଂଗ୍ରେସ ଦଳରେ ବିଦ୍ରୋହୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦଳୀୟ ନେତାଙ୍କୁ ହାଇକମାଣ୍ଡ ଏକଜୁଟ କରି ରଖିବାକୁ ଅସମର୍ଥ ହେଉଛନ୍ତି। ଏପରିସ୍ଥଳେ ଦଳରେ ନୂଆ ମୁଖିଆ ଖୋଜା ଚାଲିଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ...

ଭାରତରେ ୬ କୋଟି ଟପିପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୬।୭: ଆସନ୍ତା ୨୦୨୧ ମାର୍ଚ୍ଚ ବେଳକୁ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ୧୮ ଲକ୍ଷ ଟପିବ ବୋଲି ଭାରତୀୟ ବିଜ୍ଞାନ ସଂସ୍ଥାନ(ଆଇଆଇଏସ୍‌ସି) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଗଲେ...

ସକାଳୁ ସକାଳୁ ଥରିଲା ୩ ରାଜ୍ୟ

ନୂଆଦିଲ୍ଲୀ, ୧୬।୭: ଗୁରୁବାର ଭୋର୍‌ ୪ଟା ୪୭ ମିନିଟ୍‌ ରୁ ସକାଳ ୭ଟା ୫୭ ମଧ୍ୟରେ ହିମାଚଳପ୍ରଦେଶ, ଗୁଜରାଟ ଏବଂ ଆସାମରେ ଭୂକମ୍ପ ଅନୁଭୁତ ହୋଇଛି। ହିମାଚଳପ୍ରଦେଶରେ ଭୋର୍‌ ୪ଟା ୪୭ରେ ଭୂକମ୍ପ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ...

ଭାରତର ଜନସଂଖ୍ୟା କମିଯିବ ୨୬ କୋଟି

ଓ୍ବାଶିଂଟନ, ୧୬।୭: ଆଗାମୀ ୨୧୦୦ ବେଳକୁ ଭାରତର ଜନସଂଖ୍ୟା ୩୨ ପ୍ରତିଶତ କମିଯିବ। ଏନେଇ ଲାସେଣ୍ଟ୍‌ ପ୍ରତିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ୨୦୪୮ ବେଳକୁ ଭାରତର ଜନସଂଖ୍ୟା ୧୬୦ କୋଟିରେ ପହଞ୍ଚିବାର ସମ୍ଭାବନା ରହିଛି। ତେବେ ପରବର୍ତ୍ତୀ ସମୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri