Tag Archives: Home Middle

ଆଉ ୪ ଜୀବନ ନେଲା କରୋନା: ମୃତ୍ୟୁ ସଂଖ୍ୟା ୭୪କୁ ବୃଦ୍ଧି

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୪ରେ ପହଞ୍ଚିଛି।...

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୪୩ କରୋନା ପଜିଟିଭ; ୧୪ ହଜାର ଟପିଲା ମୋଟ ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜର ଟପି ୧୪,୨୮୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ...

୯ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଭାରତରେ ସ୍ଥିତି ଅଣାୟତ୍ତ ହେବା ଆଶଙ୍କା

ନୂଆଦିଲ୍ଲୀ, ୧୪।୭: ଭାରତରେ କରୋନା ଧୀରେଧୀରେ ଅଣାୟତ୍ତ ହେଉଥିବା ଆଶଙ୍କା କରାଯାଉଛି। ଇତିମଧ୍ୟରେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬ ହଜାର ୭୫୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୮ ହଜାର ୪୯୮ ଜଣ ନୂଆ ଆକ୍ରାନ୍ତଙ୍କୁ...

କରୋନା ସଂକ୍ରମଣ ଅତି ଖରାପ ସ୍ଥିତିରେ ପହଞ୍ଚିବ: ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୧୪।୭: ଆଗାମୀ ଦିନରେ ପୃଥିବୀରେ କରୋନା ସଂକ୍ରମଣ ଅତି ଖରାପ ସ୍ଥିତିରେ ପହଞ୍ଚିବ। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ସୂଚନା ଦିଆଯାଇଛି। ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଟେଡ୍ରୋସ୍‌ ଏଡ଼ନୋମ୍‌ ଗେବ୍ରିୟେସସ୍‌ କହିଛନ୍ତି ଯେ, ଲୋକ ସଚେତନ ହେଉ ନ ଥିବାରୁ...

ଭାରତରେ ୭୫ ହଜାର କୋଟି ନିବେଶ କରିବ ଗୁଗଲ

ନୂଆଦିଲ୍ଲୀ,୧୪।୭: ସର୍ଚ୍ଚ ଇଞ୍ଜିନ ଗୁଗଲ ଆଗାମୀ ୫ରୁ ୭ ବର୍ଷରେ ଭାରତ ବଜାରରେ ୭୫ ହଜାର କୋଟି ଟଙ୍କା ନିବେଶ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଗୁଗଲ ଏବଂ ଆଲ୍‌ଫାବେଟ୍‌ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ସୁନ୍ଦର ପିଚାଇ ସୋମବାର...

୧୮ ବରିଷ୍ଠ ବିଜେଡି ନେତ୍ରୀଙ୍କୁ ଜିଲା ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୧୩ା୭(ବ୍ୟୁରୋ)-ବିଜେଡିର ବରିଷ୍ଠ ନେତାମାନଙ୍କୁ ବିଭିନ୍ନ ଦାୟିତ୍ୱ ବଣ୍ଟନ କରିବା ପରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ରାଜ୍ୟ କମିଟିରେ ଥିବା ବରିଷ୍ଠ ନେତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ବଣ୍ଟନ କରିଛନ୍ତି। ସେମାନେ ଦଳର ସଂଗଠନ ଗୁଡିକୁ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୦୫ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୩।୭(ବ୍ୟୁରୋ)-ରାଜ୍ୟରେ ସୋମବାର ପୁଣି ୫୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୪୮ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୭୧, ଖୋର୍ଦ୍ଧାରୁ ୫୨, କଟକରୁ ୪୫, ପୁରୀରୁ ୧୧, ଗଜପତିରୁ ୧୦, ନବରଙ୍ଗପୁରରୁ ୯, ଯାଜପୁରରୁ ୮, ନୟାଗଡରୁ...

କରୋନା ସଂକ୍ରମଣ ଭୟ: ବ୍ରହ୍ମପୁର ସୀମା ସିଲ୍‌

ବ୍ରହ୍ମପୁର ଅଫିସ,୧୩।୭-ସାରା ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଗଞ୍ଜାମ ଜିଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଏହାକୁ ନେଇ ଚିନ୍ତାରେ ପଡ଼ିଛି ଜିଲା ପ୍ରଶାସନ। ଏହାକୁ ଦୃଷ୍ଟିରେ ରଖି ସୋମବାର ବ୍ରହ୍ମପୁର ସହରର...

କଂଗ୍ରେସର ଫାଇଟର ପାଇଲଟ୍‌ ଶତ୍ରୁ ଶିବିର ମୁହାଁ

ଜୟପୁର,୧୩।୭: ରାଜସ୍ଥାନରେ କ୍ଷମତାରେ ଥିବା କଂଗ୍ରେସ ସରକାରରେ ଫାଟ ସୃଷ୍ଟି ହୋଇଛି। ୨୦୧୮ ବିଧାନସଭା ନିର୍ବାଚନରେ କଂଗ୍ରେସ ଦଳର ଫାଇଟର ପାଇଲଟ୍‌ ବୋଲାଉଥିବା ସଚିନ ପାଇଲଟ୍‌ ଏବେ ଶତ୍ରୁ ଶିବିର ଭାଜପା ମୁହାଁ ହୋଇଥିବା ନେଇ ଚର୍ଚ୍ଚା ହେଉଛି। ୨୦୧୮ରେ...

ଜୁଲାଇ ୩୧ ଭିତରେ ମାଟ୍ରିକ ରେଜଲ୍ଟ, ଯୁକ୍ତ ୨ ଖାତା ମୂଲ୍ୟାୟନରେ ରହୁଛି ସମସ୍ୟା

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଜୁଲାଇ ୩୧ ଭିତରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୋମବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାଟ୍ରିକ ଖାତାଦେଖା ସରିଛି। ଏବେ ଟାବୁଲେସନ ଚାଲିଛି।...

ଗେହଲଟ୍‌ଙ୍କ ରାଜସ୍ଥାନରେ ଭାଜପାର ପାଇଲଟ୍‌ ପ୍ରୋଜେକ୍ଟ

ଜୟପୁର,୧୩।୭: ରାଜସ୍ଥାନରେ ଭାଜପାର ଅପରେଶନ୍‌ ଲୋଟସ୍‌ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ସଚିନ୍‌ ପାଇଲଟ୍‌ଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଫାଟର ଫାଇଦା ନେବାକୁ ଭାଜପା ଯୋଜନା କରୁଥିବା ଅଭିଯୋଗ ହେଉଛି। ଗେହଲଟ୍‌ଙ୍କ ରାଜସ୍ଥାନରେ ଭାଜପା ପାଇଲଟ୍‌ ପ୍ରୋଜେକ୍ଟ...

ପୁଣି ୬ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ଆଉ ୬ ଜଣଙ୍କ ଜୀବନ ଯାଇଛି। ଫଳରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି। ଏହି ୬ ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪ ଜଣ ଥିବା ବେଳେ କଟକ ଓ ଭୁବନେଶ୍ୱରରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri