Tag Archives: Home Middle

କ୍ୟାବିନେଟ୍‌ ବୈଠକରେ ୪ ନିଷ୍ପତ୍ତି: ୮୧ କୋଟିରୁ ଅଧିକ ଗରିବଙ୍କୁ ନଭେମ୍ବର ଯାଏଁ ମାଗଣା ରାଶନ

ନୂଆଦିଲ୍ଲୀ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କ୍ୟାବିନେଟ୍‌ ବୈଠକ ୭ ଲୋକ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୪ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଇପିଏଫ୍‌, ଗରିବ କଲ୍ୟାଣ ଯୋଜନା, ଏଗ୍ରି ଇନଫ୍ରା ଫଣ୍ଡ୍‌...

କଂଗ୍ରେସକୁ ଝଟ୍‌କା: ଗାନ୍ଧୀ ପରିବାର ଟ୍ରଷ୍ଟ୍‌ର ଯାଞ୍ଚ୍‌ କରିବ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ, ୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କଂଗ୍ରେସକୁ ଏକ ଝଟ୍‌କା ଦେଇଛନ୍ତି। ଗାନ୍ଧୀ ପରିବାର ଟ୍ରଷ୍ଟ୍‌ର ଯାଞ୍ଚ୍‌ ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଯୋଜନା କରାଯାଇଛି। ଏଥି ଲାଗି ଆନ୍ତଃ ମନ୍ତ୍ରଣାଳୟ କମିଟି ଗଠନ କରାଯାଇଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର...

ବିପଦ ପୁଣି ଘନେଇଲା: ଭାରତ କରୋନା ସଂକ୍ରମଣର ଏକ ନମ୍ବର ସ୍ଥାନରେ ରହିବା ଆଶଙ୍କା

ନୂଆଦିଲ୍ଲୀ, ୮।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ ବୁଧବାର ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୪୨ ହଜାର ୪୧୭ ଛୁଇଁଛି।...

ରାଜ୍ୟରେ କରୋନା ନେଲା ଆଉ ୬ ମୁଣ୍ଡ: ଅଛନ୍ତି ଗଞ୍ଜାମରୁ ୩ଜଣ

ଭୁବନେଶ୍ୱର, ୮।୭(ବ୍ୟୁରୋ): ବୁଧବାର ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୧, ରାୟଗଡ଼ାରୁ ୧ ଏବଂ କେନ୍ଦ୍ରାପଡ଼ାରୁ ୧ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା...

CORONAVIRUS UPDATE: ରାଜ୍ୟରେ ପୁଣି ୫୨୭ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ରେ ପହଞ୍ଚିଲା

ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୫୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ...

କରୋନା ବାୟୁରେ ବ୍ୟାପୁଛି: ପ୍ରମାଣକୁ ସ୍ବୀକାର କଲା ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୮।୭: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଆଗାମୀ ଦିନରେ ଏହା ସଙ୍କଟ ସୃଷ୍ଟି କରିବା ନିଶ୍ଚିତ ହୋଇଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କରୋନା ବାୟୁରେ ବ୍ୟାପୁଥିବା ପ୍ରମାଣିକ ତଥ୍ୟକୁ ସ୍ବୀକାର କରାଯାଇଛି। ଫଳରେ ସାରା...

ସଙ୍କଟରେ ସମନ୍ବୟ ଜରୁରୀ

ନୂଆଦିଲ୍ଲୀ,୮ା୭: ମହାମାରୀ କରୋନା ଭାରତକୁ ଅନେକ ଯନ୍ତ୍ରଣାଦାୟକ ଶିକ୍ଷା ଦେଇଛି। ପ୍ରଥମଟି ହେଲା ଆମେ ପ୍ରକୃତିର ନିର୍ମମ ଶୋଷଣ ଜାରି ରଖିପାରିବା ନାହିଁ। ସେହିପରି ଜଳବାୟୁ ସଙ୍କଟ, ଅନିଶ୍ଚିତ ପାଣିପାଗ, ବାୟୁ, ସ୍ଥଳ ଓ ସମୁଦ୍ରର ପ୍ରଦୂଷଣ ଭାରତ ତଥା...

ତାଳଚେର ସାର କାରଖାନା ପ୍ରକଳ୍ପ କାର୍ଯ୍ୟ ବନ୍ଦ

ନୂଆଦିଲ୍ଲୀ,୮।୭: ଭାରତ-ଚାଇନା ଯୁଦ୍ଧ ଲଦାଖର ଗଲ୍‌ଓ୍ବାନ ଉପତ୍ୟକାରେ ହୋଇଥାଇପାରେ, କିନ୍ତୁ ତାହାର ପ୍ରଭାବ ଦୂରଦୂରାନ୍ତରେ ପଡ଼ୁଛି। ଓଡ଼ିଶାର ଦୁଇଜଣ ଶହୀଦ ଚନ୍ଦ୍ରକାନ୍ତ ପ୍ରଧାନ ଓ ନନ୍ଦୁରାମ ସୋରେନ ପ୍ରଥମ ୨୦ ଭାରତୀୟ ମୃତ ଯବାନଙ୍କ ମଧ୍ୟରେ ଥିବାବେଳେ ଏବେ ଦୁଇଦେଶ...

କରୋନା ଛାଟ: ୨ ବର୍ଷ ଯାଏ ନୂଆ ପଦବୀ ନାହିଁ, ଅଫିସରଙ୍କୁ ଏସବୁ ମନା

ଭୁବନେଶ୍ୱର,୭।୭(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ଆର୍ଥିକ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଙ୍ଗଳବାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା ୨ ବର୍ଷ ଯାଏ ନୂଆ ପଦବୀ...

୩୦% କମିଲା ସିବିଏସ୍‌ଇ ସିଲାବସ୍‌

ନୂଆଦିଲ୍ଲୀ,୭।୭: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସିବିଏସ୍‌ଇ ଏହାର ସିଲାବସ୍‌ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛି। ଚଳିତ ବର୍ଷ ନବମରୁ ଦ୍ୱାଦଶ ଶ୍ରେଣୀ ଯାଏ ସିଲାବସ୍‌(ପାଠ୍ୟକ୍ରମ) ହ୍ରାସ ହେବ। ତେବେ...

CORONAVIRUS UPDATE: ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୨୧୭ ଆକ୍ରାନ୍ତ, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୬,୭୦୩କୁ ବୃଦ୍ଧି

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ଆଉ ୨୧୭ କରେନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୯୮ଜଣ ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୧୮, ବାଲେଶ୍ୱରରୁ ୧୬, ମୟୂରଭଞ୍ଜରୁ ୧୫, ବରଗଡ଼ରୁ ୧୩, କେନ୍ଦୁଝରରୁ ୧୨, ଝାରସୁଗୁଡ଼ାରୁ ୮,...

ରାଜଧାନୀରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ: ଆଜି ଚିହ୍ନଟ ହେଲେ ଆଉ ୨୯ ପଜିଟିଭ୍‌

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜଧାନୀରୁ ମଙ୍ଗଳବାର ୨୯ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪ ଲୋକାଲ କେସ୍‌, ୧୪ କ୍ୱାରାଣ୍ଟାଇନ୍‌ କେସ୍‌ ଏବଂ ଜଣେ ଜଣେ କୋଭିଡ୍‌ ଯୋଦ୍ଧା ରହିଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୭୯ରେ ପହଞ୍ଚିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri