Tag Archives: Home Middle

ବେକାବୁ ହେଲାଣି କଟକ ସହର: ପୁଣି ୭୪ କରୋନା ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୫ା୭: କଟକ ସହରରେ କରୋନା ସ୍ଥିତି ଏବେ ବେକାବୁ ହେଲାଣି। ପ୍ରତିଦିନ ଏଠାରୁ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ଯାହାକି ସହରବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ରବିବାର ପୁଣି ୭୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ...

ଦିଲ୍ଲୀରେ ସ୍ଥାପିତ ହେଲା ୧୦ ହଜାର ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟର

ନୂଆଦିଲ୍ଲୀ, ୫।୭: ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ ହଜାର ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟର ସ୍ଥାପିତ କରାଯାଇଛି। ଏହି ସେଣ୍ଟରର ପରିଦର୍ଶନ...

ରାଜଧାନୀରେ ମାଡ଼ିଚାଲିଛି କରୋନା : ଆଜି ପୁଣି ୧୯ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୪୩୩ରେ ପହଞ୍ଚିଲା

ଭୁବନେଶ୍ୱର,୫ା୭(ବ୍ୟୁରୋ): ରବିବାର ରାଜଧାନୀ ଭୁବନେଶ୍ୱରରେ ପୁଣି ୧୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ କ୍ୱାରାଣ୍ଟାଇନ୍‌ରୁ ଏବଂ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ସେହିପରି ୨ ଜଣ କୋଭିଡ୍‌ ଯୋଧ୍ୟା ମଧ୍ୟ କରୋନା...

ଭାରତୀୟ ଯବାନଙ୍କୁ ନିମ୍ନମାନର ସ୍ନୋ ସୁଟ୍‌ ଯୋଗାଉଥିବା କମ୍ପାନୀକୁ ବାରମ୍ବାର ମିଳୁଛି ଠିକା

ନୂଆଦିଲ୍ଲୀ, ୫।୭: ସିଆଚେନ୍‌ ଗ୍ଲାସିଅରରେ ମୁତୟନ ଥିବା ଭାରତୀୟ ଯବାନଙ୍କୁ ପ୍ରବଳ ଥଣ୍ଡାରୁ ସୁରକ୍ଷିତ ରହିବା ଲାଗି ସ୍ନୋ ସୁଟ୍‌ ଯୋଗାଇ ଦିଆଯାଉଛି। ଏହା ଶ୍ରୀଲଙ୍କାର ରେନ୍‌ଓ୍ବେର ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଯୋଗାଇ ଦିଆଯାଉଛି। ଏହି ସ୍ନୋ ସୁଟ୍‌ ଗୁଡ଼ିକ...

କରୋନା ସଂକ୍ରମଣ: ଭାରତ ଆମେରିକା-ବ୍ରାଜିଲ୍‌କୁ ଟପିବା ଆଶଙ୍କା

ନୂଆଦିଲ୍ଲୀ, ୫।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଇତିମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୭୩ ହଜାର ୯୪୭ରେ ପହଞ୍ଚିଛି। ଏବେ ଭାରତ ରୁଷ୍‌ ପାଖାପାଖି ପହଞ୍ଚି ଯାଇଛି। ରୁଷ୍‌ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ...

ଡରେଇଲାଣି କରୋନା: ରାଜ୍ୟରେ ଆଉ ୨ ମୁଣ୍ଡ ନେଲା; ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି

ଭୁବନେଶ୍ୱର,୫।୭(ବ୍ୟୁରୋ): ଡରାଇଲାଣି କରୋନା। ରବିବାର ଆଉ ୨ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ମୃତକ ଗଜପତି, ସୁନ୍ଦରଗଡ଼ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ବାଲେଶ୍ୱର ଜିଲାର...

ଶିବରାଜ-ସିନ୍ଧିଆ ଟଣାଓଟରା: ଛିଣ୍ଡୁନି ବିଭାଗ ଭାଗବଣ୍ଟା

ଭୋପାଳ, ୫।୭: ମଧ୍ୟପ୍ରଦେଶ ରାଜନୀତିରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମଧ୍ୟରେ ଟଣାଓଟରା ଜାରି ରହିଛି। ଇତିମଧ୍ୟରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ କରିବାକୁ ୩ ଦିନ ବିତିଲାଣି। ତେବେ କାହାକୁ କେଉଁ ବିଭାଗ ମିଳିବ ସେନେଇ ଭାଗବଣ୍ଟା...

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୬୯ ନୂଆ ସଂକ୍ରମିତ, ମୋଟ ଆକ୍ରାନ୍ତ ସଂଖ୍ୟା ୯ହଜାର ଟପିଲା

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜ୍ୟରେ ରବିବାର ୪୬୯ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୧୭ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୧୫୨ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୦୭୦କୁ ବୃଦ୍ଧି...

ସିଆର୍‌ପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ପୁଣି ଆକ୍ରମଣ: ଆଇଇଡ଼ି ବିସ୍ଫୋରଣ କଲେ ଆତଙ୍କବାଦୀ

ଶ୍ରୀନଗର, ୫।୭: ଜମ୍ମୁ-କଶ୍ମୀର ପୁଳଓ୍ବାମା ଜିଲାରେ ରବିବାର ପୁଣି ସିଆର୍‌ପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ସକାଳ ୭ଟା ୪୦ରେ ଆତଙ୍କବାଦୀମାନେ ୧୮୨ ବାଟାଲିୟନ ସିଆର୍‌ପିଏଫ୍‌ ଟିମ୍‌କୁ ଲକ୍ଷ୍ୟ କରି ଆଇଇଡ଼ି ବିସ୍ଫୋରଣ କରିଛନ୍ତି। ଏଥିରେ ଜଣେ...

ସରିଲା ରଥଯାତ୍ରା: ରହିବ ସ୍ମରଣୀୟ

ପୁରୀ ଅଫିସ,୫।୭: ଶେଷ ହୋଇଛି ୨୦୨୦ର ସ୍ବତନ୍ତ୍ର ଓ ସ୍ମରଣୀୟ ରଥଯାତ୍ରା। ବିଗତ ବର୍ଷରେ ଅନେକ ପ୍ରତିକୂଳ ପରିସ୍ଥିତି ଆସିଛି। ୧୮ଥର ଶ୍ରୀମନ୍ଦିର ଆକ୍ରମଣ ଯୋଗୁ ୨୨ଥର ସ୍ଥାନାନ୍ତର ହୋଇଛନ୍ତି ମହାପ୍ରଭୁ। ଏଥିପାଇଁ ବହୁବର୍ଷ ରଥଯାତ୍ରା ବନ୍ଦ ହୋଇଥିବା ବେଳେ...

ବିଦେଶରେ ଶିକ୍ଷା ସ୍ବପ୍ନ: ଉଦ୍‌ବେଗ ବଢ଼ାଇଲା ସର୍ଭେ ରିପୋର୍ଟ

ଭୁବନେଶ୍ୱର,୫।୭: ଡାକ୍ତରୀ ଶିକ୍ଷା ପାଇଁ ଓଡ଼ିଶାରେ ମାତ୍ର ୧୫୦୦ ସିଟ୍‌ ରହିଛି। ହେଲେ ଆଶାୟୀଙ୍କ ସଂଖ୍ୟା ଏହାଠାରୁ ୩୦ଗୁଣା ଅଧିକ ଅର୍ଥାତ୍‌ ୩୫ରୁ ୪୦ ହଜାର ରହୁଛି। ତେଣୁ ଛାତ୍ରୀଛାତ୍ର ଅନ୍ୟ ରାଜ୍ୟରେ ଥିବା ବିଭିନ୍ନ ମେଡିକାଲ କଲେଜରେ ଡାକ୍ତରୀ...

କ୍ୟାନ୍‌ସର ହସ୍ପିଟାଲରୁ ପୁଣି ୩୮ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ୍‌,୪ା୭: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏଠାରେ ଶନିବାର ପୁଣି ଆଉ ୩୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ନିରାପତ୍ତାରକ୍ଷା ହୋଇଥିବା ବେଳେ ଅନ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri