Tag Archives: Home Middle

କୋଭିଡ୍‌ ନିୟମ ଉଲ୍ଲଂଘନ କରି ବାହାଘର: ଗୋପାଳପୁର ମେ ଫେୟାର ହୋଟେଲ ସିଲ୍‌

ବ୍ରହ୍ମପୁର ଅଫିସ/ଗୋପାଳପୁର,୪ା୭- ଗଞ୍ଜାମ ଜିଲାରେ ଭୟଙ୍କର ରୂପ ନେଉଛି କରୋନା। ଏହାର ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ମାତ୍ର ସବୁ ନିୟମକୁ ଫୁ’ କରି ଗୋପାଳପୁର ଥାନା ଇଲାକାରେ ବ୍ରହ୍ମପୁର ସହରର ଜଣେ ପ୍ରତିଷ୍ଠିତ ହୋଟେଲ ମାଲିକଙ୍କ...

କାଲି ଲଞ୍ଚ ହେବ ଦେଶର ପ୍ରଥମ ଦେଶୀ ଆପ ଏଲିମେଣ୍ଟ୍ସ

ନୂଆଦିଲ୍ଲୀ,୪।୭-ଦିନକୁ ଦିନ ଦେଶରେ ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଭାରତରେ ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ସଂଖ୍ୟା ପାଖାପଖି ୫୦ କୋଟିରୁ ଅଧିକ ରହିଥିବା ଏକ ତଥ୍ୟରୁ ଜଣାପଡ଼ିଛି। ଏହାସତ୍ତ୍ୱେ ଦେଶରେ ସାମାଜିକ ଗଣମାଧ୍ୟମ ବଜାରରେ ବିଦେଶୀ କମ୍ପାନୀଙ୍କ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୯ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୪।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୯୧ ଜଣଥିବା ବେଳେ ଖୋର୍ଦ୍ଧାର୨୯, ଗଜପତିର ୨୬, ଝାରସୁଗୁଡାରୁ ୧୫, ବଲାଙ୍ଗୀରର ୧୨, ଜଗତସିଂପୁରର୧୧, ମୟୂରଭଞ୍ଜର ୧୧, ଯାଜପୁରର ୮, କେନ୍ଦ୍ରାପଡାରୁ...

ରାଜଧାନୀରେ ବଢ଼ୁଛି କରୋନା କାୟା: ପୁଣି ଚିହ୍ନଟ ହେଲେ ୪୫ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ଶନିବାର ଆଉ ୪୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୪ ହୋଇଛି। ସେଥିରୁ ୨୪୭ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୧୬୦...

ଚଳିତବର୍ଷ ହେବ ନାହିଁ ବୋଲ୍‌ବମ୍‌ ଯାତ୍ରା

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନା ତା’ର କାୟା ବିସ୍ତାର କରିଥିବା ବେଳେ ଏହା ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏଥିରୁ ରକ୍ଷା ପାଇବା ପାଇଁ ସରକାର ଗୋଟିଏ ପରେ ଗୋଟିଏ କଟକଣା ଜାରି କରିଚାଲିଛନ୍ତି। ବିଶେଷକରି ଭିଡ଼ ରୋକିବା...

କଟକ ସହର ଶଟ୍‌ଡାଉନ୍‌ ଘୋଷଣା

କଟକ ଅଫିସ, ୪।୭: କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇବା ପରେ କଟକ ସହରକୁ ଶନିବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ୮ ତାରିଖ ମଧ୍ୟରାତ୍ର ଯାଏ ଏହି ନିୟମ ବଳବତ୍ତର ରହିବ ବୋଲି କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ କୁହାଯାଇଛି।...

ଗଞ୍ଜାମରେ କରୋନା ସ୍ଥିତି ଅସମ୍ଭାଳ: ୨ ଆଇଏଏସ୍‌ ପରେ ଗଲେ ୬ ଓଏଏସ୍‌

ଭୁବନେଶ୍ୱର,୪।୭(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଗଞ୍ଜାମ ଜିଲା। ଗୋଟିଏ ପଟେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୬୦୧ରେ ପହଞ୍ଚିଥିବା ବେଳେ ସେଥିରୁ ୨୦୬୬ଜଣ ଗଞ୍ଜାମର। ଏପରିକି ଦିନକୁ ଦିନ ଗଞ୍ଜାମରେ ସ୍ଥିତି ଅସମ୍ଭାଳ ହେଉଥିବା ଦେଖିବାକୁ ମିଳୁଛି। ଫଳରେ ସର୍ବାଧିକ ଆକ୍ରାନ୍ତ...

କରୋନା ଜାଲରେ କଟକ ସହର: ଚିହ୍ନଟ ହେଲେ ଆଉ ୧୧ ଆକ୍ରାନ୍ତ

କଟକ ଅଫିସ, ୪।୭: କଟକରେ ଶନିବାର ଆଉ ୧୧ ନୂଆ କରୋନା ପଜିଟିଭ୍‌ କେସ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୧୬ ହୋଇଛି। ସେଥିରୁ ୨୨ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ଜଣଙ୍କ...

ବିଶ୍ୱ ଦରବାରରେ ଚମକିଲେ ଓଡ଼ିଆ ଝିଅ ବୈଶାଳୀ

ଭୁବନେଶ୍ୱର,୪।୭(ବ୍ୟୁରୋ): ବିଶ୍ୱ ଦରବାରରେ ଚମକିଲେ ଓଡ଼ିଆ ଝିଅ। ପୁରୀରେ ଜନ୍ମିତ ତଥା ଇଂଲଣ୍ଡର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଟପ୍ପର ବୈଶାଳୀ ମହାନ୍ତି ଜାତିସଂଘର ନୀତି ଅଧିକାରୀ ଭାବେ ନିଯୁକ୍ତ ଓଡ଼ିଶାକୁ ଗର୍ବିତ କରିଛନ୍ତି। ଜୁଲାଇ ପହିଲାରେ ସେ ନୂତନ ଦାୟିତ୍ୱ ଗ୍ରହଣ...

ବିପଦରେ ପୃଥିବୀ: କରୋନା ଯୋଗୁ ସୃଷ୍ଟି ହେବାରେ ଲାଗିଛି ନୂଆ ସଙ୍କଟ

ଓ୍ବାଶିଂଟନ/ନୂଆଦିଲ୍ଲୀ, ୪।୭: କରୋନା ମାହାମାରୀ ଯୋଗୁ ପୃଥିବୀ ଉପରେ ପୁଣି ଏକ ବିପଦ ମାଡ଼ି ଆସୁଛି। ଏବେ ଏହା ଦ୍ୱାରା ନୂଆ ସଙ୍କଟ ସୃଷ୍ଟି ହେବାରେ ଲାଗିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ମାସ୍କ ଏବଂ ଗ୍ଲୋଭସ୍‌ର ବ୍ୟବହାର...

CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ; ଅଛନ୍ତି ଗଞ୍ଜାମରୁ ୩, ଖୋର୍ଦ୍ଧାରୁ ୨

ଭୁବନେଶ୍ୱର, ଛତ୍ରପୁର, ୪।୭(ବ୍ୟୁରୋ/ଡି.ଏନ୍‌.ଏ.): ଶନିବାର ରାଜ୍ୟରେ କରୋନା ଆକ୍ରାନ୍ତରେ ଆଉ ୫ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୨ ଜଣ ଅଛନ୍ତି। ତେବେ ଗଞ୍ଜାମ ଜିଲାର ୩ ଆକ୍ରାନ୍ତ ପୁରୁଷ...

୨୪ ଘଣ୍ଟାରେ ୨୨ ହଜାରରୁ ଅଧିକ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ, ୪।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରେକର୍ଡ ଭାଙ୍ଗିଛି। ଏହି ସମୟ ମଧ୍ୟରେ ୨୨ ହଜାର ୭୭୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri