Tag Archives: Home Middle

CORONAVIRUS UPDATE: ରାଜ୍ୟରେ ପୁଣି ୪୯୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ ରେ ପହଞ୍ଚିଲା

ଭୁବନେଶ୍ୱର, ୪।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୪୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା...

କରୋନାରେ ପୁଅ ମୃତ୍ୟୁ ଖବର ଶୁଣି ବାପାଙ୍କ ଆତ୍ମହତ୍ୟା

କବିସୂର୍ଯ୍ୟନଗର,୩ା୭(ଡି.ଏନ୍‌.ଏ.)- କରୋନାରେ ଏକମାତ୍ର ପୁଅଙ୍କ ମୃତ୍ୟୁ ଖବର ଶୁଣି ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଅଞ୍ଚଳରେ। ମୃତକ ହେଲେ କବିସୂର୍ଯ୍ୟନଗର ଏନ୍‌ଏସିର ଟ୍ୟାକ୍ସ କଲେକ୍ଟ ଅଫିସର ରାଜକିଶୋର ଶତପଥୀ...

ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀଙ୍କୁ କରୋନା

ଇସ୍‌ଲାମାବାଦ,୩ା୭-ମହାମାରୀ କରୋନା ସାରାବିଶ୍ୱରେ କାୟାବିସ୍ତାର କରିଚାଲିଛି। ତେବେ ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମହମୁଦ କ୍ୟୁରେସି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। This...

ଘୁଞ୍ଚିଲା ଜେଇଇ, ନିଟ୍‌ ପରୀକ୍ଷା

ନୂଆଦିଲ୍ଲୀ ୩।୭- ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ଉନ୍ନତମାନର ଶିକ୍ଷା ପାଇଁ କେନ୍ଦ୍ର ସରକାର ଜେଇଇ ଓ ନିଟ୍‌ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି। Keeping in mind the safety of students and to ensure quality education we...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୨୦୩ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୫,୭୦୫କୁ ବୃଦ୍ଧି

ଭୁବନେଶ୍ୱର, ୩।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୫,୭୦୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୩୮ ଜଣ ରହିଛନ୍ତି। ସେହିପରି ଖୋର୍ଦ୍ଧା ୩୭, ଗଜପତି...

କରୋନା ଲକ୍ଷଣ ଲୁଚାଇଲେ ଆପଣ ଲୁଚିଯିବେ: ବାଗ୍‌ଚୀ

ଭୁବନେଶ୍ୱର,୩।୭(ବ୍ୟୁରୋ): ୪୫ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ଘରକୁ ଘର ବୁଲି ସର୍ଭେ ହେଉଛି। ଗାଁର ପ୍ରତି ଘର ଏବଂ ସହରର ପ୍ରତି ବସ୍ତି ଅଞ୍ଚଳରେ ସର୍ଭେ ହେବ। ଘର ଘର ବୁଲି ଆଶା, ଏଏନ୍‌ଏମ୍‌ କର୍ମୀ ଲକ୍ଷଣ ନେଇ...

ହୋମ୍‌ କ୍ୱାରାଣ୍ଟାଇନ୍‌ ପାଳନ ନ କରିି ଯମ କୋଳକୁ ଯାଉଛନ୍ତି: ବାଗ୍‌ଚୀ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ହେଲେ ଲୋକମାନଙ୍କ ମଧ୍ୟରେ ଭୟ ଓ ସଚେତନତା କମିଯାଉଥିବା ଦେଖିବାକୁ ମିଳୁଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର କରୋନା ମୁକାବିଲା କମିଟି ମୁଖ୍ୟ ତଥା ରାଜ୍ୟ ସରକାରଙ୍କ...

ଓଡ଼ିଶାରେ କରୋନା ଟେଷ୍ଟ ଫି’ ୨୨୦୦ ଟଙ୍କା

ଭୁବନେଶ୍ୱର,୩।୭(ବ୍ୟୁରୋ): ଏଣିକି ଘରୋଇ ଲ୍ୟାବ୍‌ରେ କରୋନା ଟେଷ୍ଟ କରାଇପାରିବେ। ଏଥିପାଇଁ ୨୨ଶହ ଟଙ୍କା ଫି’ ଦେବାକୁ ପଡ଼ିବ। ରାଜ୍ୟ ସରକାର ଆର୍‌ଟି-ପିସିଆର୍‌ ଟେଷ୍ଟ ପାଇଁ ସର୍ବାଧିକ ଫି’ ଧାର୍ଯ୍ୟ କରିଛନ୍ତି। ଜିଏସ୍‌ଟି ସହ ସର୍ବାଧିକ ଫି’ ୨୨ଶହ ଧାର୍ଯ୍ୟ କରାଯାଇଛି।...

ଲେହରେ ଗର୍ଜିଲେ ମୋଦି

ଲେହ,୩।୭: ସମସ୍ତଙ୍କୁ ଚକିତ କଲାଭଳି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେହ ଗସ୍ତ କରିଛନ୍ତି। ଏହି ଗସ୍ତ ଅବସରରେ ସେ ଚାଇନା ଉପରେ ଖୁବ୍‌ ବର୍ଷିଛନ୍ତି। ସେଠାରେ ସେ ଭାରତୀୟ ସେନାଙ୍କୁ ସମ୍ବୋଧନ ଦେବା ଅବସରରେ କହିଛନ୍ତି ବିସ୍ତାରବାଦର ଯୁଗ...

ଡରାଇଲାଣି କରୋନା: ରାଜଧାନୀରେ ଚିହ୍ନଟ ହେଲେ ୨୪ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରେ ୨୦ କ୍ୱାରାଣ୍ଟାଇନ୍‌ ଆକ୍ରାନ୍ତ ଥିବା ବେଳେ ୪ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ ବିଏମ୍‌ସି ପକ୍ଷରୁ ଅପରାହ୍ନରେ...

CORONAVIRUS UPDATE : ରାଜ୍ୟରେ କରୋନା ନେଲା ଆଉ ଦୁଇ ଜୀବନ, ୨୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯ରେ ପହଞ୍ଚିଛି। ମୃତକ ଦ୍ୱୟ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

CORONAVIRUS UPDATE: ବଢୁଛି କରୋନା ଭୟ, ରାଜ୍ୟରେ ଦିନକରେ ୫୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ସର୍ବାଧିକ ୫୬୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୦୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୪୨୫ ଜଣ କ୍ୱାରାଣ୍ଟାଇନ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri