Tag Archives: Home Middle

ରାଜଧାନୀରେ ମାଡୁଛି କରୋନା: ଚିହ୍ନଟ ହେଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଲୋକାଲ୍‌ କେସ୍‌ ରହିଥିବା ବେଳେ ୮ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ରହିଛି। ଏହାଛଡ଼ା ୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଅପରାହ୍ନରେ...

ମୂଳପୋଛ ହେବେ ଆତଙ୍କବାଦୀ: ହିଟ୍‌ଲିଷ୍ଟ୍‌ରେ ୧୨ଜଣ

ଶ୍ରୀନଗର, ୨।୭: ଜମ୍ମୁ-କଶ୍ମୀରରୁ ଆତଙ୍କବାଦୀଙ୍କୁ ମୂଳପୋଛ କରିବା ପାଇଁ ସ୍ଥାନୀୟ ପୋଲିସ ପକ୍ଷରୁ ଏକ ବଡ଼ଧରଣ ପଦକ୍ଷେପ ଗ୍ରହଣ କରାଯାଇଛି। କଶ୍ମୀର ଜୋନ୍‌ ପୋଲିସ ୧୨ ଜଣ ଆତଙ୍କବାଦୀଙ୍କ ହିଟ୍‌ଲିଷ୍ଟ୍‌ ପ୍ରସ୍ତୁତ କରାଯାଇଛି। ଏଥିରେ ଜୈଶ୍‌-ଇ-ମହମ୍ମଦ୍‌ର ୩ ଜଣ, ଲଶ୍କର-ଇ-ତୋଏବାର...

ଜୁଲାଇ-ଅଗଷ୍ଟରେ ଅଧିକ ହେବ କରୋନା ସଂକ୍ରମଣ

ନୂଆଦିଲ୍ଲୀ, ୨।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ତେବେ ଜୁଲାଇ ଏବଂ ଅଗଷ୍ଟରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାର ଯଥେଷ୍ଟ ଆଶଙ୍କା ରହିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ...

ଦିଲ୍ଲୀ ଦଙ୍ଗା ପାଇଁ ସୌଦିରୁ ଆସିଥିଲା ଟଙ୍କା

ନୂଆଦିଲ୍ଲୀ, ୨।୭: ଦିଲ୍ଲୀରେ ହୋଇଥିବା ଦଙ୍ଗା ପାଇଁ ସୌଦିରୁ ଟଙ୍କା ଆସିଥିଲା। ଏନେଇ ପୂର୍ବରୁ ପ୍ରସ୍ତୁତି ହୋଇଥିଲା। ସୌଦି ସହିତ ଦେଶର କେତେକ ଅଞ୍ଚଳରୁ ମଧ୍ୟ ଆର୍ଥିକ ସହାୟତା ଦଙ୍ଗାକାରୀଙ୍କ ପାଖରେ ପହଞ୍ଚିଥିବା ପୋଲିସ କହିଛି। ଜାମିଆ ଛାତ୍ର ନେତା...

CORONAVIRUS UPDATE: ରାଜ୍ୟରେ ପୁଣି ୨୨୯ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତ ସଂଖ୍ୟା ୭୫୪୫କୁ ବୃଦ୍ଧି

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି ୨୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୯୩ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଓ ୩୬ଜଣ ସ୍ଥାନୀୟ ଅଞ୍ଚଳର।...

ମିଳୁନି ସରକାରୀ ବିହନ, ଚାଷୀ ହଇରାଣ

କେନ୍ଦୁଝର,୨।୭ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ଚାଷୀଙ୍କୁ ମିଳୁନି ସରକାରୀ ବିହନ। ଚାଷ ପାଇଁ ଚାଷୀ ଅଣ୍ଟା ଭିଡ଼ି କ୍ଷେତ ପ୍ରସ୍ତୁତ କରି ସାରିଥିବା ବେଳେ ବିହନ ମିଳୁ ନ ଥିବାରୁ ଚିନ୍ତାରେ ରହିଛନ୍ତି। ବିକ୍ରୟ କେନ୍ଦ୍ର ତଥା ଲ୍ୟାମ୍ପ୍‌ସରୁ ବିହନ ନ...

ରାଜ୍ୟରେ ପୁଣି ବଢିଲା ବସ୍‌ ଭଡ଼ା: କିଲୋମିଟର ପିଛା ନୂଆ ଦର କେତେ ହେଲା ଜାଣନ୍ତୁ…

ଭୁବନେଶ୍ୱର,୧ା୭(ବ୍ୟୁରୋ)-ରାଜ୍ୟରେ ପୁଣି ବସ୍‌ ଭଡ଼ା ବୃଦ୍ଧି ପାଇଛି। ୧୫ ଦିନ ମଧ୍ୟରେ ଦୁଇଥର ବସ୍‌ ଭଡ଼ା ବଢିଲାଣି। ୨୦୨୦ ଜୁନ୍‌ ୧୬ ତାରିଖରେ ରାଜ୍ୟ ସରକାର ଭଡ଼ା ବୃଦ୍ଧି କରିଥିଲେ। ଗତ କିଛିଦିନ ହେବ ଡିଜେଲ ଓ ପେଟ୍ରୋଲ ଦର...

ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ ରଥ

ପୁରୀ ଅଫିସ,୧।୭-ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡିଛନ୍ତି ତିନିଠାକୁର। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କର ଦର୍ପଦଳନ ରଥ ସିଂହଦ୍ୱାରରେ ପହଞ୍ଚିବା ପରେ ଶେଷ ହୋଇଛି ବାହୁଡା ଯାତ୍ରା। ସେବାୟତମାନେ ତିନି ରଥରେ ତିନି ଠାକୁରଙ୍କୁ ଟାଣି ଟାଣି...

ନାବାଳିକାଙ୍କୁ ବଳାତ୍କାର ଘଟଣା: ପୂର୍ବତନ ଆଇଆଇସି ଆନନ୍ଦ ମାଝି ଗିରଫ

କଟକ ଅଫିସ,୧।୭-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାର ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ବୁଧବାର କ୍ରାଇମବ୍ରାଞ୍ଚର ଏକ ସ୍ବତନ୍ତ୍ର ଟିମ୍‌ ଗିରଫ କରିଛି। ଏ ନେଇ ପୋଲିସ ଡିଜି ଅଭୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ତାଙ୍କୁ ଅନୁଗୋଳ ଜିଲା ହଣ୍ଡପା...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୬୪ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୫,୩୫୩କୁ ବୃଦ୍ଧି

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ଆଉ ୧୬୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୪୮ଜଣ ଅଛନ୍ତି। ସେହିଭଳି ଜଗତସିଂହପୁରର ୩୧, ବାଲେଶ୍ୱରର ୨୬, କଟକ ୨୫, ଯାଜପୁର-ଖୋର୍ଦ୍ଧାର ୧୨, କେନ୍ଦ୍ରାପଡ଼ା-ସୁନ୍ଦରଗଡ଼ର ୩, କେନ୍ଦୁଝରର ୨ ଏବଂ ଭଦ୍ରକ-ନୟାଗଡ଼ର...

ଦଳର କାର୍ଯ୍ୟକର୍ତ୍ତା ନିଯୁକ୍ତ କଲେ ନବୀନ: ପ୍ରଥମ ଥର ପାଇଁ ୯ ଉପସଭାପତିଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୧।୭(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି) ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦଳର କାର୍ଯ୍ୟକର୍ତ୍ତା ନିଯୁକ୍ତ କରିଛନ୍ତି। ସେ ୮ ବରିଷ୍ଠ ଉପସଭାପତି, ୯ ଉପସଭାପତି, ଜଣେ ସାଧାରଣ ସମ୍ପାଦକଙ୍କୁ ନିଯୁକ୍ତ କରିଛନ୍ତି। ବରିଷ୍ଠ ଉପସଭାପତି ଭାବେ ଅନଙ୍ଗ...

ରାଜଧାନୀରେ ମାଡ଼ି ଚାଲିଛି କରୋନା: ଚିହ୍ନଟ ହେଲେ ୧୨ ନୂଆ ଆକ୍ରାନ୍ତ; ଜାଣନ୍ତୁ କେଉଁ ଅଞ୍ଚଳର କେତେ

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ବୁଧବାର ଆଉ ୧୨ ନୂଆ କୋଭିଡ ପଜିଟିଭ୍‌ ମାମଲା ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରେ ୪ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ଥିବାବେଳେ ୮ ଲୋକାଲ୍‌ କେସ୍‌ ରହିଛି। ନୂଆ ହୋମ୍‌ କ୍ୱାରାଣ୍ଟାଇନ୍‌ ଆକ୍ରାନ୍ତଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri