Tag Archives: Home Middle

୩୦ ସପ୍ତାହ ଭୃଣକୁ ଗର୍ଭପାତ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୨।୪: ବମ୍ବେ ହାଇକୋର୍ଟଙ୍କ ରାୟକୁ ଖାରଜ କରି ବଳାତ୍କାର ଶିକାର ହୋଇଥିବା ୧୪ ବର୍ଷ ବୟସ୍କା ନାବାଳିକାଙ୍କୁ ୩୦ ସପ୍ତାହ ଭୃଣ ଗର୍ଭପାତ କରିବାକୁ ଅନୁମତି ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ଙ୍କ ନେତୃତ୍ୱରେ ଏକ ବେଞ୍ଚ...

ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି

ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ସେହି ଦିନ ସେ ପ୍ରଥମେ ତାରା...

ପୃଥିବୀର ନିକଟତର ଡେଭିଲ୍‌ ଧୂମକେତୁ: ୭୧ ବର୍ଷ ପରେ ବିରଳ ସଂଯୋଗ

ମୁମ୍ବାଇ,୨୨ା୪:ଡେଭିଲ ଧୂମକେତୁ ଭାବେ ପରିଚିତ ‘୧୨ପି/ପୋନ୍ସ-ବ୍ରୁକ୍ସ’ ରବିବାର ପୃଥିବୀର ନିକଟତର ହୋଇଛି। ୭୧ ବର୍ଷ ପରେ ଘଟିଥିବା ଏହି ବିରଳ ସଂଯୋଗ ଭାରତୀୟ ତଥା ବିଶ୍ୱର ବୈଜ୍ଞାନିକମାନଙ୍କୁ ରୋମାଞ୍ଚତ୍ତ କରିଛି। ସୂର୍ଯ୍ୟଙ୍କୁ ପରିକ୍ରମା କରୁଥିବା ଏହି ଧୂମକେତୁ ମାର୍ଚ୍ଚ ପ୍ରଥମ...

ନିଜ ସ୍ତ୍ରୀ ଆଗରେ ମହିଳାଙ୍କୁ କଲେ ବଳାତ୍କାର, ନଗ୍ନ ଫଟୋ ଦେଖାଇ ଧର୍ମ ବଦଳାଇବାକୁ କଲେ ବ୍ଲାକମେଲ୍

ନୂଆଦିଲ୍ଲୀ, ୨୨।୪: କର୍ଣ୍ଣାଟକରେ ୨୮ ବର୍ଷ ବୟସ୍କା ବିବାହିତା ମହିଳାଙ୍କୁ କିଛି ବ୍ୟକ୍ତି ତାଙ୍କ ନଗ୍ନ ଫଟୋ ଦେଖାଇ ବ୍ଲାକମେଲ ମାଧ୍ୟମରେ ଇସଲାମ ଧର୍ମ ଗ୍ରହଣ କରିବାକୁ ବାଧ୍ୟ କରିଥିବା ଅଭିଯୋଗରେ ୭ ଜଣଙ୍କ ବିରୋଧରେ ଏଫଆଇଆର ଦାଖଲ ହୋଇଛି।...

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା, ତାତିରୁ ମିଳିବ ଆଶ୍ଵସ୍ତି

ଭୁବନେଶ୍ୱର,୨୨ା୪: ସୋମବାର ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ଘଡ଼ଘଡ଼ି ସହ ବର୍ଷା ଓ ପବନ ଯୋଗୁଁ କ୍ଷୟକ୍ଷତି ମଧ୍ୟ ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଗତକାଲି ଠାରୁ କଳାବୈଶାଖୀ ପ୍ରକ୍ରିୟା ପାଇଁ ସୋମବାର...

ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଲା ନାସା

ନ୍ୟୁୟର୍କ,୨୧।୪: ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଛି ଆମେକାର ସ୍ପେସ୍‌ ଏଜେନ୍ସି ନାସା। ନାସା ମୁଖ୍ୟ ବିଲ ନେଲସନ, ଚାଇନା ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରି କହିଛନ୍ତି ଯେ, ସେମାନେ (ଚାଇନା) ମହାକାଶରେ ଏକ ଗୁପ୍ତ ସାମରିକ କାର୍ଯ୍ୟକ୍ରମ...

ପାଣି ବୋତଲ ପାଇଁ ନୂଆ ନିୟମ ଆଣିବେ କେନ୍ଦ୍ର ସରକାର

ଭୁବନେଶ୍ୱର,୨୨ା୪((ଅନୁରାଧା ମହାରଣା): ବଜାରରେ ବିକ୍ରି ହେଉଥିବା ପାଣି ବୋତଲକୁ ନେଇ ନୂଆ ନିୟମ ଲାଗୁ ହେବାକୁ ଯାଉଛି। କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରଣାଳୟ ଏନେଇ ଯୋଜନା ପ୍ରସ୍ତୁତ କରିଛି। ଏଣିକି ପାଣି ବୋତଲ କମ୍ପାନୀଗୁଡ଼ିକୁ ବ୍ୟୁରୋ ଅଫ୍‌ ଇଣ୍ଡିଆନ...

ସ୍ବାସ୍ଥ୍ୟ ବୀମା ପାଇଁ ଆସିଲା ନୂଆ ନିୟମ: ଏଣିକି…

ନୂଆଦିଲ୍ଲୀ,୨୨ା୪:ସ୍ବାସ୍ଥ୍ୟ ବୀମା କ୍ରୟ କ୍ଷେତ୍ରରେ ପୂର୍ବରୁ ରହିଆସିଥିବା ସର୍ବୋଚ୍ଚ ବୟସ ସୀମା ୬୫ ବର୍ଷକୁ ଇନ୍‌ସ୍ୟୁରାନ୍ସ ରେଗୁଲେଟୋରି ଆଣ୍ଡ୍‌ ଡେଭେଲପ୍‌ମେଣ୍ଟ ଅଥରିଟି ଅଫ୍‌ ଇଣ୍ଡିଆ (ଆଇଆର୍‌ଡିଏଆଇ) ପକ୍ଷରୁ ହଟାଇ ଦିଆଯାଇଛି। ଫଳରେ ଏଣିକି ଜଣେ ବ୍ୟକ୍ତି ୬୫ ବର୍ଷ ବୟସରେ...

ଭ୍ରଷ୍ଟାଚାରୀ ବଡ଼ ପଦାଧିକାରୀ: ଇଣ୍ଡିଆ

ରାଞ୍ଚତ୍,୨୨ା୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ନୀତି ବିରୋଧରେ କହୁଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଓ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ମିଥ୍ୟା ଅଭିଯୋଗରେ ସେ ଜେଲରେ ପୂରାଇଛନ୍ତି। ପ୍ରଧାନମନ୍ତ୍ରୀ ଯେତେବେଳେ ଦୁର୍ନୀତି ବିରୋଧରେ କୁହନ୍ତି, ମନେହୁଏ ସତେଯେମିତି ଓସାମା...

ମୋଦି କହିଲେ ଯାହାର ଅଧିକ ସନ୍ତାନ, ତାଙ୍କୁ ଅଧିକ ଅଧିକାର ଦେବ କଂଗ୍ରେସ, ପ୍ରତିକ୍ରିୟା ରଖିଲେ ପଓ୍ବନ ଖେଡା

ନୂଆଦିଲ୍ଲୀ,୨୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କଂଗ୍ରେସ ଦଳକୁ ଆଦିବାସୀଙ୍କ କଲ୍ୟାଣକୁ ଅଣଦେଖା କରିଥିବା ଅଭିଯୋଗ କରିଛନ୍ତି। ରାଜସ୍ଥାନର ବାନସୱାରାରେ କଂଗ୍ରେସକୁ ଟାର୍ଗେଟ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, କଂଗ୍ରେସ ସହରାଞ୍ଚଳ ନକ୍ସଲମାନଙ୍କ କବଳରେ ଅଛି। କଂଗ୍ରେସର ମନିଫେଷ୍ଟୋ ହେଉଛି...

ଜଳୁଛି ଓଡ଼ିଶା: ୪୩ ଉପରେ ୯ସହର ତାପମାତ୍ରା

ଭୁବନେଶ୍ୱର, ୨୧।୪(ଅସମାପିକା ସାହୁ)- ରାଜ୍ୟରେ ବାରିପଦା ପୁଣି ରବିବାର ଉତ୍ତପ୍ତ ସହର ପାଲଟିଛି। ସର୍ବୋଚ୍ଚ ଦିନ ତାପମାତ୍ରା ୪୪.୬ଡିଗ୍ରୀ ସେଲସିୟସ ସହିତ ବାରିପଦା ଉତ୍ତପ୍ତ ସହର ରହିଥିଲା। ୩୦ସହରରେ ତାପମାତ୍ରା ୪୦ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଥିବା ବେଳେ ୯ସହରରେ...

ଏହି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା:ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୧।୪: ଆସନ୍ତା ନିର୍ବାଚନକୁ ନେଇ ଏବେ ରାଜ୍ୟରେ ରାଜନୀତି ସରଗରମ ରହିଛି। ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ନାମାଙ୍କନ ପ୍ରକ୍ରିୟ ମଧ୍ୟ ଆରମ୍ଭ ହୋଇଯାଇଛି। ଏସବୁ ଭିତରେ ଭାଜପା ପକ୍ଷରୁ ରବିବାର ଜୟପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri