Tag Archives: Home Middle

୨ରେ ପ୍ରବଳ ବର୍ଷା: ୪ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୮।୬(ବ୍ୟୁରୋ)- ରାଜ୍ୟରେ ଏବେ ମୌସୁମୀ ଦୁର୍ବଳ ରହିଛି। ତେଣୁ କିଛି ସ୍ଥାନରେ ବର୍ଷା ହେଉଛି। ଏଥିସହ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପ ପରିମାଣ ବର୍ଷା ହେବାକୁ...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୭ ଆକ୍ରାନ୍ତ, ମୋଟ ସୁସ୍ଥଙ୍କ ସଂଖ୍ୟା ୪,୭୪୩ରେ ପହଞ୍ଚିଲା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଆଉ ୧୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୪ ହଜାର ୭୪୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ରବିବାର...

ଚିନ୍ତା ବଢ଼ାଇଲାଣି ରାଜଧାନୀ: ଆଜି ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ; ଅଛନ୍ତି ୫ ପୁରୁଷ-ଜଣେ ମହିଳା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜଧାନୀରେ ଆଉ ୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୩ଜଣ ହୋମ୍‌୍‌ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୩ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୯୨କୁ ବୃଦ୍ଧି ପାଇଛି। ସେଥିରୁ ୧୬୫ଜଣ...

ରଥର ଦକ୍ଷିଣମୋଡ଼ ଆରମ୍ଭ

ପୁରୀ ଅଫିସ,୨୮ା୬: ଭାଇଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ ଏବେ ଜନ୍ମବେଦୀରେ ଲୀଳା କରୁଛନ୍ତି। ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆସନ୍ତା ଜୁଲାଇ ୧ ତାରିଖ ବାହୁଡ଼ା ତିଥିରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ରବିବାରଠାରୁ ବାହୁଡ଼ାଯାତ୍ରାର ପ୍ରସ୍ତୁତି...

ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ

ଭୁବନେଶ୍ୱର,୨୮।୬(ବ୍ୟୁରୋ): କରୋନାରେ ଆଉ ୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ଭୁବନେଶ୍ୱର, କଟକ ଏବଂ ଗଞ୍ଜାମ ଜିଲାର ଜଣେ ଲେଖାଏ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର...

ଭାରତ ବନ୍ଧୁତାକୁ ସମ୍ମାନ ଦେବା ସହିତ ଆଖିରେ ଆଖି ମିଶାଇ ଜବାବ ବି ଦେଇପାରେ: ମୋଦି

ନୂଆଦିଲ୍ଲୀ, ୨୮।୬: ଭାରତ ବନ୍ଧୁତାକୁ ସମ୍ମାନ ଦେଇଥାଏ। ସେହିପରି ଆବଶ୍ୟକ ପଡ଼ିଲେ ଆଖିରେ ଆଖି ମିଶାଇ ଜବାବ ଦେବାକୁ ବି ସକ୍ଷମ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୬୬ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି।...

CORONAVIRUS UPDATE: ଆଜି ରାଜ୍ୟରେ ୨୬୪ ଆକ୍ରାନ୍ତ ଚିହ୍ନଟ; ମୋଟ ସଂକ୍ରମିତଙ୍କ ସଂଖ୍ୟା ୬,୬୧୪କୁ ବୃଦ୍ଧି

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୪ଜଣ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩୦ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬,୬୧୪ରେ ପହଞ୍ଚିଛି। ତନ୍ମଧ୍ୟରୁ ୪୬୦୬ଜଣ...

୬ ମାସରେ ୧ରୁ ୧କୋଟି ଛୁଇଁଲା କରୋନା

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୮।୬: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ୨୦୬ଟି ଦେଶରେ କରୋନା ନିଜର କାୟା ବିସ୍ତାର କରିସାରିଛି। କରେନା ସଂକ୍ରମଣର ପ୍ରଥମ ଘଟଣା ୨୦୧୯ ଡିସେମ୍ବରରେ ଚିହ୍ନଟ ହୋଇଥିଲା। ଏହାପରେ ମାତ୍ର ୬ ମାସ...

ଓଡ଼ିଶାରୁ ମୁହଁ ଫେରାଉଛନ୍ତି ଶିଳ୍ପସଂସ୍ଥା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଆଲୁମିନିୟମ, ଇସ୍ପାତ, ଆଲୁମିନା, ସାର, ପେଟ୍ରୋ କେମିକାଲ, ପ୍ଲାଷ୍ଟିକ, ସିମେଣ୍ଟ ଭଳି ବୃହତ୍‌ ଶିଳ୍ପ ସାଙ୍ଗକୁ କୃଷି, ଖାଦ୍ୟ ପ୍ରକ୍ରିୟାକରଣ, ସ୍ବାସ୍ଥ୍ୟ, ପର୍ଯ୍ୟଟନ, ପ୍ରତିରକ୍ଷା, ଶକ୍ତି, ସୂଚନା ପ୍ରଯୁକ୍ତି କ୍ଷେତ୍ର ପାଇଁ ବୃହତ୍‌ ପୁଞ୍ଜିନିବେଶ ହେବ। ବେକାର...

୨୧ ଦିନ ଧରି ବଢୁଛି ତେଲ ଦର

ଭୁବନେଶ୍ୱର,୨୮।୬(ବ୍ୟୁରୋ): ଗତ ୨୧ ଦିନ ହେବ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢି ଚାଲିଛି। କରୋନା ପାଇଁ ବର୍ତ୍ତମାନ ଲୋକମାନେ ବିଭିନ୍ନ ସମସ୍ୟାରେ ଥିବା ବେଳେ ତେଲ ଦରରେ ବିରତି ଲାଗୁ ନ ଥିବାରୁ ଏହା ଖାଉଟିଙ୍କୁ ସମସ୍ୟାରେ...

ମନ୍ତେଇ ଘାଟରେ ବିପଦପୂର୍ଣ୍ଣ ଯାତ୍ରା: ଦଉଡ଼ିରେ ଝୁଲୁଛି ଯାତ୍ରୀଙ୍କ ଜୀବନ

ଭଦ୍ରକ ଅଫିସ, ୨୮ା୬-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମେଦ ପଞ୍ଚାୟତର ଚାରବାଟିଆ ମନ୍ତେଇ ନଦୀଘାଟରେ ଦୈନିକ ହଜାର ହଜାର ଲୋକ ବିପଦପୂର୍ଣ୍ଣ ଭାବେ ଡଙ୍ଗା ମାଧ୍ୟମରେ ଯାତ୍ରା କରୁଛନ୍ତି। ଘାଟିଆ ନଦୀର ଉଭୟପଟେ ଦଉଡି ବାନ୍ଧି ତାହାରି ଭରସାରେ ଯାତ୍ରୀମାନଙ୍କୁ...

ଲୋକଙ୍କ ଅଭିନବ ପ୍ରତିବାଦ: କାଦୁଅ ରାସ୍ତାରେ ଧାନ ବୁଣିଲେ

ସୋର, ୨୮ା୬(ଡି.ଏନ.ଏ.)-ରାସ୍ତା ମରାମତି ପାଇଁ ସ୍ଥାନୀୟ ଲୋକପ୍ରତିନିଧିଙ୍କଠାରୁ ଆରମ୍ଭ କରି ପ୍ରଶାସକ ଯାଏ କେହି ନ ଶୁଣିବାରୁ ଉପାୟଶୂନ୍ୟ ହୋଇ ଗାଁ ଲୋକେ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ସୋର ବ୍ଲକ ଅଧୀନ ମୁଳିସିଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri