Tag Archives: Home Middle

ଅନ୍ଧାରରେ ତିନି ରଥ

ପୁରୀ ଅଫିସ,୨୩।୬: ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ଅଞ୍ଚଳରେ ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ହୋଇଥିଲା। ଫଳରେ ପ୍ରାୟ ଦେଢ଼ ଘଣ୍ଟା  ଧରି ମହାପ୍ରଭୁ ଅନ୍ଧାରରେ ରହିଥିଲେ । କୌଣସି ବିକଳ୍ପ ବ୍ୟବସ୍ଥା ନ ଥିବାରୁ ଅନ୍ଧାରରେ ତିନି ରଥ ରହିଥିବା ସୂଚନା...

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ

ପୁରୀ ଅଫିସ, ୨୩।୬: ଶେଷରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀଜଗନ୍ନାଥ। ଶରଧାବାଲିରେ ବଡ଼ ଠାକୁର ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କ ରଥ ପହଞ୍ଚିଥିଲା। ଶେଷରେ ୫ଟା ୧୦ରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଗୁଣ୍ଡିଚା ମନ୍ଦିରେ ସମ୍ମୁଖରେ ପହଞ୍ଚିଛି। ଅପରାହ୍ନ ୪ଟା...

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ତାଳଧ୍ୱଜ ରଥ

ପୁରୀ ଅଫିସ, ୨୩।୬: ନବ ଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଭାଉଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀକୁ ଯାତ୍ରା କରୁଛନ୍ତି ମହାପ୍ରଭୁ। ପ୍ରଥମେ ପୂର୍ବାହ୍ନ ୧୧ଟା ୫୫ରେ ସିଂହଦ୍ୱାର ସମ୍ମୁଖକୁ ଗଡ଼ିଥିଲା ବଡ଼ ଠାକୁର ବଳଭଦ୍ରଙ୍କ ରଥ। ଏକ ଘଣ୍ଟା ବ୍ୟବଧାନରେ...

ଶେଷରେ ଗଡ଼ିଲା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ

ପୁରୀ ଅଫିସ, ୨୩।୬: ବହୁ ପ୍ରତୀକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି ତିନି ରଥ। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପଛକୁ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡିଥିଲା। ଶେଷରେ ୧ଟା ୫୫ ମିନିଟରେ ଗଡ଼ିଲା...

ଶ୍ରୀଗୁଣ୍ଡିଚା ଅଭିମୁଖେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ

ପୁରୀ ଅଫିସ, ୨୩।୬: ବହୁ ପ୍ରତିକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ବାହାରିଛନ୍ତି। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡିବା ପରେ ଏହା ପଛକୁ ଅର୍ଥାତ୍‌ ୧୨ଟା ୫୫ରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ...

ରଥଟଣା ଆରମ୍ଭ: ଗୁଣ୍ଡିଚା ମନ୍ଦିର ଅଭିମୁଖେ ବଡ ଠାକୁର ବଳଭଦ୍ରଙ୍କ ରଥ

ପୁରୀ ଅଫିସ, ୨୩।୬: ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଛେରା ପହଁରା ଶେଷ ହେବା ପରେ ଆରମ୍ଭ ହୋଇଛି ରଥଟଣା। ନିର୍ଦ୍ଧାରିତ ସମୟର ସମୟର ମାତ୍ର ୨ ମିନିଟ ପୂର୍ବରୁ ଅର୍ଥାତ୍‌ ୧୧ଟା ୫୮ରେ ରଥଟଣା ଆରମ୍ଭ ହୋଇଛି। ପ୍ରଥମେ...

ରଥ ଉପରେ ଗଜପତି ମହାରାଜାଙ୍କ ଛେରା ପହଁରା ଆରମ୍ଭ

ପୁରୀ ଅଫିସ, ୨୩।୬: ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟ ରଥ ଉପରେ ମହାପ୍ରଭୁଙ୍କୁ ଦର୍ଶନ କରିସାରିବା ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ପହଞ୍ଚି ଛେରା ପହଁରା ଆରମ୍ଭ କରିଛନ୍ତି। ପୂର୍ବାହ୍ନ ୧୦.୪୫ରେ ଗଜପତି ମହାରାଜା ପ୍ରଥମେ ବଳଦେବଙ୍କ ତାଳଧ୍ୱଜ ରଥରେ ଛେରା...

ଶିଷ୍ୟଙ୍କ ସହ ୩ ରଥରେ ବିଗ୍ରହମାନଙ୍କୁ ଦର୍ଶନକଲେ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୨୩।୬: କଟକଣାଯୁକ୍ତ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି ପରେ ଚଳଚଞ୍ଚଳ ହୋଇଉଠିଛି ବଡ଼ଦାଣ୍ଡ। ସକାଳୁ ସକାଳୁ ଶେଷ ହୋଇଛି ଚତୁର୍ଦ୍ଦା ମୂର୍ତ୍ତିଙ୍କ ପହଣ୍ଡି ନୀତି। ପହଣ୍ଡି ବିଜେ ପରେ ରଥାରୂଢ଼ ୩ ଠାକୁରଙ୍କୁ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ...

ପାକିସ୍ତାନର ଷଡ଼ଯନ୍ତ୍ର: ଅସ୍ତ୍ରବିରତି ପଛରେ ଆତଙ୍କବାଦୀ ଅନୁପ୍ରବେଶ ଉଦ୍ଦେଶ୍ୟ

ଶ୍ରୀନଗର, ୨୩।୬: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରହିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଉଛି। ଲଦାଖ ସୀମାରେ ଚାଇନା ସହିତ ଭାରତର...

ପୁରୀ ସେବାୟତଙ୍କୁ କରୋନା: କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ

ପୁରୀ ଅଫିସ୍‌,୨୩।୬: ସୁପ୍ରିମକୋର୍ଟ ରଥଯାତ୍ରା ପାଇଁ ଅନୁମତି ଦେବା ପରେ ମଙ୍ଗଳବାର ନୀତି ନିର୍ଘଣ୍ଟ ଅନୁଯାୟୀ ରଥଯାତ୍ରା ଆରମ୍ଭ ହୋଇଛି। ଏପଟେ ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ...

ରଥରେ ବିଜେ କଲେ ତିନି ଠାକୁର

ପୁରୀ ଅଫିସ: ୨୩।୬ : ପୁରୀ ରଥଯାତ୍ରା ଲାଗି ମଙ୍ଗଳବାର ପ୍ରାତଃରୁ ନୀତିକାନ୍ତି ଆରମ୍ଭ ହୋଇଯାଇଛି। ସକାଳ ୭ରୁ ପହଣ୍ଡି ଆରମ୍ଭହୋଇ ୯ଟା ମଧ୍ୟରେ ଶେଷ ହୋଇଛି। ପ୍ରଭୁ ସୁଦର୍ଶନ ରଥରେ ବିଜେ କରିବା ପରେ ବଡ଼ ଠାକୁର ବଳଭଦ୍ରଙ୍କୁ...

ଗୁଣ୍ଡିଚାଯାତ୍ରା: ପହଣ୍ଡି ଆରମ୍ଭ

ପୁରୀ ଅଫିସ,୨୩।୬: ବିଶ୍ୱପ୍ରସିଦ୍ଧ ପୁରୀ ଗୁଣ୍ଡିଚାଯାତ୍ରା ମଙ୍ଗଳବାର ପ୍ରାତଃରୁ ଆରମ୍ଭ ହୋଇଯାଇଛି। ଭାଇ, ଭଉଣୀଙ୍କୁ ସାଙ୍ଗରେ ଧରି ମହାପ୍ରଭୁ ଜଗନ୍ନାଥ ୯ ଦିନ ପାଇଁ ମାଉସୀ ମା’ଙ୍କ ଗୁଣ୍ଡିଚା ମନ୍ଦିର ଯାତ୍ରା କରିବେ। ଏ ନେଇ ପ୍ରତଃରୁ ନୀତିକାନ୍ତି ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri