Tag Archives: Home Middle

CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ମୃତକଙ୍କ ମଧ୍ୟରେ ବରଗଡ଼ ଜିଲାର ଜଣେ ୭୬ ବର୍ଷୀୟ ବୃଦ୍ଧ ଥିବା ବେଳେ ଜଣେ ଗଞ୍ଜାମ ଜିଲାର ୪୯ ବର୍ଷୀୟ ବ୍ୟକ୍ତି ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ...

CORONAVIRUS UPDATE: ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମଣ; ଆଜି ସର୍ବାଧିକ ୩୦୪ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୩୦୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୭୨ଜଣ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩୨ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ଥିବା ସୂଚନା ଓ ଲୋକସଂମ୍ପର୍କ ବିଭାଗ ପକ୍ଷରୁ ପୂର୍ବାହ୍ନରେ ଟୁଇଟ୍‌ କରି ସୂଚନା...

ମୁମ୍ବାଇ-ଅହମଦାବାଦ୍‌-ଜୟପୁର-ଜମ୍ମୁରେ ସୂର୍ଯ୍ୟୋପରାଗ ଆରମ୍ଭ

ନୂଆଦିଲ୍ଲୀ, ୨୧।୬: ମୁମ୍ବାଇ, ଅହମଦାବାଦ୍‌, ଜୟପୁର ଏବଂ ଜମ୍ମୁରେ ସୂର୍ଯ୍ୟୋପରାଗ ଆରମ୍ଭ ହୋଇଛି। ପୂର୍ବାହ୍ନ ୧୦ଟା ୧ରେ ମୁମ୍ବାଇର ପୁଣେରେ ସୂର୍ଯ୍ୟୋପରାଗ ଆରମ୍ଭ ହୋଇଥିବାବେଳେ ଅହମଦାବାଦରେ ୧୦ଟା ୪, ଜୟପୁରରେ ୧୦ଟା ୧୫ ଏବଂ ଜମ୍ମୁରେ ୧୦ଟା ୨୧ରେ ଆରମ୍ଭ...

ନାକ୍‌ ମାନ୍ୟତା ପାଇନାହାନ୍ତି ରାଜ୍ୟର ୮୪% ଶିକ୍ଷାନୁଷ୍ଠାନ: ବିପୁଳ ଆର୍ଥିକ ଅନୁଦାନ ହରାଉଛି ରାଜ୍ୟ

ଭୁବନେଶ୍ୱର,୨୧।୬: କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ତାଲିକାରେ ଓଡ଼ିଶାର ସରକାରୀ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି। କେବଳ ଉତ୍କଳ ବିଶ୍ୱବିଦ୍ୟାଳୟ ଶ୍ରେଷ୍ଠ ଶହେ ବିଶ୍ୱବିଦ୍ୟାଳୟ ମଧ୍ୟରେ ରହିଛି। ଆଉ କୌଣସି...

ଆଦିବାସୀଙ୍କ ଜୀବିକା ବିପନ୍ନ: ବିକ୍ରି ହେଉନି ଶାଳମଞ୍ଜି, ମିଳୁନି ସହାୟକ ମୂଲ୍ୟ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ମହାମାରୀ କରୋନା କେବଳ ସ୍ବାସ୍ଥ୍ୟ ପାଇଁ ବିପଦ ସୃଷ୍ଟି କରିନାହିଁ, ଏହି ଭୂତାଣୁ ଜୀବନଜୀବିକାକୁ ମଧ୍ୟ ଗଭୀର ଭାବେ ପ୍ରଭାବିତ କରିଛି। କରୋନା ରୋକିବା ପାଇଁ ଜାରି ଲକ୍‌ଡାଉନ୍‌ ଯୋଗୁ ବଣପାହାଡ଼ ଘେରା ଦୁର୍ଗମ ଅଞ୍ଚଳରେ ରହୁଥିବା ଆଦିବାସୀ...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା: ପୁରୀ ରଥଯାତ୍ରାକୁ ଅନୁମତି ଦିଆଯାଉ

ଭୁବନେଶ୍ୱର,୨୦।୬(ବ୍ୟୁରୋ)- ପୁରୀର ଶ୍ରୀ ଜଗନ୍ନାଥ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ନ କରିବା ପାଇଁ ସୁପ୍ରିମ କୋର୍ଟ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ସରକାର କୋର୍ଟଙ୍କ ଆଦେଶକୁ ପାଳନ କରିବାକୁ ଜୁନ ୧୮ ତାରିଖରେ ଅନୁଷ୍ଠିତ ସ୍ବତନ୍ତ୍ର କ୍ୟାବିନେଟ ବୈଠକରେ...

ମୁକେଶ ହେଲେ ବିଶ୍ୱର ନବମ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ,୨୦।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ବ୍ଲୁମ୍‌ବର୍ଗ ବିଲିୟନେୟାର ସୂଚୀରେ ବିଶ୍ୱର ଶୀର୍ଷ ୧୦ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ସାମିଲ ହୋଇଛନ୍ତି। ପ୍ରାୟ ୬୪.୬ ବିଲିୟନ ଡଲାର ସମ୍ପତ୍ତି ସହ ତାଲିକାରେ ସେ ନବମ ସ୍ଥାନରେ ରହିଛନ୍ତି। ସେ...

ଦିଲ୍ଲୀରେ ଓଡ଼ିଆ ଡାକ୍ତରଙ୍କ କରୋନାରେ ମୃତ୍ୟୁ: ପତ୍ନୀ, ଦୁଇ ଝିଅ ମଧ୍ୟ ସଂକ୍ରମିତ

ଭୁବନେଶ୍ୱର, ୨୦।୬(ବ୍ୟୁରୋ)-  ଦିଲ୍ଲୀରେ ଜଣେ ଓଡ଼ିଆ ଡାକ୍ତରଙ୍କ କରୋନାରେ ମୃତ୍ୟୁ ଘଟିଛି। ସେ ହେଲେ ୩୯ ବର୍ଷୀୟ ଡା. ଅଶ୍ୱିନୀ କୁମାର ପ୍ରତାପ। ତାଙ୍କ ଘର କଟକ ଜିଲା ବାଙ୍କୀରେ। ସେ ନ୍ୟାଶନାଲ ହେଲ୍‌ଥ ସିଷ୍ଟମ ରିସୋର୍ସ ସେଣ୍ଟର(ଏନ୍‌ଏଚ୍‌ଏସ୍‌ଆର୍‌ସି)ରେ ଜଣେ...

CORONAVIRUS UPDATE: ଆଜି ସର୍ବାଧିକ ୨୩୭ ସୁସ୍ଥ, ମୋଟ ଆରୋଗ୍ୟ ସଂଖ୍ୟା ୩୫୩୪କୁ ବୃଦ୍ଧି

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଥିବା ବେଳେ ଆରୋଗ୍ୟ ସଂଖ୍ୟା ବଢ଼ୁଛି। ଏହି କ୍ରମରେ ଶନିବାର ରାଜ୍ୟରେ ସର୍ବାଧିକ ୨୩୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୫୩୪କୁ...

କରୋନା ଚିକିତ୍ସା ପାଇଁ ଆସିଲା ଔଷଧ: ଦାମ ମାତ୍ର ୧୦୩ ଟଙ୍କା

ନୂଆଦିଲ୍ଲୀ,୨୦।୬: ଗ୍ଲେନମାର୍କ ଫାର୍ମାସ୍ୟୁଟିକାଲ କମ୍ପାନୀ କରୋନାରେ ସାମାନ୍ୟ ଭାବେ ପୀଡ଼ିତ ରୋଗୀଙ୍କ ଚିକିତ୍ସା ପାଇଁ ଏକ ଆଣ୍ଟିଭାଇରାଲ ଔଷଧ ଆଣିଛନ୍ତି। ଫାଭିପିରାଭିର(Favipiravir) ଆଣ୍ଟିଭାଇରାଲ ଔଷଧକୁ ଫାଭିଫ୍ଲୁ ବ୍ରାଣ୍ଡ ନାମରେ ଲଞ୍ଚ କରାଯାଇଛି। କମ୍ପାନୀ ପକ୍ଷରୁ ଶନିବାର ଏହି ସୂଚନା ଦିଆଯାଇଛି।...

ଭୁବନେଶ୍ୱରରେ ମାଡ଼ିବାରେ ଲାଗିଲାଣି କରୋନା: ଆଉ ୧୯ ପଜିଟିଭ୍‌ ଚିହ୍ନଟ; ଅଛି ୧୫ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ଅଞ୍ଚଳରେ ଶନିବାର ଆଉ ୧୯ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୪ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ଥିବା ବେଳେ ୧୫ ଲୋକାଲ କେସ୍‌ ରହିଛି। ସେହିଭଳି ୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ...

୨୬/୧୧ ମୁମ୍ବାଇ ଆକ୍ରମଣ ଷଡ଼ଯନ୍ତ୍ରକାରୀ ତହଓ୍ବୁର ରାଣା ଗିରଫ: ଭାରତକୁ ପ୍ରତ୍ୟର୍ପଣର ହେବ ବିଚାର

ଲସ୍‌ ଏଞ୍ଜେଲସ୍‌/ ନୂଆଦିଲ୍ଲୀ, ୨୦।୬: ମୁମ୍ବାଇ ୧୬/୧୧ ଆକ୍ରମଣର ଷଡ଼ଯନ୍ତ୍ରକାରୀ ତହଓ୍ବୁର ରାଣାଙ୍କୁ ଲସ୍‌ ଏଞ୍ଜେଲସ୍‌ ପୋଲିସ ଗିରଫ କରିଛି। ମୂଳ ପାକିସ୍ତାନୀ ରାଣା କାନାଡ଼ାରେ ରହି ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନକୁ ସହାୟତା ଯୋଗାଉଥିଲେ। ସେ ଗତ ୧୪ ବର୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri