Tag Archives: Home Middle

ଭୁବନେଶ୍ୱର ଡୁମ୍‌ଡୁମା ସୁବାସ ନଗର ବସ୍ତିକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜଧାନୀର ଡୁମଡୁମା ଅଞ୍ଚଳ ସୁବାସ ନଗର ବସ୍ତିକୁ ଶନିବାର କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ସୁବାସ ନଗର ବସ୍ତିରୁ ଏକାଧିକ କରୋନା ପଜିଟିଭ୍‌ ବାହାରିଛି। ଏପରିକି ସେମାନଙ୍କର କୌଣସି ଟ୍ରାଭେଲ୍‌ ହିଷ୍ଟ୍ରି ନାହିଁ। ଏହାକୁ ଦୃଷ୍ଟିରେ ରଖି...

ଆତ୍ମନିର୍ଭର ଭାରତ ବାଟରେ କଣ୍ଟା: ବଜାରରେ କୋଟି କୋଟି ଟଙ୍କାର ଚାଇନା ସାମଗ୍ରୀ

ନୂଆଦିଲ୍ଲୀ, ୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତ୍ମନିର୍ଭର ଭାରତ ଗଠନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଲୋକେ ସ୍ବଦେଶୀ ଉତ୍ପାଦ ବ୍ୟବହାର କଲେ ଦେଶର ଆର୍ଥତ୍କ ସ୍ଥିତିରେ ସୁଧାର ଆସିବାର ଆଶା ରହିଛି। ତେବେ ଆତ୍ମନିର୍ଭର ଭାରତ ବାଟରେ କଣ୍ଟା ସାଜିଛି...

ଗରିବ କଲ୍ୟାଣ ରୋଜଗାର ଯୋଜନାର ଶୁଭାରମ୍ଭ: ୨୫ ହଜାରରୁ ଅଧିକ ପ୍ରବାସୀଙ୍କୁ ମିଳିବ କାମ, ଖର୍ଚ୍ଚ ହେବ ୫୦ ହଜାର କୋଟି

ନୂଆଦିଲ୍ଲୀ, ୨୦।୬: କରୋନା ମହାମାରୀ ସମୟରେ ପ୍ରବାସୀ ଶ୍ରମିକଙ୍କ ଆର୍ଥିକ ସ୍ଥିତିରେ ସୁଧାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗରିବ କଲ୍ୟାଣ ରୋଜଗାର ଯୋଜନାର ଶୁଭାରମ୍ଭ କରିଛନ୍ତି। ୬ଟି ରାଜ୍ୟର ୧୧୬ ଜିଲାରେ ଏହି ଯୋଜନା ପ୍ରଣୟନ କରାଯିବ।...

CORONAVIRUS UPDATE: କରୋନା ନେଲା ଆଉ ଏକ ଜୀବନ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ପୁରୀ ଜିଲାର ହୋଇଥିବା ବେଳେ ତାଙ୍କ ବୟସ ୬୦। କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଦୀର୍ଘଦିନ ହେବ ସେ ଶ୍ୱାସଜନିତ...

CORONAVIRUS UPDATE: ରାଜ୍ୟରେ ପୁଣି ୧୭୯ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪,୮୫୬ରେ ପହଞ୍ଚିଲା

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୮୫୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଭାରତଠାରୁ କେହି ଇଞ୍ଚେ ଜମି ନେଇପାରିବନି: ମୋଦି

ନୂଆଦିଲ୍ଲୀ,୧୯ା୬-ଭାରତ ସୀମା ମଧ୍ୟରେ ଚାଇନା ପ୍ରବେଶ କରିନାହିଁ କିମ୍ବା କୌଣସି ଘାଟିକୁ ଦଖଲ କରିନାହିଁ। ଭାରତଠାରୁ କେହି ଇଞ୍ଚେ ବି ଜମି ନେଇପାରିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦଳୀୟ ବୈଠକ ଶେଷରେ ଗଣମାଧ୍ୟମକୁ କହିଛନ୍ତି। ଭାରତର ୨୦...

ରସୁଲଗଡ଼ ଛକରୁ ଜବତ ହେଲା ସାଢେ ୪ କୋଟି ଟଙ୍କାର ବ୍ରାଉନସୁଗାର

ଭୁବନେଶ୍ୱର,୧୯ା୬ (ବ୍ୟୁରୋ)-ଶୁକ୍ରବାର ଏସ୍‌ଟିଏଫ ହାତରେ ଲାଗିଛି ବଡ଼ ସଫଳତା। ବାଲେଶ୍ୱରରୁ ବୋଲେରୋରେ ଚାଲାଣ ହୋଉଥିବା ଏକ ବ୍ରାଉନ୍‌ ସୁଗାର ରାକେଟକୁ ପର୍ଦ୍ଦାଫାଶ କରିଛି କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ(ସ୍ପେଶାଲ ଟାକ୍ସ ଫୋର୍ସ)। ଏସ୍‌ଟିଏଫ୍‌ ଚାଲାଣ କରାଯାଉଥିବା ବାଲେରୋ ସହ ୪ କେଜି ୪୮୬...

ମହାନଦୀ ପାରି ହେବାବେଳେ ବୁଡି ଗଲା ଡଙ୍ଗା: ପହଁରି ପହଁରି କୂଳରେ ଲାଗିଲେ ଶ୍ରମିକ

ମହାକାଳପଡା,୧୯।୬(ଡି.ଏନ୍‌.ଏ)-କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ରାମନଗର ପିତାପାଟ ନିକଟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ମହାନଦୀ ପାରି ହୋଇ ପାରାଦୀପକୁ କାମ କରିବାକୁ ଯାଉଥିବାବେଳେ ଏକ ଡଙ୍ଗା ବୁଡି ଯାଇଛି। ଫଳରେ ଉକ୍ତ ଡଙ୍ଗାରେ ଥିବା ୫ଜଣ ଶ୍ରମିକ...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୩ ଆକ୍ରାନ୍ତ; ୩୨୦୦ ଛୁଇଁଲା ମୋଟ ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶୁକ୍ରବାର ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ମଧ୍ୟରେ କଟକର...

ଶ୍ରୀମନ୍ଦିର ଭିତରେ ହେବ ବିଧିରକ୍ଷା

ପୁରୀ ଅଫିସ,୧୯।୬: ରଥଯାତ୍ରା ବନ୍ଦ ପ୍ରସଙ୍ଗକୁ ନେଇ ଶୁକ୍ରବାର ନିଳାଦ୍ରୀ ଭକ୍ତ ନିବାସ ପରିସରରେ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ କମିଟି ଅଧ୍ୟକ୍ଷ ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମହାମାରୀ କରୋନା ସଂକ୍ରମଣ...

ଭୁବନେଶ୍ୱରରେ ଥମୁନି କରୋନା ଆକ୍ରାନ୍ତ ସଂଖ୍ୟା: ପୁଣି ଚିହ୍ନଟ ହେଲେ ୭ ସଂକ୍ରମିତ; ଅଛନ୍ତି ରେଳ ବିଭାଗ କର୍ମଚାରୀ, ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ପୁଣି ୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁୁ ୪ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୬୫କୁ ବୃଦ୍ଧି ପାଇଛି।...

CORONAVIRUS UPDATE: ରାଜ୍ୟରେ ପୁଣି ୧୬୫ ପଜିଟିଭ୍‌; ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଲା

ଭୁବନେଶ୍ୱର,୧୯ା୬(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୧୬୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri