Tag Archives: Home Middle

ପ୍ରଧାନମନ୍ତ୍ରୀଙ୍କ ନିକଟରେ ୩ ଦାବି ରଖିଲେ ନବୀନ

ଭୁବନେଶ୍ୱର,୧୭।୬(ବ୍ୟୁରୋ)-କରୋନା(କୋଭିଡ୍‌-୧୯) ମହାମାରୀ ସଂକ୍ରମଣ ଆଶଙ୍କା ଯୋଗୁ ସ୍କୁଲ, କଲେଜ ବନ୍ଦ ରହିଛି। ଯୁକ୍ତ ଦୁଇ ପରୀକ୍ଷା ମଧ୍ୟ ଅଧାରୁ ବନ୍ଦ ରହିଛି। ଅବଶିଷ୍ଟ ପରୀକ୍ଷା ଶେଷ ହେବା ପରେ ଜାତୀୟ ସ୍ତରରେ ହେଉଥିବା ଏନ୍‌ଇଇଟି, ଜେଇଇ ମେନ, ସିଏଲ୍‌ଏଟି ଭଳି...

ବିଏମ୍‌ସିର ସୂଚନା: ରାଜଧାନୀରେ ପୁଣି ୧୭ କରୋନା ପଜିଟିଭ୍‌ ଚିହ୍ନଟ; ଅଛନ୍ତି ୭ ରେଳ ବିଭାଗ ଅଧିକାରୀ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜଧାନୀରୁ ୧୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪ ହୋମ୍‌ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୩ ଲୋକାଲ କେସ୍‌ ରହିଛି। ସେହିଭଳି ୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ...

ଉତ୍ତର ଦେବାକୁ ସକ୍ଷମ ଥିବା ଭାରତ ଚାହେଁ ଶାନ୍ତି, ଦେଶର ଅଖଣ୍ଡତା କ୍ଷେତ୍ରରେ ହେବ ନି ବୁଝାମଣା: ମୋଦି

ନୂଆଦିଲ୍ଲୀ, ୧୭।୬: ଲଦାଖର ଗଲଓ୍ବାନ ଘାଟିରେ ଭାରତ ଚାଇନା ମଧ୍ୟରେ ହୋଇଥିବା ସଂଘର୍ଷରେ ୨୦ ଜଣ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କହିଛନ୍ତି ଯେ, ଯବାନଙ୍କ ବଳିଦାନ ବ୍ୟର୍ଥ ହେବନାହିଁ। ଦେଶ ପାଇଁ...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୩ କରୋନା ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୩ ହଜାର ଟପିଲା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ ପୁଣି ସୁସ୍ଥ ହେଲେ ୭୩ କରୋନା ଆକ୍ରାନ୍ତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୁଧବାର ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ଆରୋଗ୍ୟ ଲାଭ କରିଥିବା କୋଭିଡ ସଂକ୍ରମିତଙ୍କ ମଧ୍ୟରେ କନ୍ଧମାଳର ସର୍ବାଧିକ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ପ୍ରତି ପଞ୍ଚାୟତରେ ହେବ ‘କୋଭିଡ୍‌ କେୟାର ହୋମ୍‌’; ପ୍ରାଥମିକ ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ରଖାଯିବ

ଭୁବନେଶ୍ୱର,୧୭।୬(ବ୍ୟୁରୋ): କରୋନା ମୁକାବିଲା ନେଇ ପରବର୍ତ୍ତୀ ରଣକୌଶଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ସେ କହିଛନ୍ତି, ରାଜ୍ୟର ପ୍ରତି ପଞ୍ଚାୟତରେ କୋଭିଡ କେୟାର ହୋମ୍‌ କରାଯିବ। ଏଥିରେ ୧୦ରୁ ୨୦ଜଣ ବ୍ୟକ୍ତି ରହିପାରିବେ। କୋଭିଡ କେୟାର ହୋମ୍‌ରେ...

ଡ୍ରାଗନ ନାଲି ଆଖି ଦେଖାଇବାର ୩ ମୁଖ୍ୟ କାରଣ

ନୂଆଦିଲ୍ଲୀ, ୧୭।୬: ଲଦାଖଠାରେ ଭାରତ ଚାଇନା ସୀମାରେ ଥିବା ଗଲଓ୍ବାନ ଘାଟିରେ ଉତ୍ତେଜନା ଦେଖାଦେଇଛି। ତେବେ ସୀମା ବିବାଦ ପଛରେ ଚାଇନାର ନିହିତ ସ୍ବାର୍ଥ ରହିଛି। ୩ ମୁଖ୍ୟ କାରଣ ଯୋଗୁ ଡ୍ରାଗନ ଭାରତକୁ ନାଲି ଆଖି ଦେଖାଇବା ଆରମ୍ଭ...

କୂଟନୀତି ନୁହେଁ ମୂକନୀତି: ୪୪ ଦିନ ଧରି ଭାରତ-ଚାଇନା ବିବାଦ ନେଇ ମୋଦି-ଜୟଶଙ୍କର ନୀରବ

ନୂଆଦିଲ୍ଲୀ, ୧୭।୬: ଭାରତ ଚାଇନା ସୀମାରେ ଗଲଓ୍ବାନ ଘାଟିରେ ଥିବା ପଏଣ୍ଟ ୧୪ ନେଇ ଦୁଇଦେଶ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ମେ ୫ଠାରୁ ଦୁଇପକ୍ଷଙ୍କ ମଧ୍ୟରେ ବିବାଦର ସୂତ୍ରପାତ ଘଟିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର...

CORONAVIRUS UPDATE: ରାଜ୍ୟରେ ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଲା

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ

ବାଲେଶ୍ୱର ଅଫିସ/ଭୁବନେଶ୍ୱର, ୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କର ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଥିବା ପୁଅ ମାନସ ଦତ୍ତ...

ଦେଶରେ କରୋନା ସଙ୍କଟ ଜାରି: ୨୪ ଘଣ୍ଟାରେ ୨୦୦୩ ମୃତ, ୧୦,୯୭୪ ଆକ୍ରାନ୍ତ

ନୂଆଦିଲ୍ଲୀ,୧୭।୬ : ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୯୭୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୪ ହଜାର ୬୫...

ଆହୁରି ବଢ଼ିଲା ମହାପ୍ରଭୁଙ୍କ ଘୋଷଯାତ୍ରା ସମ୍ଭାବନା: ବଡ଼ଦାଣ୍ଡରୁ ହଟିବେ ଉଠା ଦୋକାନୀ, ୧୯ ସୁଦ୍ଧା କ୍ୟାବିନ୍‌ ଉଠାଇବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୧୬।୬: ପୁଣି ବଢ଼ିଲା ମହାପ୍ରଭୁଙ୍କ ଘୋଷଯାତ୍ରା ସମ୍ଭାବନା। ମଙ୍ଗଳବାର ବଡ଼ଦାଣ୍ଡରୁ ଉଠା ଦୋକାନୀଙ୍କୁ ହଟାଇବାକୁ ପୌରସଂସ୍ଥା ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୧୯ ତାରିଖ ସୁଦ୍ଧା ସିଂହଦ୍ୱାରରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବଡ଼ଦାଣ୍ଡରୁ ଉଠାଦୋକାନୀମାନଙ୍କୁ କ୍ୟାବିନ୍‌ ହଟାଇବାକୁ ନିର୍ଦ୍ଦେଶ...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୨,୯୭୪କୁ ବୃଦ୍ଧି

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୧୨୦ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ଯାଜପୁରର ୧୯, କଟକର ୧୫, ମୟୂରଭଞ୍ଜର ୧୧, ଖୋର୍ଦ୍ଧାର ୧୧, ନୂଆପଡ଼ାର ୯, ସୁନ୍ଦରଗଡ଼ର ୭, କନ୍ଧମାଳର ୬, ବଲାଙ୍ଗୀରର ୫, ନୟାଗଡ଼ର ୫, ବାଲେଶ୍ୱର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri